ପୁରୀ

ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି, ସକାଳ ୮ଟାରୁ ଦର୍ଶନ

ପୁରୀ ଅଫିସ,୨୮।୬: ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ଜାରି ହୋଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ଏହାପରେ...

ରଥଯାତ୍ରା ପ୍ରସ୍ତୁତି: ପୋଲିସ ପକ୍ଷରୁ ସ୍ବତନ୍ତ୍ର ମକ୍‌ଡ୍ରିଲ

ପୁରୀ ଅଫିସ,୨୮।୬: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ପୋଲିସ ବିଭାଗ ପକ୍ଷରୁ ସ୍ବତନ୍ତ୍ର ମକ୍‌ଡ୍ରିଲ କରାଯାଉଛି। ପୋଲିସ ଲାଇନ ପଡିଆରେ ଡିଜିପିଙ୍କ ପରିଚାଳନାରେ ଡେମୋ କାର୍ଯ୍ୟକ୍ରମ...

ରଥଯାତ୍ରାରେ ତ୍ରିସ୍ତରୀୟ ଟ୍ରାଫିକ୍‌ ବ୍ୟବସ୍ଥା

ପୁରୀ ଅଫିସ,୨୮।୬: ଆଗକୁ ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି। ରଥଯାତ୍ରାକୁ ନେଇ ସୋମବାର ସମୀକ୍ଷା ବୈଠକ ବସିଥିଲା। ତେବେ ରଥଯାତ୍ରାକୁ ଦୃଷ୍ଟିରେ ରଖି ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଏଥିସହିତ ଟାକ୍ଟିକାଲ ୟୁନିଟ, ବମ...

ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ

ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର ପୁରୀକୁ ଆସୁଥିବା ଯାତ୍ରୀଙ୍କ ପାଇଁ ୧୦ ଲକ୍ଷ ମାସ୍କ ବଣ୍ଟନର ବ୍ୟବସ୍ଥା କରିଛନ୍ତି...

୪୮୩୦ ଦିଆସିଲି କାଠିରେ ତିନି ରଥ

ପୁରୀ ଅଫିସ, ୨୮ା୬:ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ତିନି ରଥର କ୍ଷୁଦ୍ର ମଡେଲ୍‌ ତିଆରି କରିଛନ୍ତି। ଶାଶ୍ୱତ ଏଥିପାଇଁ ୪୮୩୦ ଦିଆସିଲି କାଠି ବ୍ୟବହାର କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ରଥର ଉଚ୍ଚତା ୧୧.୪ ଇଞ୍ଚ...

ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି

ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ...

ରଥଯାତ୍ରା ପ୍ରସ୍ତୁତି: ମୁତୟନ ହେବେ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୨୭।୬: ରଥଯାତ୍ରାକୁ ନେଇ ପୁରୀରେ ସୋମବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ୧୮୦ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ଡିଜିପି...

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍‌ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ...

‘ମୂଳ ପୀଠକୁ ଅଗ୍ରାଧିକାର ଦିଆଯାଉ’

ପୁରୀ ଅଫିସ,୨୭ା୬: ସମ୍ପ୍ରତି ରଥର ଉଚ୍ଚତାକୁ ନେଇ ପ୍ରତିଯୋଗିତା ଚାଲିଛି। ଗିନିଜ୍‌ ବୁକ୍‌ ଅଫ୍‌ ରେକଡର୍‌ସରେ କେନ୍ଦୁଝରର ରଥକୁ ସର୍ବୋଚ୍ଚ ମାନ୍ୟତା ମିଳିଛି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ନିର୍ମାଣ ହେଉଥିବା ରଥଠାରୁ ଉଚ୍ଚ ରଥ ନିର୍ମାଣ କରାଯିବା...

ରଥଖଳା ଚଳଚଞ୍ଚଳ: ଲାଗିଲା ଧ୍ୱଜବତା

ପୁରୀ ଅଫିସ,୨୬।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶନିବାର ରଥରେ ଦୁଆରଘ ମଜଭୁତ କରିବାକୁ ଧ୍ୱଜବତା ଲଗାଯାଇଛି। ଏଥିରେ ମହାପ୍ରଭୁଙ୍କ ଆଜ୍ଞାମାଳ...

ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ବ୍ରହ୍ମଗିରି,୨୬।୬(ଡି.ଏନ୍‌.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ଥିବା ହେତୁ ଚତୁର୍ଭୁଜ ନାରାୟଣ...

ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି

ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ ପୁରୀ ସଦ୍‌ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି କହିଛନ୍ତି, ଚଳିତ ରଥଯାତ୍ରାରେ ବହୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri