ପୁରୀ

ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍‌, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ

ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ…

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ ଶ୍ରୀମନ୍ଦିର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ, କହିଲେ ବିଜେଡି ଜିତିବ ଏତେ ସିଟ୍‌

ପୁରୀ,୧୩।୪: ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍‌। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍‌ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି…

‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’

ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବେ ପ୍ରତିହାରୀ ସେବକ

ପୁରୀ,୧୩ା୪(ଅଜିତ୍‌ ମହାନ୍ତି): ଏଣିକି ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ। ଶ୍ରୀମନ୍ଦିରକୁ ଅନେକ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପ୍ରତିହାରୀ ନିଯୋଗର ଏଭଳି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ସ୍ବୀକୃତି ଦେଇଥିବା ନିଯୋଗର ସମ୍ପାଦକ…

‘ସମୀର ଦାଶଙ୍କୁ ଟିକେଟ ଦିଅ, ନହେଲେ ଦଳ ଛାଡ଼ିବୁ’

ଗୋପ,୧୨ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…

ଅଣହିନ୍ଦୁ ପ୍ରବେଶ ରୋକିବାକୁ ଶ୍ରୀମନ୍ଦିର ପ୍ରଶାସନଙ୍କ ପଦକ୍ଷେପ, ଦ୍ୱାର ଜଗିବେ ସେବାୟତ

ପୁରୀ,୧୨।୪: ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି। ନିକଟ ଅତୀତରେ ଏଭଳି ଅନେକ ଖବର ସମ୍ନୋକୁ ଆସିଛି। ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ବଡ଼ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକମାନଙ୍କୁ…

କାକଟପୁରରେ କୌଣସି ଦଳ ଦେଇନାହାନ୍ତି ପ୍ରାର୍ଥୀ: ଚିନ୍ତାରେ ନେତା, କର୍ମୀ

ଭୁବନେଶ୍ୱର,୪।୧୨: ପୁରୀ ଜିଲା କାକଟପୁର ବିଧାନସଭା ଆସନ ପାଇଁ କୌଣସି ରାଜନୈତିକ ଦଳ ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହିଁ। ବିଜେଡି ଚତୁର୍ଥ ପ୍ରାର୍ଥୀ ତାଲିକା ପ୍ରକାଶ କରିଥିଲେ ମଧ୍ୟ କାକଟପୁରକୁ ନେଇ ପ୍ରାର୍ଥୀ ଦେଇନାହିଁ। ବିଜେଡିର ଦୁର୍ଗ…

ଟିକେଟ ଚିନ୍ତାରେ କଂଗ୍ରେସ ଆଶାୟୀ

ନିମାପଡ଼ା,୧୨ା୪(ରଞ୍ଜନ ପଟ୍ଟନାୟକ): ୨୦୦୦ ପରଠାରୁ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ କଂଗ୍ରେସର ପ୍ରାର୍ଥୀମାନେ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖିନାହାନ୍ତି। ଏଥର ନିର୍ବାଚନ ତାରିଖ ଘୋଷଣା ପରେ ବି ଦଳ ଏହି ନିର୍ବାଚନମଣ୍ଡଳୀ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିପାରିନାହିଁ। ଫଳରେ ନେତା…

ସକାଳୁଆ ଅଫିସ୍‌: ଆରମ୍ଭରୁ ଅବ୍ୟବସ୍ଥା

ଗୋପ,୧୧ା୪(ଭାରତୀ ଭୂଷଣ ଉପାଧ୍ୟାୟ)ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାର ଏପ୍ରିଲ୍‌ ୧୦ରୁ ସକାଳୁଆ ଅଫିସ୍‌ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ନିର୍ଦ୍ଦେଶକୁ ସରକାରୀ ଅଧିକାରୀ ଓ କର୍ମଚାରୀ ଫୁ କରିଥିବା ଦେଖିବାକୁ ମିଳିଛି। ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ…

‘ମଲିଆ ବ୍ରାହ୍ମଣମାନେ ଓଡ଼ିଶାର ପ୍ରାଚୀନ ଅଧିବାସୀ’

ପୁରୀ, ୧୧ା୪(ଅଜିତ୍‌ ମହାନ୍ତି)ମନ୍ଦିର ନଗରୀ ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ହେଉଛି ଶ୍ରୀକପିଳେଶ୍ୱର ମହାଦେବଙ୍କ ମନ୍ଦିର। ସନାତନ ଶାସ୍ତ୍ରରେ ଏହା କପିଳମୁନି ମନ୍ଦିର, କପିଳନାଥ ମନ୍ଦିର, କପିଳେଶ୍ୱର ମନ୍ଦିର ଭାବେ ବର୍ଣ୍ଣିତ ଅଛି। ବର୍ତ୍ତମାନ ଏହା କପିଳେଶ୍ୱର ମନ୍ଦିର ଭାବେ ପ୍ରସିଦ୍ଧ।…

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଭୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?