ପୁରୀ

ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପ୍ଲାନ୍‌

ପୁରୀ ଅଫିସ,୧୭।୬:ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଗୁରୁବାର ପୁରୀ ଜିଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌. କେ. ଶର୍ମା ଅଧ୍ୟକ୍ଷତା କରିଥିଲେ। ସ୍ନାନଯାତ୍ରା ଭଳି ରଥଯାତ୍ରାକୁ ଶୃଙ୍ଖଳିତ କରିବା...

ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ

ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ଘନ ଘନ ବୈଠକ ବସୁଛି। ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ପ୍ଲାନ କରାଯିବ।...

ନରେନ୍ଦ୍ର ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ

ପୁରୀ ଅଫିସ, ୧୫।୬: ପୁରୀ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ସ୍ମୃତିରଞ୍ଜନ ସାହୁ। ତାଙ୍କ ଘର ଯାଜପୁର ଜିଲା ବରୀ ଅଞ୍ଚଳରେ। ସେ ବରୀ କଲେଜର ଛାତ୍ର। ମଙ୍ଗଳବାର ସ୍କୃତିରଞ୍ଜନ...

ଶ୍ରୀମନ୍ଦିରରେ ଆଜିଠୁ ଅଣସର ନୀତି, ଦର୍ଶନ ପାଇଁ ଅଲାରନାଥ ପୀଠରେ ଭିଡ଼

ପୁରୀ ଅଫିସ,୧୫।୬: ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ...

୩ ରଥର ପ୍ରଥମ ଭୂଇଁ ନିର୍ମାଣ ଶେଷ

ପୁରୀ ଅଫିସ ୧୫।୬: ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ ଚାଲିଥିବାବେଳେ ୪୪ଟି ଯୋଖା ତିନିରଥର ଚାରିପାଶର୍‌ବ କୋଣରେ ଫିଟିଙ୍ଗ ସମ୍ପୂର୍ଣ୍ଣ ହେବାପରେ ମଙ୍ଗଳାବାର ପ୍ରଥମ ଭୂଇଁ ନିର୍ମାଣ ସରିଛି। ପ୍ରଥମ ଭୂଇଁ ନମ୍ବରିଂ ପରେ ଖୋଲାଯାଇ ସାଇତା ଯିବ। ପରେ...

ଦିବ୍ୟ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ, ୧୪।୬: ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପରେ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହି ଦେବଦୁର୍ଲଭ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି। ଆଜି...

ଛେରାପହଁରା କଲେ ଗଜପତି

ପୁରୀ ଅଫିସ,୧୪ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜୀଉ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା କାର୍ଯ୍ୟ...

ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ...

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା ୩୦ରେ ମଙ୍ଗଳାର୍ପଣ କରାଯାଇଥିଲା। ପରେ ଶ୍ରୀଜୀଉଙ୍କ ପହଣ୍ଡି ନୀତିି ଆରମ୍ଭ ହୋଇଥିଲା। ପ୍ରଥମେ...

ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା, ଭୋର୍‌ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି

ପୁରୀ ଅଫିସ,୧୩।୬: ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା। ଗତ ୨ ବର୍ଷ ପରେ ଗଜାନନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିବା ପାଇଁ ଲକ୍ଷାଧିକ ଭକ୍ତ ସମାଗମ ହେବେ। ମଙ୍ଗଳବାର ଭୋର୍‌ ୪ଟାରୁ ୬ ମଧ୍ୟରେ ପହଣ୍ଡି...

ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍‌ପି,...

ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ସେବକମାନେ ଏହି ଅଣସର ଗୁପ୍ତ ନୀତିକୁ ସମ୍ପାଦନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri