ପୁରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି...

ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍‌

ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍‌ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍‌ ୧୫୦ଟି ଅଧିକ କୋଚ୍‌ ଲାଗିବ। ୪୦ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଳିବ। ଏଥିନିମନ୍ତେ ପୁରୀ ଷ୍ଟେଶନରେ ୩୫ଟି...

ପୁରୀ ବେଳାଭୂମିରେ ଭାସି ଆସି ଲାଗିଛି ବିରାଟ ଶକ୍ତି କୁଣ୍ଡ

ପୁରୀ ଅଫିସ,୧ା୬: ପୁରୀ ସମୁଦ୍ର ବେଳାଭୂମିରେ ଏକ ବିରାଟ ଶକ୍ତି କୁଣ୍ଡ ଲାଗିଛି। ଶିବ ଲିଙ୍ଗକୁ ଘେରି ରହୁଥିବା ଏହି ଶକ୍ତି କୁଣ୍ଡ କେଉଁଠୁ ଆସିଲା ସେନେଇ ତର୍ଜମା ଆରମ୍ଭ ହୋଇଛି। ପୁରୀ ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ଏହାକୁ ଉଦ୍ଧାର...

୩ ରଥର ୨୧ ଅଖ ନିର୍ମାଣ ଶେଷ

ପୁରୀ ଅଫିସ, ୧।୬: ସ୍ନାନ ପୂର୍ଣ୍ଣିମାକୁ ତିନିରଥର ଚକ-ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ୪ ନାହାକା ଉଠିଥାଏ। ଏହି ଅବସରରେ ତିନିରଥର ଅନୁକୂଳ ଅଖକୁ ମିଶାଇ ମଙ୍ଗଳବାର ସୁଦ୍ଧା ମୋଟ ୨୧ଟି ଅଖ ନିର୍ମାଣ କାର୍ଯ୍ୟ...

ଶ୍ରୀକ୍ଷେତ୍ର ମଠ, ମନ୍ଦିରରେ ୬ ଗୁପ୍ତ ସୁଡ଼ଙ୍ଗ

ପୁରୀ ଅଫିସ,୧।୬: ଶ୍ରୀକ୍ଷେତ୍ରର ବିଭିନ୍ନ ମଠରେ ଏକାଧିକ ସୁଡ଼ଙ୍ଗ ଥିବାବେଳେ ସେଗୁଡ଼ିକ କେତେଦୂର ଯାଏ ଲମ୍ବିଛି, ତାହା ଏବେ ବି ରହସ୍ୟ ହୋଇରହିଛି। ବିଗତ ଦିନରେ ଦେଖାଯାଇଥିବା ସୁଡ଼ଙ୍ଗକୁ ନେଇ ପ୍ରଶାସନ ପକ୍ଷରୁ ଅନୁସନ୍ଧାନ ଜାରି ରହିଥିଲେ ମଧ୍ୟ ନିଷ୍କର୍ଷ...

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ

ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍‌ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ...

ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ

ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ସହରର ସମସ୍ତ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବା...

ରଥ ଚକ ପରଖିଲା ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୩୧ା୫:ରଥ ନିର୍ମାଣ ବେଳେ ଅଖ ଓ ଚକରେ ଫାଟ ଦେଖିବାକୁ ମିଳିଥିଲା। ଏନେଇ ଏକ୍ସପର୍ଟ କମିଟି ସୋମବାର ରଥଖଳାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଯେଉଁ ଚକ ଓ ଅଖରେ ଫାଟ ହୋଇଛି ତାହାକୁ କ୍ଲାମ୍ପ ଦେଇ ମରାମତି...

ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିସହ ଶ୍ରୀମନ୍ଦିର ଭିତରେ ଥିବା ପାଶର୍ର୍‌ୟ ଦେବାଦେବୀଙ୍କ...

ରଥଖଳା ଚଳଚଞ୍ଚଳ, ଚଉଦନାହାକା କାମ ଆରମ୍ଭ

ପୁରୀ ଅଫିସ,୨୯।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଖଳାରେ ଚଉଦନାହାକା କାମ ଆରମ୍ଭ ହୋଇଯାଇଛି । ବିଶ୍ୱକର୍ମାମାନେ ବାରିସିରେ...

ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍‌ର ୭ ଗିରଫ

ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍‌, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ ପୋଲିସ ତତ୍ପରତା ଦେଖାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତଦନ୍ତ କରୁଥିବା ବେଳେ...

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ, ଓଡ଼ିଶାରେ ରାଜନୈତିକ ଦଳ କିଏ ଅଛନ୍ତି ବୋଲି ପଚାରିଲେ

ପୁରୀ ଅଫିସ,୨୮।୫: ଏଏସ୍‌ଆଇର ଅନୁମତି ନ ଥାଇ ବି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ସରକାର ବନ୍ଦ କରୁ ନ ଥିବାରୁ ତାଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଜଗଦଗୁରୁ ଶଙ୍କରାଚାଯର୍ର୍‌ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ସେ କହିଛନ୍ତି, ତୀର୍ଥଭୂମିକୁ ଭୋଗଭୂମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri