ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା କାର୍ଯ୍ୟ ପୁଣି ଆରମ୍ଭ
କୋଣାର୍କ,୨୯।୮(ଜ୍ୟୋତିରାଜ ମହାନ୍ତି):୧୩ଶହ ଶତାବ୍ଦୀର ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଦୀର୍ଘ ୧୨୦ବର୍ଷ ପରେ ପୁଣି ଖୋଲା ହେବା ପାଇଁ ଐତିହାସିକ ନିଷ୍ପତ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା(ଏଏସ୍ଆଇ) ପକ୍ଷରୁ ନିଆଯାଇ ଗତ ଜାନୁୟାରୀ ୩ରୁ ବାଲି କଢ଼ା କାର୍ଯ୍ୟ ଆରମ୍ଭ…
ବନ୍ଧପଡ଼ା ଗାଁ ରାସ୍ତାରେ ୨୦ ଫୁଟର ଘାଇ: ୫୦ ପରିବାର ଜଳବନ୍ଦୀ
ବଳଙ୍ଗା,୨୮ା୮(କେଦାରେଶ୍ୱର ନନ୍ଦ): ବଳଙ୍ଗା ଥାନା ଅଧୀନ ବନ୍ଧପଡ଼ା ଗ୍ରାମ ପାଖଦେଇ ଯାଇଥିବା ଶାଖା କେନାଲରେ ବନ୍ଧ ଭାଙ୍ଗି ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ଗାଁ ଭିତରେ ପାଣି ପଶିଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ୫୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ…
ଭକ୍ତଙ୍କଠାରୁ ନିଆଯାଉଛି ହାତଗୁଞ୍ଜା
ପୁରୀ,୨୮ା୮(ଅଜିତ ମହାନ୍ତି): ପ୍ରତ୍ୟେକ ଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ତେବେ ଛୁଟିଦିନଗୁଡ଼ିକରେ ଭକ୍ତଙ୍କ ଅଧିକ ଭିଡ଼ ହେବା ସହ ସମସ୍ୟା ଦ୍ୱିଗୁଣିତ ହେଉଛି। ଫଳରେ ଭକ୍ତମାନେ ଘଣ୍ଟା…
ଚିନ୍ତା ବଢ଼ାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା
ପୁରୀ, ୨୭ା୮(ଅଜିତ୍ ମହାନ୍ତି)ରାଜ୍ୟର ବିଭିନ୍ନ ଜିଲାରେ ଆସ୍ତେ ଆସ୍ତେ ଡେଙ୍ଗୁର ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୀରେ ମଧ୍ୟ ଡେଙ୍ଗୁର ପ୍ରଭାବ ଦେଖିବାକୁ ମିଳିଛି। ଗତ କିଛିଦିନ ମଧ୍ୟରେ ଜିଲାରେ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ସଦର ମୁଖ୍ୟ…
୬ ଲେନ ରିଙ୍ଗ୍ ରୋଡ୍ କାର୍ଯ୍ୟ ଅଧାପନ୍ତରିଆ
କୋଣାର୍କ,୨୭।୮(ଜ୍ୟୋତିରାଜ ମହାନ୍ତି)କୋଣାର୍କରେ ଚନ୍ଦ୍ରଭାଗାଠାରୁ ଲାବଣ୍ୟ ଲଜ୍ ଛକ ପର୍ଯ୍ୟନ୍ତ ଚାଲିଥିବା ୬ଲେନ ରିଙ୍ଗ୍ ରୋଡ୍ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ରାସ୍ତା ନିର୍ମାଣ ପାଇଁ ଲୋକଙ୍କ ଜମି ଆବଶ୍ୟକ ବେଳେ କେତେଜଣ ଅସହମତି ପ୍ରକାଶ କରୁଥିବାରୁ ଜମିଜମା ସମସ୍ୟା ଲାଗିରହିଛି।…
ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଝୁଲଣ ଯାତ୍ରା
ପୁରୀ,୨୬।୮: ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠବାଡିରେ ଶନିବାରଠାରୁ ଝୁଲଣ ଯାତ୍ରାର ମାହୋଲ ଆରମ୍ଭ ହୋଇଛି । ଏହି ଯାତ୍ରା ସାତଦିନ ଧରି ଚାଲିବ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ…
ଅପରାଧୀ ପିନୁଙ୍କୁ ଏନ୍କାଉଣ୍ଟର କଲା ପୋଲିସ
ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଶଙ୍କରେଶ୍ୱର ମନ୍ଦିର ନିକଟ ଜଙ୍ଗଲରେ ଗୁରୁବାର ଏନ୍କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ବରାଳ ଗୁରୁତର ଆହତ ହୋଇଛନ୍ତି। ପିନୁଙ୍କ ବାମ ଗୋଡ଼ରେ ଗୁଳି ବାଜିଥିବା…
ଗାଧୋଉଥିବା ବେଳେ ସମୁଦ୍ରରେ ବୁଡ଼ିଗଲେ ପର୍ଯ୍ୟଟକ
ପୁରୀ, ୨୨/୦୮ : ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଜଣେ ପର୍ଯ୍ୟଟକ ବୁଡିଯାଇଛନ୍ତି। ଠିକ୍ ସମୟରେ ସମୁଦ୍ର ଭିତରକୁ ଯାଇ ପର୍ଯ୍ୟଟକ ଜଣକୁ ଲାଇଫ ଗାର୍ଡ ଉଦ୍ଧାର କରିଛନ୍ତି। ପର୍ଯ୍ୟଟକ ଜଣକ ହେଉଛନ୍ତି ଛତିଶଗଡ଼ ରାୟପୁର ବାରୁକା ଅଞ୍ଚଳର ରୁକୁମ କୁମାର।…
ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି : ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ, ୨୨।୮ : ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥି ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏ ନେଇ ଶ୍ରୀଜିଉଙ୍କ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସା ୬ଟାରୁ…
ଅକ୍ଟୋବର ପରେ ନାଟମଣ୍ଡପ ମରାମତି
ପୁରୀ, ୨୨ା୮(ଅଜିତ ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସବେର୍ର୍ର୍କ୍ଷଣ (ଏଏସ୍ଆଇ) ଅଧିକାରୀ ଏବଂ ସଂରକ୍ଷକ (କନ୍ଜରଭେଶନ୍) ନିର୍ଦ୍ଦେଶକ ସୋମବାର ଶ୍ରୀମନ୍ଦିରର ସ୍ଥିତି ଯାଞ୍ଚ କରିଛନ୍ତି। ଏହି ମିଳିତ ଦଳ ଶ୍ରୀମନ୍ଦିର ନାଟମଣ୍ଡପ, ଜଗମୋହନ, ପାର୍ଶ୍ୱଦେବଦେବୀ, ଉତ୍ତରଦ୍ୱାର ପାର୍ଶ୍ୱ ଏବଂ…
ସୂର୍ଯ୍ୟମନ୍ଦିର ବୁଲିଲେ ଶ୍ରୀଲଙ୍କା ରାଷ୍ଟ୍ରଦୂତ
କୋଣାର୍କ,୨୨।୮(ଜ୍ୟୋତିରାଜ ମହାନ୍ତି):ସୋମବାର ଅପରାହ୍ନରେ ଶ୍ରୀଲଙ୍କା ରାଷ୍ଟ୍ରଦୂତ ମିଲିଣ୍ଡା ମୋରାଗୋଡ଼ା କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଥମେ ସେ ଆଇଓଏଫ ବ୍ୟାଖ୍ୟାନ କେନ୍ଦ୍ର ଭିତରକୁ ଯାଇ ବୁଲି ଦେଖିଥିଲେ। ପରେ…
୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର
କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍ଏମ୍) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼ କରିଥିବା…
Archives


