କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ
ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମୀଯୁଗଳଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଜପତି ଜିଲା ଅଡବା ଥାନା ବଚେବା…
ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର
ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି କର୍ମୀ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ…
ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ
ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା ଶିକ୍ଷକ ବଂଶୀଧର ଶବରଙ୍କ ଘରୁ ଗୁରୁବାର ରାତିରେ ବଡ଼ଧରଣର ଚୋରି ହୋଇଛି। ସୂଚନା…
ବଢ଼ିଲାଣି ଖରା, ଜମୁଛି ତରଭୁଜ ବେପାର
ଗୁଣପୁର, ୨୬।୨(ସଂକେତ ପାତ୍ର):ଦିନକୁ ଦିନ ଖରା ବଢ଼ିବାରେ ଲାଗିଛି। ତାପମାତ୍ରା ବୃଦ୍ଧି ଯୋଗୁ ରାୟଗଡ଼ା ଜିଲା ଗୁଣପୁରରେ ଏବେ ତରଭୁଜର ଚାହିଦା ମଧ୍ୟ ବଢି ଚାଲିଥିବା ଦେଖିବାକୁ ମିଳିଛି। ଗୁଣପୁର ସହରର ରାସ୍ତାକଡ଼ରେ ତରଭୁଜ ବେପାର ବେଶ୍ ଜମୁଛି। ତରଭୁଜରେ ୯୨%…
ରାୟଗଡ଼ା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗ: ହାଇକୋର୍ଟରେ ଖାରଜ ହେଲା ଶୁଭ୍ରାଙ୍କ ମାମଲା, ଫଳାଫଳ ଘୋଷଣା ପରେ…
ରାୟଗଡ଼ା,୨୫।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା କରିଥିବା ରିଟ୍ ପିଟିସନ ମାମଲାକୁ ହାଇକୋର୍ଟ ବିଚାରପତି ଆର୍.କେ.ପଟ୍ଟନାୟକ ଖାରଜ କରି ଦେଇଛନ୍ତି । ଏନେଇ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଉକ୍ତ…
ସ୍କୁଲରେ ପୋଡ଼ିହୋଇ ୪ ଛାତ୍ର ଗୁରୁତର ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ଛାତ୍ରଙ୍କ ମୃତ୍ୟୁ
ବିଷମକଟକ,୨୫।୨(ପ୍ରସନ୍ନ କୁମାର ପଣ୍ଡା): ଗତ ଜାନୁଆରୀ ୫ରେ ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡ଼ାକୁଲୁଗୁଡ଼ାସ୍ଥିତ ପ୍ରାଇମେରି ବିଦ୍ୟାଳୟ ପରିସରରେ ପାଠପଢ଼ା ଚାଲିଥିଲା ବେଳେ ଅଗ୍ନିକାଣ୍ଡ ଘଟି ୪ ଛାତ୍ର ଗୁରୁତର ଆହତ ହୋଇଥିଲେ। କଟକ ମେଡିକାଲରେ ଚିକିତ୍ସାଧୀନ ଥିବା ସପ୍ତମ…
ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ
ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍ ଏବଂ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୨ ତାରିଖରେ ଶେଷ ହେବ। ଏହି ୪ ଆସନ ଲାଗି ଆସନ୍ତା ମାର୍ଚ୍ଚ…
ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା
ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ ଥିଲା। ବର୍ତ୍ତମାନ ଏହା ଉପରୁ ପରଦା ଉଠିଥିବା ନେଇ ରାୟଗଡ଼ା ପୌର ପରିଷଦର…
ଆମ୍ବୁଲାନ୍ସ ନେଲା ଆରଏମ୍ସି କର୍ମଚାରୀଙ୍କ ଜୀବନ
ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍ସି କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଣା ଗୁଣପୁର ବ୍ରାହ୍ମଣ ସାହିର ପିତବାସ ରାଜୁ…
ଟ୍ରେନ୍ ଧକ୍କାରେ ସଂସ୍କୃତ ଶିକ୍ଷକଙ୍କ ମୃତ୍ୟୁ, ବଢ଼ିଲା ଆତ୍ମହତ୍ୟା ସନ୍ଦେହ
ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସଦର ବ୍ଲକ୍ ଜେମାଦେଈପେଣ୍ଠସ୍ଥିତ କଳିଙ୍ଗା ଉଚ୍ଚ ବିଦ୍ୟାଳୟ ସଂସ୍କୃତ ଶିକ୍ଷକ ପଞ୍ଚାନନ ଚୌଧୁରୀ(୫୫)ଙ୍କ ସୋମବାର ଏକ ମାଲବାହୀ ଟ୍ରେନ୍ ଧକ୍କାରେ ମୃତ୍ୟୁ ହୋଇଛି । ବିଦ୍ୟାଳୟ ନିକଟସ୍ଥ ଜାଙ୍ଗିଡି ଯିବା ରେଳ ଫାଟକରେ ଏକ…
ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..
ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲା ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓ ଯୋଗଦେଇଥିଲେ । ଡାହାଣୀ…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ ହେଉଥିବା ଖବର ପାଇ ଗୋ-ସୁରକ୍ଷା ସମିତିର ସଦସ୍ୟମାନେ ଚଢ଼ାଉ କରିବା ସହ ଥାନା…
Archives


