ରାୟଗଡା

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବଡ଼…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ କୂଳରେ ଏବେ ଦେଖିବାକୁ ମିଳିଛି ଅପରୂପ ଶୋଭା। ନଦୀ ତୁଠରେ ଧାଡ଼ି ଧାଡ଼ି…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧ ଜଣ ଯକ୍ଷ୍ମା ରୋଗୀଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ କରାଯାଇଛି। ମହାନଦୀ କୋଲଫିଲ୍ଡସ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଓଡ୍ରାଫ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ଆଉ ଏକ ଓଡ୍ରାଫ…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ଏ ନେଇ ପ୍ରଶ୍ନ କରିଛନ୍ତି।…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଫାଉଣ୍ଡେସନ ଦିବସ ଅବସରରେ ଆୟୋଜିତ ବିଦ୍ୟାଳୟସ୍ତରୀୟ ବକ୍ତୃତା…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ ଯାଉଛି। ଗ୍ରାମକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ ନିମନ୍ତେ ଶନିବାର ଗୁଡ଼ାରି ବିଡ଼ିଓ…

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା ନଦୀ ତଟରେ ମୃର୍ତ୍ତିକା ପୂଜା ଓ ଗଙ୍ଗା ପୂଜା ପରେ ସ୍ଥାନୀୟ ଭଣ୍ଡାରଘରଣୀ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି। କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମର ଶଙ୍କର ମାଝୀଙ୍କ ୧୬ ବର୍ଷୀୟା ଝିଅ ପଦ୍ମାବତୀ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି। ​ସୂଚନା ଅନୁଯାୟୀ, ଆଜି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ ଏବଂ ବସ୍‌ଷ୍ଟାଣ୍ଡ ଯାଇ ସେଠାରେ ସ୍ଥିତି ସମୀକ୍ଷା କରିଥିଲେ। ଏସବୁ ସ୍ଥାନରେ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?