ରାୟଗଡା

ନୋ ପାର୍କିଂ ଜୋନ୍‌ରେ ଗାଡ଼ି ପାର୍କିଂ

ରାୟଗଡ଼ା,୨୩।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଳିକନ୍ଦିଠାରୁ ଆରମ୍ଭକରି ଜାତୀୟ ରାଜପଥର ଅର୍ଦ୍ଧାଧିକ ରାସ୍ତା ବ୍ୟବସାୟୀଙ୍କ କବ୍‌ଜାରେ ରହିଛି। ଏଭଳିକି ଜାତୀୟ ରାଜପଥରେ ନୋ ପାର୍କିଂ ବୋର୍ଡ…

7 months ago

ସଚେତନତା ଅଭାବରୁ ସରକାରୀ ଯୋଜନାର ଲାଭ ପାଉନାହାନ୍ତି ଚାଷୀ

ରାୟଗଡ଼ା,୨୨।୯(ଭାଗ୍ୟଶ୍ରୀ ମିଶ୍ର): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ କାଳିଆ ଯୋଜନା ସହାୟତା ଦେଇ ଭେଟି ଦେଇଛନ୍ତି। ଓଡ଼ିଶା ଦିବସରେ ଗୋଟିଏ…

7 months ago

ରାୟଗଡ଼ାରେ ବଢ଼ୁଛି ଲୁଟ୍‌, ଚୋରି: ପୋଲିସ ନିଷ୍କ୍ରିୟ

ରାୟଗଡ଼ା,୨୨ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଲୁଟେରାମାନେ ସୁଯୋଗ ଉଣ୍ଡି ବସିଛନ୍ତି। ବ୍ୟାଙ୍କରୁ କିଏ ଟଙ୍କା ଉଠାଇ…

7 months ago

ବାହ୍ୟ ଜଗତରୁ ବିଚ୍ଛିନ୍ନ ଗୁଞ୍ଜରାମପଞ୍ଜରା ଗାଁ, ୩ ଜିଲାକୁ ଯାତାୟତ ବନ୍ଦ

ରାୟଗଡ଼ା, ୨୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନ ଶୁଣିଲାନି କି କୌଣସି ପଦକ୍ଷେପ ନେଲା ନାହିଁ। ଶେଷରେ ନିଜ ପାଖରେ ଥିବା ଟଙ୍କା ଓ ସ୍ତ୍ରୀଙ୍କ ସୁନାଗହଣା ବିକ୍ରି…

7 months ago

ତିଆରି ଚାଲିଛି ଦକ୍ଷିଣ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ରେଳକୋଚ୍‌ ରେଷ୍ଟୁରାଣ୍ଟ, ଦେଖିବାକୁ ମିଳିବ ଡଙ୍ଗରିଆଙ୍କ କଳାକୃତି

ରାୟଗଡ଼ା,୨୧।୯ (ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ାରେ ନୂତନ ରେଳ ଡିଭିଜନ କାର୍ଯ୍ୟ ଆରମ୍ଭ ହେବା ପରଠୁ ରାୟଗଡ଼ା ରେଳ ଷ୍ଟେଶନ ଉନ୍ନତୀକରଣ କାର୍ଯ୍ୟ ହାତକୁ ନିଆଯାଇଛି। କିଛି ମାସ…

7 months ago

ଗଣେଶ ମୂର୍ତ୍ତି ବସର୍ଜନ କରିବାକୁ ଯାଇ ନଦୀସ୍ରୋତରେ ଭାସିଗଲେ ଯୁୁବକ

ରାୟଗଡ଼ା,୨୦ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଧୁମାଗୁଡ଼ା ଗାଁ ନିକଟ ନାଗାବଳୀ ନଦୀରେ ବୁଧବାର ଏକ ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଜଣେ…

7 months ago

୧୮୨୮ ସ୍କୁଲରୁ ୩୭୯ରେ ଦିଆଯାଉଛି ମଧ୍ୟାହ୍ନଭୋଜନ

ରାୟଗଡ଼ା,୧୭।୯ (ଆଶିଷ ରଞ୍ଜନ ପଣ୍ଡା) ୩ ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଛନ୍ତି ସାରା ରାଜ୍ୟର ଶିକ୍ଷୟିତ୍ରୀ ଶିକ୍ଷକମାନେ। ଫଳରେ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ପ୍ରଦାନରେ ବ୍ୟାଘାତ…

7 months ago

ମିଳୁନି ସ୍ଲଟ୍‌, ଡାଏଲିସିସ୍‌ ପାଇଁ କିଡ୍‌ନୀ ରୋଗୀ ହଇରାଣ

ରାୟଗଡ଼ା,୧୭।୯ (ଭାଗ୍ୟଶ୍ରୀ ମିଶ୍ର )ରାୟଗଡ଼ା ଭଳି ଆଦିବାସୀ ଅଧ୍ୟୁଷିତ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲାର ବିଭିନ୍ନ ବ୍ଲକ୍‌ରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ଲୋକେ ଡାଏଲିସିସ୍‌ ପାଇଁ…

7 months ago

ଜିଲାରେ ଖାଲି ପଡ଼ିଛି ୧୫୦ ଡାକ୍ତର ପଦବୀ

ରାୟଗଡ଼ା,୧୪।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଚିକିତ୍ସା ସେବାକୁ ଉନ୍ନତମାନର ଓ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି।…

8 months ago

ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା

ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ…

8 months ago