ରାୟଗଡା

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ…

6 years ago

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ…

6 years ago

ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ

ପଟ୍ଟାଙ୍ଗି,୧୮ା୭(ଡି.ଏନ୍‌.ଏ.): ଖରା ଛୁଟି ପରେ ଜୁନ୍‌ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍‌ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ…

6 years ago

କୋରାପୁଟ ଜିଲାରେ ୨୬୧.୫ ମି.ମି. ବର୍ଷା ରେକର୍ଡ

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୨୬୧.୫ ମି.ମି. ବର୍ଷା ହୋଇଥିବାବେଳେ ଦଶମନ୍ତପୁର ବ୍ଲକରେ ସର୍ବାଧିକ ୫୦ମି.ମି. ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା…

6 years ago

ପିକ୍‌ଅପ୍‌-କାର ମୁହାଁମୁହିଁ : ପୁଅ ମୃତ, ମାଆ ଗୁରୁତର

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ସହର ଉପକଣ୍ଠ ବାଗ୍ରାଛକଠାରେ ପିକ୍‌ଅପ୍‌ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପୁଅର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ହୋଇଛନ୍ତି। ମିଳିଥିବା…

6 years ago

ଇନ୍‌ଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲା ଅନ୍ତର୍ଗତ ଚିନ୍ତାପାଲ୍ଲୀ ମଣ୍ଡଳର ଭୀରାଭରମ ଗ୍ରାମର ୨ ଜଣଙ୍କୁ ମାଓବାଦୀମାନେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରିଛନ୍ତି। ଅନ୍ୟ…

6 years ago

ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ

ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ କରୁଥିବା…

6 years ago

ଓଡ଼ିଆ ସିନେମା ‘ସେଲଫିସ୍‌ ଦିଲ୍‌’ରେ ନାୟକ ସାଜିଛନ୍ତି ରାୟଗଡ଼ାର ଶ୍ରେୟାନ: ମୁନିଗୁଡ଼ାରେ ରୋଡ୍‌ ଶୋ’ କରି କଲେ ପ୍ରମୋଶନ

ମୁନିଗୁଡ଼ା,୧୭।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାରେ ଓଡ଼ିଆ ସିନେମା ‘ସେଲ୍‌ଫିସ ଦିଲ୍‌’ର ପ୍ରମୋଶନ ବୁଧବାର କରାଯାଇଛି। ଫିଲ୍ମର ନାୟକ ଶ୍ରେୟାନ ଏବଂ ନାୟିକା ସୂର୍ଯ୍ୟମୟୀ ରୋଡ୍‌ ଶୋ’ କରି…

6 years ago

ପୋଲିସ୍‌ ଏନ୍‌କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ

ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି।…

6 years ago

ପାରିବାରିକ ଅଶାନ୍ତି: ସ୍ତ୍ରୀକୁ ଠେଙ୍ଗାରେ ପିଟି ମାରିବା ପରେ ଟାଙ୍ଗିଦେଲେ ସ୍ବାମୀ

କୋରାପୁଟ,୧୬ା୭(ସ୍ବ.ପ୍ର.): ଦମ୍ପତିଙ୍କ ଭିତରେ ପାଟିତୁଣ୍ଡ ଚାଲେ। କିନ୍ତୁ ମଙ୍ଗଳବାର ଏହି ପାରିବାରିକ ଅଶାନ୍ତି ଉଗ୍ର ରୂପ ନେଇଥିଲା। କ୍ରୋଧରେ ଉନ୍ମତ୍ତ ସ୍ବାମୀ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ମାରିବା…

6 years ago