ରାୟଗଡା

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ…

6 years ago

ପାଇଖାନା ନିର୍ମାଣ ଅର୍ଥ ଆଣିବାକୁ ଯାଇଥିଲେ : ଦିବ୍ୟାଙ୍ଗଙ୍କୁ ଧକ୍କା ମାରିଲେ ବିଡିଓ

ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ ଗାଳିଗୁଲଜ…

6 years ago

ଦୁଇ ଆଦିବାସୀ ଗାଁ ବାସିନ୍ଦାଙ୍କ ବିପଦପୂର୍ଣ୍ଣ ଯାତ୍ରା: ତାରକୁ ଧରି ନଦୀ ପାର ହେବାକୁ ପଡ଼େ

ପାରଳାଖେମୁଣ୍ଡି, ୨୧।୬ (ସ୍ବ.ପ୍ର.)- ବର୍ଷାଦିନ ଆସିଲେ ପେକେଟ୍‌ ଓ ଲିମର୍ସିଂ ଗାଁର ଲୋକଙ୍କ ମନରେ ଡର ପଶେ। ଏହି ଦୁଇଟି ଗାଁ ମଝିରେ ରହିଛି ପାରଜୀ ନଦୀ।…

6 years ago

ଟ୍ରକକୁ ଧକ୍କା ଦେଲା କାର: ଜଣେ ମୃତ, ଗୋଟିଏ ପରିବାରର ୫ ଆହତ

ରାୟଗଡା ଅଫିସ୍‌, ୨୦।୬- ରାୟଗଡା ସହରର ସିରିଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ପରିବାରର ୫ଜଣ ଗୁରୁତର ଆହତ ହୋଇଛନ୍ତି।…

6 years ago

କସ୍ତୁରିନଗର ଛାତ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ: ତ୍ରିକୋଣୀୟ ପ୍ରେମ ଲାଗି କରାଯାଇଥିଲା ହତ୍ୟା

ରାୟଗଡା ଅଫିସ୍‌, ୨୦।୬- ଗତ ୧୬ ତାରିଖ ଘଟିଥିବା ଛାତ୍ର ମହାଦେବ ସୁରେଶ କୁମାର ହତ୍ୟା ଘଟଣା ଉପରୁ ପୋଲିସ ପରଦା ହଟାଇଛ। ଏହି ଘଟଣାରେ ୩ଜଣ…

6 years ago

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…

6 years ago

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ…

6 years ago

ଗ୍ରାମସଭାରେ ନାଲ୍‌କୋକୁ ମିଳିତ ବିରୋଧ

ପଟ୍ଟାଙ୍ଗି,୧୯ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍‌ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ…

6 years ago

ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା

ଗୁଣପୁର,୧୮ା୬(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ…

6 years ago

ଦାଦନ ଖଟିବାକୁ ଯାଉଥିବା ୮ନାବାଳକ ଷ୍ଟେଶନରୁ ଉଦ୍ଧାର

ରାୟଗଡା ଅଫିସ୍‌, ୧୮ା୬-  ଦାଦନ ଖଟିବାକୁ ଯାଉଥିବା ବେଳେ ମଙ୍ଗଳବାର ୮ଜଣ ନାବାଳକ ଉଦ୍ଧାର ହୋଇଛନ୍ତି । ଚାଇଲ୍ଡ ଲାଇନ୍‌ ସଦସ୍ୟ ଏମ୍‌.କ୍ରିଷ୍ଣାରାଓ, ଲକ୍ଷ୍ମଣ ଶବର, ରଣଜିତ…

6 years ago