ରାୟଗଡା

ଡାବୁଗାଁରେ ବିଜେଡିର ମନୋହର ରନ୍ଧାରୀ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଜୟୀ ହୋଇଛି। ବିଜେଡିର ମନୋହର ରନ୍ଧାରୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଭୁଜବଳ ମାଝିଙ୍କଠାରୁ ୭,୩୯୨ ଭୋଟରେ ଜିତିଛନ୍ତି।ମନୋହର ରନ୍ଧାରୀଙ୍କୁ…

7 years ago

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ…

7 years ago

ଉମରକୋଟରେ ଭାଜପାର ନିତ୍ୟାନନ୍ଦ ଗଣ୍ଡ ବିଜୟୀ

ନବରଙ୍ଗପୁର, ୨୩।୫(ବି.ପ୍ର.)-ଉମରକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବିଜୟୀ ହୋଇଛି। ଭାଜପାର ନିତ୍ୟନନ୍ଦ ଗଣ୍ଡ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ସୁବାସ ଗଣ୍ଡଙ୍କୁ ୯,୭୬୩ ଭୋଟରେ ହରାଇଛନ୍ତି। ଗଣତିରେ…

7 years ago

ବିଧାନସଭା ନିର୍ବାଚନ ଫଳ: ପ୍ରଥମ ବିଜୟୀ ହେଲେ ନବରଙ୍ଗପୁରର ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର…

7 years ago

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ…

7 years ago

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି…

7 years ago

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ ରାଉଣ୍ଡରେ…

7 years ago

କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି। ଦ୍ୱିତୀୟ…

7 years ago

ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର…

7 years ago

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌ ପାଇଥିବା…

7 years ago