ରାୟଗଡା

ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଘଟଣା

ଜେକେପୁର, ୨୨।୫(ଡି.ଏନ୍‌.ଏ.)- ଜେକେପୁର ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଘଟଣାକୁ ଇତିମଧ୍ୟରେ ୨ମାସ ବିତି ଯାଇଥିଲେ ମଧ୍ୟ ପୋଲିସ ହାତ ଏବେବି ଖାଲି। ଭୁବନେଶ୍ୱରର ସାଇବର କ୍ରାଇମ୍‌ ପୋଲିସଠାରୁ…

7 years ago

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର…

7 years ago

୨ ପୃଷ୍ଠାର ଚିଠି ଜାରି କଲା ଆନ୍ଦ୍ର-ଓଡିଶା ସ୍ପେଶାଲ ଜୋନାଲ କମିଟି

ଚିତ୍ରକୋଣ୍ଡା,୨୧ା୫(ଡି.ଏନ.ଏ.)-  ମଙ୍ଗଳବାର ମାଓବାଦୀମାନେ ତେଲୁଗୁ ଭାଷାରେ ୨ ପୃଷ୍ଠାର ଚିଠି ଜାରି କରିଛନ୍ତି। ଏଥିରେ ସେମାନେ ପାଡୁଆ ଏନକାଉଣ୍ଟରକୁ ତୀବ୍ର ନିନ୍ଦା କରିଛନ୍ତି। ଆନ୍ଦ୍ର-ଓଡିଶା ବୋର୍ଡର ସ୍ପେଶାଲ…

7 years ago

ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌…

7 years ago

ପ୍ରକୃତିର ନୈସ୍ବର୍ଗ ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୧।୫(ଡି.ଏନ.ଏ.)- ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାୟଗଡ ବ୍ଲକ ଅନ୍ତର୍ଗତ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟଭରା…

7 years ago

ଶହୀଦ ଦିବସ ଉପଲକ୍ଷେ ବିଏସ୍‌ଏଫ୍‌ ପକ୍ଷରୁ ପାନୀୟ ଜଳ ବଣ୍ଟନ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାର ଏମ୍‌ଭି-୩ସ୍ଥିତ ବିଏସ୍‌ଏଫ୍‌ର ୧୬୦ ବାଟାଲିୟନ ପକ୍ଷରୁ ସୋମବାର ୫ମ ଗୁରୁ ଶହୀଦ ଅର୍ଜୁନ ଦେବ ସାହାବଙ୍କ ଶହୀଦ ଦିବସ ପାଳିତ…

7 years ago

ପୋଲ ତଳୁ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ମୁନିଗୁଡ଼ା,୨୦ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କୁଟ୍ରାଗଡ଼ ବଂଶଧାରା ନଦୀ ପୋଲ ତଳୁ ସୋମବାର ସକାଳେ ଏକ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

7 years ago

ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’

ବୈପାରୀଗୁଡ଼ା,୨୦ା୫(ଡି.ଏନ୍‌.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍‌ବିସିସି ସଂସ୍ଥା ଏହାକୁ ନିର୍ମାଣ…

7 years ago

ପାହାଡ଼ରୁ ମିଳିଲା ନିଖୋଜ ବୃଦ୍ଧଙ୍କ ମୃତଦେହ

ଜୟପୁର,୧୯।୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହର ଉପକଣ୍ଠ ହାତୀବାରିଗୁଡ଼ା ସଂରକ୍ଷିତ ଜଙ୍ଗଲସ୍ଥିତ ପାହାଡ଼ରୁ ରବିବାର ପୂର୍ବାହ୍ନରେ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ସ୍ଥାନୀୟ…

7 years ago

ବିଷାକ୍ତ ଛତୁଖାଇ ୮ ଅସୁସ୍ଥ

ରାୟଗଡା ଅଫିସ୍‌, ୧୯।୫- ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଗୋଡିବାଲିଠାରେ ବିଷାକ୍ତ ଛତୁଖାଇ ୮ଜଣ ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ପ୍ରଥମେ ମାଣ୍ଡିବିଶି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…

7 years ago