କୁନ୍ଦୁରା,୩ା୬(ଡି.ଏନ୍.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକଠାରେ ରବି ଋତୁର ଧାନ ମଣ୍ଡି ହେବାକୁ ଥିବାବେଳେ ଅଚାନକ ବର୍ଷା ହେବା ଯୋଗୁ ଡଙ୍ଗରପାଉଁଶୀ ଅସ୍ଥାୟୀ ଧାନମଣ୍ଡିରେ ଗଦା କରାଯାଇଥିବା…
ଜୟପୁର,୩ା୬(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁରର ଚୋତ୍ରୀପୁଟ ନିକଟରେ ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହେବାରୁ ହୀରାଖଣ୍ଡ-ରାଉରକେଲା ଟ୍ରେନ୍ ଛତିଶଗଡ଼ର ଜଗଦଲପୁର ପରିବର୍ତ୍ତେ କୋରାପୁଟରେ ଅଟକିଛି। ସେହିପରି କିରୋଣ୍ଡଳରୁ…
ମାଲକାନଗିରି,୩ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ ସିଲେରୁ ନଦୀରେ ଡଙ୍ଗାବୁଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନିଖୋଜ ଅଛନ୍ତି। ଡଙ୍ଗାଟି ପାଙ୍ଗମପଡୁ…
ଖଇରପୁଟ/ଗୋବିନ୍ଦପାଲ୍ଲି, ୨ା୬ (ଡି.ଏନ୍.ଏ.): ଚଢେଇ ରୂପରେ ଆସିଥିଲା ମୃତ୍ୟୁଦୂତ। ସେଇ ଚଢେଇ ଧରିବା ପାଇଁ ତା ପଛରେ ଗୋଡାଇ ଥିଲେ ୭ବର୍ଷର ବଣ୍ଡା ବାଳକ। ଚଢେଇ ଯାଇ…
ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ…
ଝରିଗାଁ, ୨।୬(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚଚା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସାପ କାମୁଡ଼ାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…
କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ…
ନବରଙ୍ଗପୁର,୧।୬(ବି.ପ୍ର.)- ନବରଙ୍ଗପୁର ଜିଲା ଉପକଣ୍ଠ ଚାଉଁରିଆଗାଡା ନିକଟରୁ ଇନ୍ଦ୍ରାବତୀ ପୋଲ ପର୍ଯ୍ୟନ୍ତ ୨୬ ନମ୍ବର ଜାତୀୟ ରାଜପଥ କଡରେ ଲଗାଯାଇଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଦିନରେ ଜଳୁଛି…
ଚନ୍ଦାହାଣ୍ଡି, ୩୧।୫ (ଡି.ଏନ୍.ଏ.) ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦେଓବନ୍ଧସ୍ଥିତ କେନ୍ଦୁପତ୍ର ଗୋଦାମକୁ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ନିଅଁା ଲଗାଇ ଦେଇଥିବା କେନ୍ଦୁପତ୍ର ବିଭାଗ…
ମାଲକାନଗିରି,୩୧।୫(ଡି.ଏନ୍.ଏ.): ଏକତରଫା ପ୍ରେମରୁ ଜଣେ କେଉଁଭଳି ଅଦ୍ଭୁତ କାଣ୍ଡ ଘଟାଇପାରେ, ତାହାର ଏକ ନମୁନା ହେଉଛନ୍ତି କୁମାର ପାଙ୍ଗୀ ନାମକ ଜଣେ ଯୁବକ। ଏକତରଫା ପ୍ରେମରୁ ଜଣେ…