ରାୟଗଡା

ଥମୁନି କାଶୀପୁର ଶିଶୁ ମୃତ୍ୟୁ, ଆଉ ଜଣେ ପୀଡ଼ିତା ଆଖି ବୁଜିଲେ

ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ…

1 year ago

ଦୁଇ ବାଇକ୍‌କୁ ପଛପଟୁ ପିଟିଲା ଟ୍ୟାଙ୍କର: ୨ ମୃତ, ଜଣେ ଗୁରୁତର

ରାୟଗଡ଼ା/ବିଷମକଟକ,୧୨ା୬(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା): ଦୁଇଟି ବାଇକ୍‌କୁ ପଛପଟୁ ଟ୍ୟାଙ୍କର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ…

1 year ago

ଚା’ ଖଟିରେ ଚାଲିଛି ଭାଜପା ମନ୍ତ୍ରୀମଣ୍ଡଳ ଆଲୋଚନା: କାହାକୁ ମିଳିବ ମନ୍ତ୍ରୀ ପଦ

ରାୟଗଡ଼ା,୧୨।୬(ଆଶିଷ ରଞ୍ଜନ ପଣ୍ଡା)- ଚା’ ଖଟିରେ ଚାଲିଛି ରାଜନୈତିକ ଚର୍ଚ୍ଚା। ଭାଜପା ସଂଖ୍ୟା ଗରିଷ୍ଠତା ହାସଲ ପରେ ପ୍ରଥମେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଚର୍ଚ୍ଚା ଚାଲିଥିଲା।…

1 year ago

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ହତ୍ୟା କଲେ ପ୍ରେମିକ

ବିଷମକଟକ, ୧୧।୬(ପ୍ରସନ୍ନ କୁମାର ପଣ୍ଡା): ପ୍ରେମ ସମ୍ପର୍କକୁ ନେଇ ଯୁବତୀଙ୍କୁ ଘରୁଡାକି ନେଇ ହତ୍ୟା। ହତ୍ୟାକରି ଗୁଣୁପୁର ଥାନାରେ ଆତ୍ମ ସମର୍ପଣ କଲେ ଅଭିଯୁକ୍ତ। କାଲି ଅପରାହ୍ନ…

1 year ago

ଝାଡ଼ାବାନ୍ତିରେ ଜଣେ ମୃତ,୩ ଡାକ୍ତରଖାନାରେ ଭର୍ତ୍ତି

ବିଷମକଟକ,୧୦ା୬(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗ୍ରାମରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ମେଡିକାଲରେ…

1 year ago

୨୦୧୯ରେ ସ୍ବାଧୀନ, ଏଥର କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟରଙ୍କ ସମର୍ଥନ

ରାୟଗଡ଼ା,୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ସାଧାରଣ ନିର୍ବାଚନରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଥିବାରୁ ପ୍ରଥମ ଥର ପାଇଁ ଓଡ଼ିଶାରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ତେବେ କୋରାପୁଟ…

1 year ago

ପ୍ରାର୍ଥୀ ଚୟନରେ ବଦଳିଗଲା ବିଜେଡି ଅଙ୍କ

ରାୟଗଡ଼ା, ୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡିକୁ ପ୍ରତ୍ୟାଖ୍ୟାନ କରି ଓଡ଼ିଶାବାସୀ ଭାଜପାକୁ ସମର୍ଥନ…

1 year ago

ମାମୁ ଘରକୁ ଆସି ଜଳ ପ୍ରପାତରେ ବୁଡି ଯୁବକ ମୃତ: ୬ ଘଣ୍ଟା ଖୋଜାଖୋଜି ପରେ ମୃତ ଦେହ ଉଦ୍ଧାର

ବିଷମ କଟକ ୬।୭(ପ୍ରସନ୍ନ କୁମାର ପଣ୍ଡା): ଜଳ ପ୍ରପାତରେ ଅଘଟଣ । ପାଣିରେ ବୁଡି ଜଣେ ଯୁବକ ମୃତ। ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ରାୟଗଡା…

1 year ago

ଓଡ଼ିଶାରୁ ପୁଣି ଏକମାତ୍ର ଭରସା ସପ୍ତଗିରି

ରାୟଗଡ଼ା,୬।୬(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାର ୨୧ ଲୋକ ସଭା ଆସନ ମଧ୍ୟରୁ ୨୦ ଆସନରେ ଭାଜପା ବିଜୟୀ ହୋଇଛି। ରାଜ୍ୟ ରାଜନୀତିରେ ବ୍ୟାପକ ପରିବର୍ତ୍ତନ ହୋଇଥିଲେ ମଧ୍ୟ କୋରାପୁଟ…

2 years ago

୭ ଡକାୟତି ମାମଲାର ପର୍ଦ୍ଦାଫାଶ: ଧରାପଡ଼ିଲେ ୩ ଅଭିଯୁକ୍ତ

ରାୟଗଡ଼ା,୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ପୋଲିସ ୭ଟି ଡକାୟତି ମାମଲାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିବା ସହିତ…

2 years ago