ରାୟଗଡା

ଥାନା ପରିସରରେ ନଷ୍ଟ ହେଉଛି ଜବତ ଗାଡ଼ି

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ଅପରାଧ ଘଟାଇବା ପାଇଁ ଅପରାଧୀ ବିଭିନ୍ନ ପ୍ରକାର ଗାଡ଼ି ବ୍ୟବହାର କରୁଛନ୍ତି। ଚୋରି, ଡକାୟତି, ଗଞ୍ଜେଇ ଚାଲାଣ ଆଦି ବିଭିନ୍ନ ଆପରାଧିକ ମାମଲାରେ…

2 years ago

ରାୟଗଡ଼ା ଜିଲା: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଯୋଜନା ବାଟବଣା

ରାୟଗଡ଼ା,୧୦।୯ (ଆଶିଷ ରଞ୍ଜନ ପଣ୍ଡା)ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାର ଗ୍ରାମାଞ୍ଚଳରେ ପିଲା ଇଂଲିଶରେ ପାଠ ପଢ଼ିବେ ା ଓଡ଼ିଶା ମାଧ୍ୟମିକ ବୋର୍ଡ଼ ପରିବର୍ତ୍ତେ ସିବିଏସଇ ପାଟର୍ନରେ ପାଠ…

2 years ago

ଝିଅ ବାହାଘର ପାଇଁ ଥିବା ୬୯ ଗ୍ରାମ୍‌ ସୁନା ଅଳଙ୍କାର ଚୋରି

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରସ୍ଥିତ ଆଜାଦ ନଗର ଏକ ଘରେ କେହି ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତ କଳାକନା…

2 years ago

ଫେଲ୍‌ ମାରିଛିି ସୁନେତ୍ର ଯୋଜନା

ରାୟଗଡ଼ା,୭।୯(ଭାଗ୍ୟଶ୍ରୀ ମିଶ୍ର )ଚକ୍ଷୁ ପରୀକ୍ଷା ଓ ଆବଶ୍ୟକ ସେବା ଯୋଗାଇଦେବା ପାଇଁ ୨୦୧୯ରୁ ରାୟଗଡ଼ା ଜିଲାରେ ସୁନେତ୍ର ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ମାଧ୍ୟମରେ ସହାୟକଙ୍କ…

2 years ago

ରାସ୍ତାରେ ବସ୍‌ କାଚ ଭାଙ୍ଗିଲା ଦନ୍ତା

ରାୟଗଡ଼ା,୫ା୯(ଆଶିଷ ରଞ୍ଜନ ପଣ୍ଡା):ଓଡ଼ିଶା ଆନ୍ଧ୍ରପ୍ରଦେଶ ସୀମାନ୍ତରେ ରାୟଗଡ଼ାରୁ ପାର୍ବତୀପୁରମ୍‌କୁ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌କୁ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ଦନ୍ତାହାତୀ ଅଟକାଇ ଉପଦ୍ରବ…

2 years ago

‘କପଡ଼ାଗନ୍ଦା’ ଶାଲ୍‌, ‘ଇଡିତାଲ’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ୍‌

ବିଷମକଟକ,୩।୯(ବିଭୂତି ଭୂଷଣ ନାୟକ)ରାୟଗଡ଼ା ଜିଲା ବିଷମକଟକ ବ୍ଲକସ୍ଥିତ ନିୟମଗିରି ପାହାଡ଼ ଉପରେ ରହୁଥିବା ଜନଜାତି ଡଙ୍ଗରିଆ କନ୍ଧଙ୍କ ‘କପଡ଼ାଗନ୍ଦା’ ଶାଲ ଓ ଲାଞ୍ଜିଆ ସଉରାଙ୍କ ‘ଇଡିତାଲ’ ଚିତ୍ରକୁ…

2 years ago

ନାହିଁ ଶୀତଳଭଣ୍ଡାର, କ୍ଷତି ସହୁଛନ୍ତି ସୀତାଫଳ ଚାଷୀ

ରାୟଗଡ଼ା,୩।୯ (ଆଶିଷ ରଞ୍ଜନ ପଣ୍ଡା)ଋତୁକାଳୀନ ଉପତ୍ାଦିତ ସ୍ବାଦିଷ୍ଟ ଫଳ ମଧ୍ୟରେ ସୀତାଫଳର ବେଶ୍‌ ଚାହିଦା ରହିଛି। ଉପାନ୍ତ ରାୟଗଡ଼ା ଜିଲାରେ ଏହାର ଉପତ୍ାଦନ ଅଧିକ ହୋଇଥାଏ ା…

2 years ago

ନିୟମଗିରି ପାଦଦେଶରେ ଆଦିବାସୀଙ୍କ ମେଳି

ମୁନିଗୁଡା,୧।୯(ରାଧେଶ୍ୟାମ ଅଗ୍ରଓ୍ବାଲ): ରାୟଗଡ଼ା ପୋଲିସ ନିରୀହ ଆଦିବାସୀଙ୍କୁ ଉଠାଇନେଇ ନିର୍ଯାତନା ଦେବା ସହ ମିଥ୍ୟା ମାମଲାରେ ଛନ୍ଦି ଜେଲ ପଠାଉଥିବା ଘଟଣାକୁ ନେଇ ନିୟମଗିରି ପାଦଦେଶରେ ଥିବା…

2 years ago

ଲୋପ ପାଇବାକୁ ବସିଲାଣି ଗହ୍ମାଡ଼ିଆଁ, ଗୋମାତା ପୂଜାର୍ଚ୍ଚନା

ପଦ୍ମପୁର, ୩୧।୮ (ପ୍ରଶାନ୍ତ କୁମାର କର)ଆଧୁନିକତାର ସ୍ପର୍ଶରେ ଲୋପ ପାଇବାକୁ ବସିଲାଣି ବିଭିନ୍ନ ଲୋକ ସଂସ୍କୃତି ଓ ପରମ୍ପରା। ପୂର୍ବରୁ ରାଖୀପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଅବସରରେ ପାରମ୍ପରିକ…

2 years ago

ରାୟଗଡ଼ା: ୟୁନିୟନ ବୋର୍ଡରୁ ପୌର ପରିଷଦ

ରାୟଗଡ଼ା ପୌର ପରିଷଦ ୫୨ବର୍ଷରେ ପଦାର୍ପଣ କରିଛି। ୧୯୭୧ ଜାନୁୟାରୀ ୧୫ରେ ରାୟଗଡ଼ା ପୌର ପରିଷଦ ଭାବେ ଘୋଷଣା ହୋଇଥିଲାା ହେଲେ ଦେଶ ସ୍ବାଧୀନ ହେବା ପୂର୍ବରୁ…

2 years ago