ରାୟଗଡା

ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ

ରାୟଗଡ଼ା ଜିଲାର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ନିୟମଗିରି ପାଦଦେଶରେ ଷ୍ଟ୍ରବେରି ଚାଷ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବରୁ ଡଙ୍ଗରିଆମାନେ କଦଳୀ, ସପୁରି, ହଳଦୀ, ଅଦା,…

2 years ago

ଅହମ୍ମଦାବାଦରେ ଚମକୁଛି ରାୟଗଡ଼ାର‘ଲାଉ ତୁମ୍ବା କ୍ରାଫ୍ଟ’

ରାୟଗଡା,୨୭।୧୧(ଭାଗ୍ୟଶ୍ରୀ ମିଶ୍ର): ଗୁଜୁରାଟର ଅହମ୍ମଦାବାଦ ସାବରମତି ଆଶ୍ରମ ନିକଟରେ ସାରସ ମେଳା ନାମରେ ସର୍ବଭାରତୀୟସ୍ତରୀୟ ହସ୍ତଶିଳ୍ପ ମେଳା ଚଳିତ ନଭେମ୍ବର ୨୪ତାରିଖରୁ ଆରମ୍ଭ ହୋଇଛି। ଏଥିରେ ଦେଶର…

2 years ago

ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍‌

ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍‌ ଚାଲିବ।…

2 years ago

ଫ୍ଲାଏ ଓଭରରେ ଫସିରହୁଛି ଗାଡ଼ି

ରାୟଗଡ଼ା,୨୩।୧୧(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରରେ ରେଳଲାଇନ ସମ୍ପ୍ରସାରଣ କାମ ଯୋଗୁ ଅଣ୍ଡରପାସ୍‌ ସବ୍‌ୱେ ରାସ୍ତା ବନ୍ଦ…

2 years ago

ଏଣିକି ଓଷଧ  ପହଞ୍ଚାଇବ ଡ୍ରୋନ୍‌: ରାୟଗଡ଼ାରେ ହେଲା ଶୁଭାରମ୍ଭ 

ରାୟଗଡ଼ା,୧୮।୧୧(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଜିଲାରେ ସ୍ବାସ୍ଥ୍ୟସେବାକୁ  ଅଧିକ ଗୁରୁତ୍ୱ ଦିଆଯାଇଛି। (ୟୁଏସ୍‌ଏଆଇଡି ) ସମର୍ଥିତ ସମରିଧ  ଏବଂ ଆଇପିଇ  ଗ୍ଲୋବାଲ ଦ୍ୱାରା କାର୍ଯ୍ୟକାରୀ ସଂସ୍ଥା ରେଡଓ୍ବିଙ୍ଗ   ଭଳି…

2 years ago

ଦେବଗିରି ଆଶ୍ରମ ସନ୍ଥଙ୍କୁ ମରଣାନ୍ତକ ଆକ୍ରମଣ, କଲ୍ୟାଣସିଂହପୁର ଥାନରେ ଏତଲା

ରାୟଗଡ଼ା, ୧୬।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଦେବଗିରି ଶୈବପୀଠସ୍ଥିତ ଆଶ୍ରମରେ ରହୁଥିବା ସନ୍ନ୍ୟାସୀ ସ୍ବରୁପାନନ୍ଦ ଗିରି ଓରଫ ସରୋଜ କୁମାର ନାୟକଙ୍କୁ ମଙ୍ଗଳବାର…

2 years ago

୨ ବାଘ ଛାଲ ଜବତ କରି ଦୁଇଜଣ ଗିରଫ

ରାୟଗଡ଼ା,୮।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ତାମ୍ପରାବିଦୁଣି ଛକରୁ ଏସଟିଏଫ୍‌ ଦୁଇଟି କଲରାପତରିଆ ବାଘଛାଲ ଜବତ କରିଛନ୍ତି। ଏହା ସହ ଦୁଇଜଣଙ୍କୁ ଗିରଫ…

2 years ago

୧୪ ହାତୀ, ୬ କଲରାପତରିଆ ଗାଏବ

ଜଙ୍ଗଲ ଅବକ୍ଷୟ ସାଙ୍ଗକୁ ଶିକାରୀଙ୍କ ଦୌରାତ୍ମ୍ୟ ରାୟଗଡ଼ା ଜିଲାକୁ ଏକପ୍ରକାର ବନ୍ୟପ୍ରାଣୀଶୂନ୍ୟ କରିଦେଇଛି। ଏହି ଜଙ୍ଗଲରେ ପୂର୍ବରୁ ଥିବା ୧୪ ହାତୀ ଓ ୬ କଲରାପତରିଆ ବାଘଙ୍କୁ…

2 years ago

ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ…

2 years ago

ଷ୍ଟେଶନରେ ପଶିଲା ହାତୀ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ପାର୍ବତୀପୁରମ୍‌ ରେଳ ଷ୍ଟେଶନକୁ ଏକ ହାତୀ ବାଟବଣା ହୋଇ ପଶିଆସି ଦୀର୍ଘ ସମୟ ଧରି ବୁଲିଥିଲା। ରବିବାର…

2 years ago