ରାୟଗଡା

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୮ ଅସୁସ୍ଥ

ଟିକିରି,୨୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ପାଇକ ସୁପେଲ ଗ୍ରାମର ଗୋଟିଏ ପରିବାରର ୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନେ ବିଷାକ୍ତ ଛତୁ ଖାଇ ଅସୁସ୍ଥ ହୋଇଥିବା…

2 years ago

ଛେଳି ପାଇଁ ଡାଳ ସଂଗ୍ରହ କରୁଥିଲେ, ଚାଲିଗଲା ଜୀବନ

ଟିକିରି,୨୮ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅଧୀନ ସୋରିଷପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

2 years ago

୫ ଦିନ ହେଲା ମାଣ୍ଡିବିଶି ୟୁପି ସ୍କୁଲରେ ଝୁଲୁଛି ତାଲା

ଟିକିରି,୨୬।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ୟୁପି ସ୍କୁଲ ଫାଟକରେ ୫ ଦିନ ହେଲା ତାଲା ଝୁଲୁଛି। ଶିକ୍ଷକ ଅଭାବ ପ୍ରତିବାଦରେ ଅଭିଭାବକ ଏବଂ ଗ୍ରାମବାସୀ ମଙ୍ଗଳବାରଠାରୁ…

2 years ago

ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

2 years ago

୩ମାସ ହେବ ଭତ୍ତା ପାଇନାହାନ୍ତି ଇନ୍ତାଲିଗୁଡ଼ାବାସୀ

ରାୟଗଡ଼ା ଅଫିସ, ୨୩ା୬: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ଇନ୍ତାଲିଗୁଡ଼ା ଗ୍ରାମବାସୀ ୩ମାସ ହେଲା ଭତ୍ତା ପାଇ ନ ଥିବା ଅଭିଯୋଗ କରିଛନ୍ତି। ପ୍ରତ୍ୟେକ ମାସରେ…

2 years ago

ରାୟଗଡ଼ାରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ରାୟଗଡ଼ା ଅଫିସ,୨୩ା୬:  ରାୟଗଡ଼ାର ନୂତନ ଜିଲାପାଳ ରୂପେ ସ୍ବଧା ଦେବସିଂହ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ସରୋଜ କୁମାର ମିଶ୍ରଙ୍କଠାରୁ ସେ କାର୍ଯ୍ୟଭାର ଗ୍ରହଣ…

2 years ago

ବଜ୍ରପାତରେ ୩ ଗୋରୁ ମୃତ

ଚନ୍ଦ୍ରପୁର,୨୦ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ପୁକେରା ଗ୍ରାମରେ ସୋମବାର ବଜ୍ରପାତରେ ୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଗାଁର ପେଦାର ଗୁଲୁଡୁକା, ସୁନାଧର ଗୁଲୁଡୁକା,…

2 years ago

ଡ୍ରାଇଭରମାନେ ବଞ୍ଚାଇଲେ ପୋଲିସ ଅଧିକାରୀଙ୍କ ଜୀବନ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଧୀରେ ଧୀରେ ଲୋକଙ୍କ ମଧ୍ୟରେ ମାନବିକତା ମରିଯାଉଛି। ତେବେ କେତେକଙ୍କ ମଧ୍ୟରେ ମଣିଷପଣିଆ ଏବେ ମଧ୍ୟ ବଞ୍ଚିରହିଛି। ରାୟଗଡ଼ା ଜିଲା ପଦ୍ମପୁର ଅଞ୍ଚଳରେ ଶନିବାର ରାତିରେ ଏଭଳି…

2 years ago

ରାୟଗଡ଼ା ପୌରାଞ୍ଚଳରେ ଡ୍ରେନେଜ୍‌ ବ୍ୟବସ୍ଥାରେ ସୁଧାର ଆସୁନାହିଁ

ରାୟଗଡ଼ା ଅଫିସ,୨୦।୬: ରାୟଗଡ଼ା ସହରକୁ ସ୍ବଚ୍ଛ ଏବଂ ସୁନ୍ଦର କରିବାକୁ ପୌର ପରିଷଦ ଜରିଆରେ ଅର୍ଥ ଖର୍ଚ୍ଚ ହେଉଛି। ତଥାପି ଡ୍ରେନେଜ୍‌ ବ୍ୟବସ୍ଥାରେ ସୁଧାର ଆସିପାରୁନାହିଁ। ସାମାନ୍ୟ ବର୍ଷା…

2 years ago

ସିଲାବସ୍‌ ସରିନାହିଁ, ୨୨ ରେ କେମିତି ପରୀକ୍ଷା ଦେବୁ

ରାୟଗଡ଼ା ଅଫିସ,୧୯ ।୬: ଫାଇନାଲ ସେମିଷ୍ଟର ପରୀକ୍ଷା ଜୁନ୍‌ ୨୨ରେ ହେବ ବୋଲି ସୂଚନା ଦିଆଯାଇଛି। ମାତ୍ର ୫୦ ପ୍ରତିଶତ ସିଲାବସ୍‌ ଏ ପର୍ଯ୍ୟନ୍ତ ସରିଛି। ତେଣୁ ପାଠ…

2 years ago