ରାୟଗଡା

ଗଛକୁ ପିଟିଲା ବାଇକ୍‌: ଜଣେ ମୃତ, ୨ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶୀପୁର ଥାନା ଅଧିନ ନଳାଚୂଆଁ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ…

2 years ago

ବଜ୍ରପାତରେ ଜଣେ ମୃତ, ୩ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ମଙ୍କଡ଼ଝୋଲା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘଟଣାରେ ଉକ୍ତ ଗ୍ରାମର ଗୋଟିଏ…

2 years ago

ଚୋର, ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି ରାୟଗଡ଼ା ଜିଲା

ରାୟଗଡ଼ା ଅଫିସ,୧୩।୬: ଶାନ୍ତ, ସରଳ ଲୋକଙ୍କ ଜିଲା ରୂପେ ପରିଚିତ ରାୟଗଡ଼ାରେ ଏବେ ଅପରାଧ ବୃଦ୍ଧି ପାଉଛି। ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ବିଶେଷକରି ବନ୍ଦ ଘର, ଦୋକାନ,…

2 years ago

୧୦୮ ଆମ୍ବୁଲାନ୍ସର ଅପବ୍ୟବହାର କରୁଛନ୍ତି ଲୋକେ

ପଦ୍ମପୁର,୧୩।୬ (ଡି.ଏନ୍‌.ଏ.): ଦୁର୍ଘଟଣା କିମ୍ବା କୌଣସି ରୋଗରେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜୀବନ ରକ୍ଷା କରିବା ଉଦ୍ଦେଶ୍ୟରେ ସରକାର ୧୦୮ ଆମ୍ବୁଲାନ୍ସ ସେବା…

2 years ago

ଏଟିଏମ୍‌ରୁ ୫୫ ହଜାର ଟଙ୍କା, କାର୍ଡ ଚୋରି

ଗୁଣପୁର,୧୩ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ସହର ବିକ୍ରମପୁର ସ୍ଥିତ ଏସ୍‌ବିଆଇର ଏକ ଏଟିଏମ୍‌ରୁ ଜଣେ ବ୍ୟକ୍ତିଙ୍କ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରି ସମୟର ଦୃଶ୍ୟ…

2 years ago

ବିଷମକଟକରେ ପ୍ରଥମ ଥର ବାୟୋଫ୍ଲକ୍‌ ମାଛଚାଷ

ବିଷମକଟକ,୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ବାୟୋଫ୍ଲକ୍‌ ମାଛଚାଷ। ଏଥିରେ ପୋଖରୀ ବଦଳରେ ବିରାଟ ପାଣି ଟ୍ୟାଙ୍କ ମାଧ୍ୟମରେ ନୂତନ ପ୍ରଣାଳୀରେ…

2 years ago

ଗ୍ରାମାଞ୍ଚଳରେ ଅବାଧ ଅଶ୍ଳୀଳ ନୃତ୍ୟ

ଗୁଣପୁର,୮।୬(ଡି.ଏନ୍‌.ଏ.): ଅଶ୍ଲୀଳ ରେକର୍ଡ ଡ୍ୟାନ୍ସ ଉପରେ ଲଗାମ ଲାଗି ପାରୁନାହିଁ । ଯାତ୍ରା ନାମରେ ଚାଲିଛି ଅଙ୍ଗ ପ୍ରଦର୍ଶନ। ରାୟଗଡା ଜିଲା ଗୁଣପୁର ଏବଂ ରାମନାଗୁଡାର ବିଭିନ୍ନ…

2 years ago

ଲଣ୍ଡା ଡଙ୍ଗରକୁ ସବୁଜ ଜଙ୍ଗଲରେ ପରିଣତ କଲେ ବୁଟି

ଟିକିରି,୫।୬(ଡି.ଏନ୍‌.ଏ.): ପ୍ରାକୃତିକ ଜଙ୍ଗଲ ନଷ୍ଟ କରି କଂକ୍ରିଟ ଜଙ୍ଗଲ ସୃଷ୍ଟି କରିବାରେ ସମସ୍ତେ ବ୍ୟସ୍ତ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବା ସହ ବନ୍ୟଜନ୍ତୁଙ୍କ ଜୀବନ ବିପଦରେ ପଡ଼ିଛି।…

2 years ago

ଭତ୍ତା ଟଙ୍କା ପାଇଁ ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ

ବିଷମକଟକ,୫।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପୁଣି ଭତ୍ତାକୁ ନେଇ ବିବାଦ। କେନ୍ଦ୍ର ସରକାରଙ୍କ ଡିଜିଟାଲ ବ୍ୟବସ୍ଥା ଗରିବ ଲୋକଙ୍କ ପାଇଁ ସମସ୍ୟା ହୋଇଛି। ବ୍ୟାଙ୍କ ଖାତାରେ ସିଧାସଳଖ…

2 years ago

ମାସ ହେଲା ନିଖୋଜ ଥିଲେ, ମିଳିଲା ମୃତଦେହ

ଟିକିରି,୪।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଦୁଡୁକାଲ ଗ୍ରାମର ବାବୁଲା ଗୌଡ଼ ଗତ ୬ ତାରିଖରେ କୌଣସି କାରଣରୁ ଘରୁ ପଳାଇ ଯାଇଥିଲେ। ଏହାପରେ…

2 years ago