ରାୟଗଡା

ଗୁଳି, ବୋମାବର୍ଷଣର ଶବ୍ଦ ଛାତି ଥରାଇ ଦେଉଛି

ରାୟଗଡ଼ା ଅଫିସ,୯।୩: ଦିନ ରାତି ବୋମା ଓ ଗୁଳିବର୍ଷଣର ଭୟଙ୍କର ଶବ୍ଦ ମନେ ପଡ଼ିଲେ ଏବେବି ଛାତି ଥରୁଛି। ଘରକୁ ଫେରିବା ଆଶା ନ ଥିଲା। କେବଳ ଜୀବନ…

2 years ago

ୟୁକ୍ରେନ୍‌ ବର୍ଡର ପାର ହେବା ସହଜ ନ ଥିଲା

ଗୁଣପୁର,୬।୩(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ଗୁଣପୁର ସହରର ୩ ଡାକ୍ତରୀ ଛାତ୍ରୀଛାତ୍ର ୟୁକ୍ରେନ୍‌ରେ ଯୁଦ୍ଧ ଯୋଗୁ ଫସି ରହିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଶନିବାର ସୁରକ୍ଷିତଭାବେ ଘରକୁ ଫେରିଛନ୍ତି। ଗୁଣପୁର…

2 years ago

ବାରମ୍ବାର ଦାବି ପରେ ବି ଗୁଡ଼ାରିରୁ ରାଜଧାନୀକୁ ଗଡ଼ୁନି ବସ୍‌

ଗୁଡାରି,୪।୩(ଡି.ଏନ୍‌.ଏ.) - ରାୟଗଡ଼ା ଜିଲାର ଗୁଡାରି ସହର ୧୯୭୨ରେ ଏନ୍‌ଏସି ମାନ୍ୟତା ପାଇଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ଅନେକ ଶିକ୍ଷିତ ଯୁବତୀଯୁବକ ଅଛନ୍ତି। ଗୁଡ଼ାରି ଏନ୍‌ଏସି…

2 years ago

ବିକାଶ ପାଇଁ ମଝିଘରିଆଣୀଙ୍କ ନାଁରେ ଶପଥ

ରାୟଗଡ଼ା ଅଫିସ,୪ା୩: ରାୟଗଡ଼ା ମୋର ମାତୃଭୂମି। ନିଜ ମାଟି ପାଇଁ କାମ କରିପାରିଲେ ନିଜକୁ ଧନ୍ୟ ମନେ କରିବି। ମାଁ ମଝିଘରିଆଣୀଙ୍କ ନାଁରେ ଶପଥ କରି କହୁଛି,…

2 years ago

ବିଜେଡି, ଭାଜପାର ପରାଜୟକୁ ନେଇ ଚର୍ଚ୍ଚା

ଗୁଣପୁର,୨ା୩(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସରିଛି। ଏଥିରେ ଶାସକ ବିଜେଡିକୁ ଗୁଣପୁର ବ୍ଲକରେ ଧରାଶାୟୀ ହେବାକୁ ପଡ଼ିଛି। ସେହିପରି ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି।…

2 years ago

ଜିଲା ପରିଷଦ ସଭ୍ୟ ହେଲେ ପରିବା ବିକାଳି

ରାୟଗଡ଼ା ଅଫିସ, ୧ା୩:ପରିବା ବିକାଳିରୁ ହେଲେ ଜିଲା ପରିଷଦ ସଭ୍ୟ। ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ‘କ’ ଜୋନ୍‌ରୁ କଂଗ୍ରେସ ପ୍ରାର୍ଥୀ ଟାଙ୍ଗୁଡୁ ଶ୍ରୀଧର ବିଜୟୀ ହୋଇଛନ୍ତି।…

2 years ago

ଭୋଟ୍‌ ନାକଚ, ରାତି ଗଣତି ଯୋଗୁ କଂଗ୍ରେସ ହାରିଛି: ସପ୍ତଗିରି

ରାୟଗଡ଼ା ଅଫିସ,୨୮ା୨: ରାୟଗଡ଼ା ଏବଂ କୋରାପୁଟ ଜିଲାରେ ୧୭ ଆସନ ପାଇଛୁ। ଜିଲା ପରିଷଦ ଗଠନ କରିବୁ ବୋଲି ଆଶା ରଖିଥିଲୁ। ରାୟଗଡ଼ା ଜିଲାରେ ଶନିବାର ‘କ’ ଜୋନ୍‌…

2 years ago

୧,୧୭,୩୨୪ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ରାୟଗଡ଼ା ଅଫିସ,୨୮ା୨: ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନ୍ମରୁ ୫ବର୍ଷର ଶିଶୁଙ୍କ ପାଇଁ ପୋଲିଓ ବୁନ୍ଦା ପ୍ରଦାନ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଛି। ଏଥିରେ ରାୟଗଡ଼ା ଜିଲାର…

2 years ago

ଗୁଣପୁର ପୌର ନିର୍ବାଚନ: ମୋଟ୍‌ ଭୋଟର ୨୨୬୦୮, ମହିଳାଙ୍କ ସଂଖ୍ୟା ୧୧୫୩୩

ଗୁଣପୁର,୨୮ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୌରାଞ୍ଚଳ ପାଇଁ ନିର୍ବାଚନ ମାର୍ଚ୍ଚ ୨୪ରେ ହେବ। ଏଥପାଇଁ ଭୋଟର ତାଲିକା ପ୍ରକାଶ ପାଇଛି। ପୌରାଞ୍ଚଳରେ ୧୯ ୱାର୍ଡ ରହିଥିବାବେଳେ ୨୨୬୦୮…

2 years ago

ବିଜେଡି ଦଖଲରେ ପଦ୍ମପୁର ‘କ’ ଜିଲାପରିଷଦ ଜୋନ

ପଦ୍ମପୁର, ୨୭।୨(ଡି.ଏନ୍‌.ଏ.): ରାୟଗଡା ଜିଲା ପଦ୍ମପୁର ବ୍ଲକର ‘କ’ ଜୋନ୍‌ରେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଡର୍‌ଗିନ୍‌ ଶବର ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର…

2 years ago