ରାୟଗଡା

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…

4 years ago

ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

ଟିକିରି,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ସିରିପାଇ ପଞ୍ଚାୟତ ଅନ୍ତର୍ଗତ ବାହାରଦୁଲକି ଗ୍ରାମରେ ଧାରୁଆ ଅସ୍ତ୍ରରେ ବୃଦ୍ଧାଙ୍କ ତଣ୍ଟି କାଟି ସୁନାଚେନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ ହୋଇଛି।…

4 years ago

ଉପୁଡ଼ିଲା ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଗୁଣପୁର,୨୩।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବଲୀଳା ରଚିଛି। ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ସେହିପରି ଏକାଧିକ ସ୍ଥାନରେ…

4 years ago

୪ମାସରେ ୧୦୬ ଦୁର୍ଘଟଣାରେ ୪୭ ମୃତ

ରାୟଗଡ଼ା ଅଫିସ, ୨୩।୫: ରାୟଗଡ଼ା ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଜିଲାପାଳଙ୍କ କାର୍ଯ୍ୟଳୟର ଚିନ୍ତନ କକ୍ଷରେ…

4 years ago

ସବ୍‌ଷ୍ଟେଶନ ଲୋକାର୍ପିତ, ବିଦ୍ୟୁତ୍‌ ସମସ୍ୟା ସୁଧୁରିବା ଆଶା

ଗୁଣପୁର/ନବରଙ୍ଗପୁର, ୨୨।୫(ଡି.ଏନ୍‌.ଏ./ବି.ପ୍ର.): ଲୋକମାନଙ୍କୁ ବିଦ୍ୟୁତ୍‌ ସୁବିଧା ଯୋଗାଇ ଦେବାକୁ ଶନିବାର ରାୟଗଡ଼ା ଓ ନବରଙ୍ଗପୁରରେ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମୋଡ୍‌ରେ…

4 years ago

ପଞ୍ଚାୟତ ଅଫିସରେ ତାଲା ପକାଇଲେ ହିତାଧିକାରୀ

ଟିକିରି,୧୯।୫(ଡି.ଏନ୍‌.ଏ.): ଟାଇଁ ଟାଇଁ ଖରାରେ ଭତ୍ତା ଟଙ୍କା ପାଇଁ ବୟସ୍କ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଆସୁଛନ୍ତି। ହେଲେ ପଞ୍ଚାୟତ ଅଧିକାରୀ ସେମାନଙ୍କୁ ଭତ୍ତା ଦେବା ବଦଳରେ ବିଭିନ୍ନ ଆଳ…

4 years ago

ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ…

4 years ago

ଲୁଟେରାଙ୍କ ଗୁଳିମାଡ଼ରେ ଟ୍ରକ୍‌ ଚାଳକ ଗୁରୁତର

ଟିକିରି/ରାୟଗଡ଼ା ଅଫିସ, ୧୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡ଼ୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ଶନିବାର ରାତିରେ ବନ୍ଧୁକ ମୁନରେ ଜଣେ ଟ୍ରକ୍‌ ଚାଳକଙ୍କଠାରୁ ଲୁଟ୍‌ ହୋଇଛି।…

4 years ago

ଡ୍ରାଇଭରଙ୍କ ଉପରକୁ ଗୁଳି ଚଳାଇ ଲୁଟ୍‌ ଉଦ୍ୟମ

ଟିକିରି,୧୫ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ରବିବାର ଭୋର୍‌ରୁ ଲୁଟ୍‌ ଉଦ୍ୟମ ହୋଇଛି। ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନା ପାଉଡର…

4 years ago

ରାୟଗଡ଼ା ଜିଲାରେ ସ୍କୁଲକୁ ଆସୁନାହାନ୍ତି ୬୩୯୨ ଛାତ୍ରୀଛାତ୍ର

ରାୟଗଡ଼ା ଅଫିସ,୧୫।୫: କରୋନା ସ୍ଥିତିରେ ସୁଧାର ଆସିବା ପରେ ସମସ୍ତ ସ୍କୁଲ ଖୋଲିବା ସହ ପାଠପଢ଼ା ସ୍ବାଭାବିକ ହୋଇଛି। ହେଲେ ରାୟଗଡ଼ା ଜିଲାରେ ପୂର୍ବଭଳି ପିଲାମାନେ ସ୍କୁଲ ଆସୁ…

4 years ago