ରାୟଗଡା

ଟ୍ରାନ୍ସଫର୍ମରରେ ପିଟି ହୋଇ ଓଲଟି ପଡ଼ିଲା ବସ୍‌: ଦୁଇ ଗୁରୁତର

ରାୟଗଡ଼ା ଅଫିସ,୫।୩: କାଶୀପୁର ସଦର ମହକୁମାରେ ବୁଧବାର ବିଳମ୍ବିତ ରାତିରେ ହନୁମାନ ନାମକ ଏକ ବସ୍‌ ସୁଙ୍ଗେରଠାରୁ କାଶୀପୁର ଆଡ଼କୁ ଫେରୁଥିଲା। ମେଡିକାଲ ଛକ ଗଡ଼ାଣିଆରେ ବ୍ରେକ୍‌…

4 years ago

୩ ଦଫା ଦାବି ନେଇ ଜିଲା ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୪।୩: ଭାରତୀୟ ମଜଦୁର ସଂଘ ପକ୍ଷରୁ ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତୀୟ ମଜଦୁର ସଂଘର ରାଜ୍ୟ ନିଷ୍ପତ୍ତି କ୍ରମେ ଏହି…

4 years ago

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

4 years ago

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଘଟଣା ସ୍ଥଳରେ ୨ ମୃତ

ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍‌ ଧକ୍କା ଦେଇଛି। ଏଥିରେ…

4 years ago

୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ

ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା ଆଶା…

4 years ago

ଯୁବ ବିକାଶ ପରିଷଦ ପକ୍ଷରୁ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୬।୨: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ବୁଧବାର ରାୟଗଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ କରାଯାଇଛି । ରାୟଗଡ଼ାବାସୀଙ୍କ ସୁରକ୍ଷା ନିମନ୍ତେ ଦୀର୍ଘ ବର୍ଷ…

4 years ago

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ରୋଗୀଙ୍କୁ ଭାରରେ ବୋହିଲେ ପରିବାର ଲୋକେ

ରାୟଗଡା ଅଫିସ, ୨୬।୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ଶାଲି ପଞ୍ଚାୟତ ଟାମକଶିଳା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ରୋଗୀଙ୍କୁ…

4 years ago

ମହିଳାଙ୍କୁ ସ୍ବାବଲମ୍ବୀ ଲାଗି ସାପ୍ତାହିକ ହାଟ ଉଦ୍‌ଘାଟନ କଲେ ଜିଲାପାଳ

ମୁନିଗୁଡ଼ା,୨୬।୨(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ମୁନିଖୋଲ ଗ୍ରାମପଞ୍ଚାୟତର ସ୍ବାବଲମ୍ବୀ ସାପ୍ତାହିକ ହାଟ ବୁଧବାର ଉଦ୍‌ଘାଟନ ହୋଇଛି। ଅଞ୍ଚଳର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଓଏଲ୍‌ଏମ୍‌…

4 years ago

ନାଳ ନିକଟରୁ କଙ୍କାଳ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ…

4 years ago

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ…

4 years ago