ରାୟଗଡା

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ମ୍ୟାଲେରିଆ ବ୍ୟାପିବାରେ ଲାଗିଛି। ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ରାୟଗଡ଼ା ବ୍ଲକ୍‌ ଅତଡାସ୍ଥିତ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦୁଇ ମଟର…

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି। ହାତୀଟି ଗାଁ ନିକଟରେ ବୁଲୁଥିବା ଖବର ପ୍ରଚାର ହେବା ପରେ ସମଗ୍ର ଅଞ୍ଚଳରେ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର ସ୍ଥାନୀୟ ପୋଲିସ ପକ୍ଷରୁ ବ୍ୟାପକ ଗାଡ଼ି ଯାଞ୍ଚ ଅଭିଯାନ କରାଯାଇଥିଲା। ଏହି ଅଭିଯାନରେ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ ବଳାତ୍କାର ଅଭିଯୋଗରେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ ଏକ ଶିଶୁ କନ୍ୟାର ଜୀବନ ବଞ୍ଚାଇଛନ୍ତି। ସ୍ଥାନୀୟ ଚାକୁଣ୍ଡା ଗ୍ରାମରୁ ଗର୍ଭବତୀଙ୍କୁ ଆଣିବା…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ ୨୪ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେଶନ (ଟିଆଇ) ପରେଡ୍‌ କରାଯାଇଛି। ୧ମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍‌…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ସମସ୍ତଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ ପ୍ରାୟ ୩ ରୁ ୪ କିଲୋମିଟର ପର୍ଯ୍ୟନ୍ତ…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌, ରାୟଗଡ଼ା ତହସିଲ ପ୍ରଶାସନ,ପୋଲିସ ଏବଂ ମନ୍ଦିର ପରିଚାଳନା କମିଟିର ଉପସ୍ଥିତିରେ ହୁଣ୍ଡିଗୁଡ଼ିକ ଖୋଲାଯାଇଛି।…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ ଅଭିଜ୍ଞତା ପ୍ରମାଣପତ୍ର ପାଇଁ ଠିକାଦାରଙ୍କଠାରୁ ସେ ଲାଞ୍ଚ ନେଉଥିଲେ। ରାୟଗଡ଼ା କ୍ୱାର୍ଟରରୁ ଲାଞ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?