ରାୟଗଡା

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ସେ ହେଲେ ଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଲତେଗୁଡ଼ା ଗ୍ରାମର ମିଟିକା…

ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

ଟିକିରି,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ସିରିପାଇ ପଞ୍ଚାୟତ ଅନ୍ତର୍ଗତ ବାହାରଦୁଲକି ଗ୍ରାମରେ ଧାରୁଆ ଅସ୍ତ୍ରରେ ବୃଦ୍ଧାଙ୍କ ତଣ୍ଟି କାଟି ସୁନାଚେନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ ହୋଇଛି। କାଶୀପୁର ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି ଲୁଟ୍‌ ହୋଇଥିବା ଚେନ୍‌ ଏବଂ…

ଉପୁଡ଼ିଲା ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଗୁଣପୁର,୨୩।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବଲୀଳା ରଚିଛି। ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ସେହିପରି ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡ଼ିଯିବାରୁ ଅପରାହ୍ନ ୩ ଟାରୁ ବିଦ୍ୟୁତ୍‌ ସରବରାହ ବନ୍ଦ…

୪ମାସରେ ୧୦୬ ଦୁର୍ଘଟଣାରେ ୪୭ ମୃତ

ରାୟଗଡ଼ା ଅଫିସ, ୨୩।୫: ରାୟଗଡ଼ା ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଜିଲାପାଳଙ୍କ କାର୍ଯ୍ୟଳୟର ଚିନ୍ତନ କକ୍ଷରେ ଅନୁଷ୍ଠିତ ବୈଠକରେ ଏସ୍‌ପି ବିବେକାନନ୍ଦ ଶର୍ମା, ସିଡିଏମ୍‌ଓ ଡ଼ାକ୍ତର ଲାଲମୋହନ ରାଉତରାୟ ଉପସ୍ଥିତ…

ସବ୍‌ଷ୍ଟେଶନ ଲୋକାର୍ପିତ, ବିଦ୍ୟୁତ୍‌ ସମସ୍ୟା ସୁଧୁରିବା ଆଶା

ଗୁଣପୁର/ନବରଙ୍ଗପୁର, ୨୨।୫(ଡି.ଏନ୍‌.ଏ./ବି.ପ୍ର.): ଲୋକମାନଙ୍କୁ ବିଦ୍ୟୁତ୍‌ ସୁବିଧା ଯୋଗାଇ ଦେବାକୁ ଶନିବାର ରାୟଗଡ଼ା ଓ ନବରଙ୍ଗପୁରରେ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନ କରିଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଓକିଲଗୁଡ଼ାରେ ୮୨ କୋଟି ଟଙ୍କା…

ପଞ୍ଚାୟତ ଅଫିସରେ ତାଲା ପକାଇଲେ ହିତାଧିକାରୀ

ଟିକିରି,୧୯।୫(ଡି.ଏନ୍‌.ଏ.): ଟାଇଁ ଟାଇଁ ଖରାରେ ଭତ୍ତା ଟଙ୍କା ପାଇଁ ବୟସ୍କ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଆସୁଛନ୍ତି। ହେଲେ ପଞ୍ଚାୟତ ଅଧିକାରୀ ସେମାନଙ୍କୁ ଭତ୍ତା ଦେବା ବଦଳରେ ବିଭିନ୍ନ ଆଳ ଦେଖାଇ ହଇରାଣ କରୁଛନ୍ତି। ରାୟଗଡ଼ା ଜିଲା କାଶୀପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରୁ…

ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ ନେଇ ବାଲି ଠିକାଦାର ତଥା ବ୍ୟବସାୟୀ ଜାମି ଭେଙ୍କଟ ଅଭିଯୋଗ କରିଛନ୍ତି। ସୋମବାର…

ଲୁଟେରାଙ୍କ ଗୁଳିମାଡ଼ରେ ଟ୍ରକ୍‌ ଚାଳକ ଗୁରୁତର

ଟିକିରି/ରାୟଗଡ଼ା ଅଫିସ, ୧୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡ଼ୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ଶନିବାର ରାତିରେ ବନ୍ଧୁକ ମୁନରେ ଜଣେ ଟ୍ରକ୍‌ ଚାଳକଙ୍କଠାରୁ ଲୁଟ୍‌ ହୋଇଛି। ଗୁଳିମାଡ଼ରେ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ନୟାଗଡ଼ ଜିଲାର ରମେଶ…

ଡ୍ରାଇଭରଙ୍କ ଉପରକୁ ଗୁଳି ଚଳାଇ ଲୁଟ୍‌ ଉଦ୍ୟମ

ଟିକିରି,୧୫ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ରବିବାର ଭୋର୍‌ରୁ ଲୁଟ୍‌ ଉଦ୍ୟମ ହୋଇଛି। ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନା ପାଉଡର ବୋଝେଇ କରି ବିଶାଖାପାଟଣା ନେଇ ଯାଉଥିବା ବେଳେ କାଳିଆପଡ଼ା ଘାଟି ନିକଟରେ ପୂର୍ବରୁ…

ରାୟଗଡ଼ା ଜିଲାରେ ସ୍କୁଲକୁ ଆସୁନାହାନ୍ତି ୬୩୯୨ ଛାତ୍ରୀଛାତ୍ର

ରାୟଗଡ଼ା ଅଫିସ,୧୫।୫: କରୋନା ସ୍ଥିତିରେ ସୁଧାର ଆସିବା ପରେ ସମସ୍ତ ସ୍କୁଲ ଖୋଲିବା ସହ ପାଠପଢ଼ା ସ୍ବାଭାବିକ ହୋଇଛି। ହେଲେ ରାୟଗଡ଼ା ଜିଲାରେ ପୂର୍ବଭଳି ପିଲାମାନେ ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ଜିଲାରେ ୬୩୯୨ ଛାତ୍ରୀଛାତ୍ର ସ୍କୁଲ ଆସୁ ନ…

ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ

ରାୟଗଡା, ୧୪।୦୫: ଭିଜିଲାନ୍ସ ଜାଲରେ ରାୟଗଡା ଅବକାରୀ ବିଭାଗ ଅଧୀକ୍ଷକ ନୀନା ବେଉରା। ରାୟଗଡାରୁ ନଗଦ ୬ ଲକ୍ଷ ଟଙ୍କା ଧରି ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ନିକଟରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତେବେ ଟଙ୍କା କେଉଁଠୁ ଆଣିଥିଲେ ସେନେଇ ସନ୍ତୋଷଜନକ…

ପ୍ରଦୀପ ସାହୁ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ

ଗୁଣପୁର,୧୪।୫(ଡି.ଏନ.ଏ): ରାୟଗଡା ଜିଲା ଗୁଣପୁର ଅଞ୍ଚଳର ଯୁବ ନେତା ପ୍ରଦୀପ ସାହୁ ଯୁବ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଭାବେ ମନୋନୀତ ହୋଇଛନ୍ତି। ଜାତୀୟ ଯୁବ କଂଗ୍ରେସ ସମ୍ପାଦକ ରିଆଜୁଲ ଅଂସାରିଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?