ରାୟଗଡା

ଗୁଣପୁରରେ ପ୍ରଥମଥର ପାଇଁ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା

ଗୁଣପୁର,୩୦ା୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲାର ଗୁଣପୁରଠରେ ପ୍ରଥମ ଥର ପାଇଁ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ରବିବାର ଏଠାରେ ୩୬୩୬ ପରିକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିଲାଗି ରାୟଗଡ଼ା ଜିଲା ଗୁଣପୁରଠାରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପୂର୍ବରୁ ଅଞ୍ଚଳର ପିଲାମାନେ ରାୟଗଡ଼ା କିମ୍ବା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି।…

‘ରାୟଗଡ଼ାକୁ ଏକ ଉନ୍ନତ ଜିଲାରେ ପରିଣତ କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ’

ରାୟଗଡ଼ା ଅଫିସ,୨୬ା୧: ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ରାୟଗଡ଼ା ଜିଲା ସଦରମହକୁମାର ସ୍ଥାନୀୟ ଜି.ସି.ଡି ଉଚ୍ଚ ବିଦ୍ୟାଳୟ ପଡ଼ିଆଠାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା…

କଲ୍ୟାଣସିଂହପୁର ଅଞ୍ଚଳରେ ମାଓବାଦୀ ବ୍ୟାନର

ରାୟଗଡା ଅଫିସ, ୨୩|୧: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ପୁଣି ମାତିଲେ ମାଓବାଦୀ। କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗାଁରେ ଏସ୍‌ଭିଏସ୍‌ଏମ୍‌ସି ଠିକା କମ୍ପାନୀର କ୍ୟାମ୍ପରେ ଥିବା ଟ୍ରକ୍‌ ସେମାନେ ଜାଳିଦେଇଛନ୍ତି। କଲ୍ୟାଣସିଂହପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ମିଳିଛି। ସୂଚନାନୁସାରେ…

ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବଂଶଧାରା ନଦୀ କୂଳରେ ଗାର୍ଡ ଅଫ୍‌ ଅନର…

ବର୍ଷାରେ ଗଜା ହେଲା ଶତାଧିକ ବସ୍ତା ଧାନ

ବିଷମକଟକ,୧୭।୧(ଡି.ଏନ୍‌.ଏ.) ଖରିଫ ଋତୁରେ ଚାଷୀ ଜମିରେ ଫଳାଇଥିବା ଧାନ ମଣ୍ଡିରେ ବିକ୍ରିକରି ଭଲ ଟଙ୍କା ପାଇବାର ଆଶା ରଖିଥିଲେ। ଅଦିନିଆ ବର୍ଷା ଚାଷୀଙ୍କ ଆଶାକୁ ମାଟିରେ ମିଶାଇ ଦେଇଛି। ମଙ୍ଗଳବାରଠାରୁ ହୋଇଥିବା ଲଗାଣ ବର୍ଷାରେ ଜମିରେ ପଡ଼ିଥିବା ଧାନଫସଲ ଭିଜି ଗଜା…

ପୌରାଧ୍ୟକ୍ଷ ଆସନ ସଂରକ୍ଷଣକୁ ନେଇ ରାୟଗଡ଼ା ରାଜନୀତି ସରଗରମ

ରାୟଗଡ଼ା ଅଫିସ/ଗୁଣପୁର,୧୬।୧(ଡି.ଏନ୍‌.ଏ.)- ପୌର ପରିଷଦର ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶନର ୧୫ ଦିନ ମଧ୍ୟରେ ନିର୍ଦ୍ଦେଶକଙ୍କ ନିକଟରେ ଆପତ୍ତି ଅଭିଯୋଗ ଗ୍ରହଣ କରିବା ପାଇଁ…

ହାଣ୍ଡି ମାଠିଆ ଧରି ଧାରଣା, ସମସ୍ୟା ସମାଧାନ ନେଇ ଦାବିପତ୍ର

ଗୁଣପୁର,୧୨।୧(ଡି.ଏନ୍‌.ଏ.) – ରାୟଗଡା ଜିଲା ଗୁଣପୁର ସହର ମହିମା ନଗରଠାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଏହା ବିରୋଧରେ ଲୋକମାନେ ମଙ୍ଗଳବାର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ସହ ସେଠାରେ ପ୍ରତିବାଦ ଜଣାଇଛନ୍ତି। ଉପଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅଭିଯୋଗ ବାକ୍ସରେ ପକାଇଛନ୍ତି।…

ମାଓବାଦୀ ନାଁରେ ବଟି ମାଗୁଥିଲେ

ରାୟଗଡ଼ା ଅଫିସ,୩ା୧: ମାଓବାଦୀଙ୍କ ନାଁରେ ଜଣେ ମିଲ୍‌ ମାଲିକଙ୍କୁ ଧମକାଇ ବଟି ମାଗିବା ଅଭିଯୋଗରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରିଛି। ସେ ହେଲେ ଶେଷଖାଲ ଥାନା ଅନ୍ତର୍ଗତ ମହାବେକାକେଲି ଗ୍ରାମର ଭରତ ବଚେଲି(୩୭)। ଏହି…

ଆନ୍ଧ୍ର ସ୍କୁଲରେ ରାୟଗଡ଼ା ପିଲା

ରାୟଗଡ଼ା ଅଫିସ,୩୧ା୧୨: ପିଲା ଅଭାବ ଦର୍ଶାଇ ରାଜ୍ୟ ସରକାର ଅନେକ ସ୍କୁଲ ବନ୍ଦ କଲେ। ପରେ କରୋନା ଯୋଗୁ ଦୀର୍ଘ ୨ ବର୍ଷ ହେଲା ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଦୀର୍ଘ ୨ ବର୍ଷ ଧରି ସ୍କୁଲ ବନ୍ଦର ସୁଯୋଗ…

ରାୟଗଡ଼ା ପିଲା ପଢ଼ୁଛନ୍ତି ଆନ୍ଧ୍ର ସ୍କୁଲରେ

ରାୟଗଡ଼ା ଅଫିସ,୩୧ା୧୨: ପିଲା ଅଭାବ ଦର୍ଶାଇ ରାଜ୍ୟ ସରକାର ଅନେକ ସ୍କୁଲ ବନ୍ଦ କଲେ। ପରେ କରୋନା ଯୋଗୁ ଦୀର୍ଘ ୨ ବର୍ଷ ହେଲା ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଦୀର୍ଘ ୨ ବର୍ଷ ଧରି ସ୍କୁଲ ବନ୍ଦର ସୁଯୋଗ…

ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?