ରାୟଗଡା

ଥମୁନି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରାସ୍ତାରେ ପ୍ରସବ କଲେ ଗର୍ଭବତୀ

ରାୟଗଡ଼ା ଅଫିସ,୧୪।୩- ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଅଡ଼ାଜାଲ ଗ୍ରାମରେ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଶନିବାର ଜଣେ ଗର୍ଭବତୀ ରାସ୍ତାରେ ପ୍ରସବ କରିଛନ୍ତି। ସେ ୨ଟି ସନ୍ତାନ ଜନ୍ମ ଦେଇଥିବାବେଳେ ସେଥିରୁ ଜଣଙ୍କ…

ଫେସ୍‌ବୁକ ଷ୍ଟାଟସରେ କରୋନା ଗୁଜବ

ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ (୩୨)।…

ଭାଗ୍ୟକୁ ଆଦରି ରହିଛନ୍ତିି ୧୫ କିଡ଼ନୀ ରୋଗୀ

ରାୟଗଡ଼ା ଅଫିସ ,୧୪।୩ ରାୟଗଡ଼ା ସହରରେ ରହିଛି ଜିଲା ମୁଖ୍ୟ ଚିକିତ୍ସାଳୟ ା ରାୟଗଡ଼ା ଜିଲାରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ରୋଗୀ ଏଠାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ପାଉ ନ ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରର ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ…

ଆଦିବାସୀଙ୍କ ଭାଗ୍ୟ ବଦଳାଉଛି ଜୈବିକ ପଦ୍ଧତି ପରିବା ଚାଷ

ମୁନିଗୁଡ଼ା,୧୨।୩(ଡି.ଏନ୍‌.ଏ.): ଜଙ୍ଗଲ ଉପରେ ନିର୍ଭର କରୁଥିବା ଆଦିବାସୀଙ୍କ ରୋଜଗାରର ପନ୍ଥା ପାଲଟିଛି ପରିବା ଚାଷ। ତା’ପୁଣି ଜୈବିକ ପଦ୍ଧତିରେ। ଏପରି ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ମୁନିଗୁଡା ବ୍ଲକର ଧୋବାଗୁଡ଼ି ଗ୍ରାମରେ। ଏହି ଗାଁର ଲୋକେ ଆଗରୁ ନିଜ ନିଜ ଜମିରେ…

ହୋଲିରେ ଦୁର୍ଘଟଣା: କେନ୍ଦୁଗୁଡ଼ା ଡ୍ୟାମ୍‌ରେ ବୁଡ଼ି ୩ ମୃତ

ରାୟଗଡ଼ା ଅଫିସ,୧୦ା୩: ରାୟଗଡ଼ା ଜିଲା ପଦ୍ମପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ହୋଲି ଖେଳି ୩ ସାଙ୍ଗ ଅପରାହ୍ନରେ ଗାଧୋଇବାକୁ ଯାଇଥିବାବେଳେ କେନ୍ଦୁଗୁଡ଼ା ବଡ଼ନାଳ ଡ୍ୟାମରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ପଦ୍ମପୁର ଗ୍ରାମର ଏ. ବରୁଣ ଆଚାରୀ(୧୯), ସୁରେଶ…

ନିଯୁକ୍ତିରେ ନୈରାଶ୍ୟ

ରାୟଗଡ଼ାରେ ବର୍ଷକୁ ପ୍ରାୟ ୧୦ ହଜାର ଶିକ୍ଷିତ ଯୁବତୀ ଯୁବକ ବାହାରୁଛନ୍ତି। ଏହାସହ ପାଠ ପଢ଼ି ନ ଥିବା କିମ୍ବା ଅଧାରୁ ପାଠ ଛାଡ଼ିଥିବା ଯୁବପିଢ଼ିଙ୍କ ସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ। ଏଭଳି ପରିସ୍ଥିତିରେ ରାୟଗଡ଼ା ଜିଲା ନିୟୋଜନ କାର୍ଯ୍ୟାଳୟର ତଥ୍ୟ…

ଟ୍ରାନ୍ସଫର୍ମରରେ ପିଟି ହୋଇ ଓଲଟି ପଡ଼ିଲା ବସ୍‌: ଦୁଇ ଗୁରୁତର

ରାୟଗଡ଼ା ଅଫିସ,୫।୩: କାଶୀପୁର ସଦର ମହକୁମାରେ ବୁଧବାର ବିଳମ୍ବିତ ରାତିରେ ହନୁମାନ ନାମକ ଏକ ବସ୍‌ ସୁଙ୍ଗେରଠାରୁ କାଶୀପୁର ଆଡ଼କୁ ଫେରୁଥିଲା। ମେଡିକାଲ ଛକ ଗଡ଼ାଣିଆରେ ବ୍ରେକ୍‌ ମାରିବାରୁ ଭାରସାମ୍ୟ ହରାଇ ସମ୍ମୁଖରେ ଥିବା ଟ୍ରାନ୍ସଫୋର୍ମରରେ ପିଟି ହୋଇ ଏକ ପାନ…

୩ ଦଫା ଦାବି ନେଇ ଜିଲା ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୪।୩: ଭାରତୀୟ ମଜଦୁର ସଂଘ ପକ୍ଷରୁ ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତୀୟ ମଜଦୁର ସଂଘର ରାଜ୍ୟ ନିଷ୍ପତ୍ତି କ୍ରମେ ଏହି ଜିଲାସ୍ତରୀୟ ଆନ୍ଦୋଳନ ହୋଇଯାଇଛି। ଏନେଇ ପୂର୍ବରୁ ସ୍ଥାନୀୟ ଗାନ୍ଧୀ ପାର୍କରୁ ଏକ ଶୋଭାଯାତ୍ରା…

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀଙ୍କୁ କଟାକ୍ଷ କରାଯିବା ସହ ଦିଲ୍ଲୀ ହିଂସାକାଣ୍ଡ ଏବଂ…

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଘଟଣା ସ୍ଥଳରେ ୨ ମୃତ

ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍‌ ଧକ୍କା ଦେଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବୃନ୍ଦାବନ କରକରିଆ ଓ…

୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ

ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା ଆଶା ସାଥୀ ଏବଂ ଭାରତୀୟ ମଜଦୁର ସଂଘ ନେତୃତ୍ୱରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଯୁବ ବିକାଶ ପରିଷଦ ପକ୍ଷରୁ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୬।୨: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ବୁଧବାର ରାୟଗଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ କରାଯାଇଛି । ରାୟଗଡ଼ାବାସୀଙ୍କ ସୁରକ୍ଷା ନିମନ୍ତେ ଦୀର୍ଘ ବର୍ଷ ଧରି ସରକାରଙ୍କ ପକ୍ଷରୁ ସାଇ ଇଣ୍ଟର ନ୍ୟାଶନାଲ ଛକରୁ ବାରିଝୋଲା, ସିରିକଣା ପିତାମହଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri