ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ
ରାୟଗଡ଼ା ଅଫିସ,୯।୨: ଘରୁ ଉଠାଇ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ା ଏପରି ଏକ ଘଟଣା ଘଟିଛି ରାୟଗଡ଼ା ଅଞ୍ଚଳରେ। ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିଶାଳ ପ୍ରଧାନ। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟରେ…
ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର
ମୁନିଗଡ଼ା,୭।୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି ସୁରକ୍ଷା…
ସୁଇସାଇଡ୍ ନୋଟ୍ ଲେଖି ଦୁଇ ଛାତ୍ରୀ ନିଖୋଜ
ରାୟଗଡ଼ା ଅଫିସ,୬।୨: ରାୟଗଡ଼ା ସହରର ନିଉ କଲୋନୀସ୍ଥିତ ଏକ ସ୍କୁଲରେ ପଢୁଥିବା ଦୁଇ ଛାତ୍ରୀ ଗୁରୁବାର ଭୋର୍ରୁ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି। ଅଭିଭାବକଙ୍କୁ ରୁମ୍ରେ ତାଲା ପକାଇ ଉଭୟ ଛାତ୍ରୀ ଏକ ସଙ୍ଗେ ନିଜ ନିଜ ଘରୁ ନିଖୋଜ ହୋଇଯାଇଛନ୍ତି। ଏହା…
ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ
ଟିକିରି,୫ା୨(ଡି.ଏନ୍.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା ଏମିତି…
ରାୟଗଡ଼ା ଜିଲା ମତ୍ସ୍ୟ କାର୍ଯ୍ୟାଳୟ: କର୍ମଚାରୀ ଅଭାବ, ସଫଳ ହେଉନି ଯୋଜନା
ରାୟଗଡ଼ା ଅଫିସ, ୪।୨- ରାଜ୍ୟ ସରକାର ମତ୍ସ୍ୟଚାଷୀଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ମତ୍ସ୍ୟ ପୋଖରୀ ଯୋଜନା, ମତ୍ସ୍ୟଜୀବୀ ପରିବାରର ପିଲାଙ୍କ ପାଇଁ ମେଧାବୃତ୍ତି ବ୍ୟବସ୍ଥା କରାଯାଇଛି। ଚାଷୀମାନେ ଯେପରି ସୁବିଧାରେ ସରକାରୀ ସହାୟତା ପାଇପାରିବେ, ସେଥିପାଇଁ ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ…
ତେଲ ଗୋଦାମ ଉପରେ ଚଢ଼ାଉ: ଭୁବନେଶ୍ୱର ପଠାଗଲା ନମୁନା
ରାୟଗଡ଼ା ଅଫିସ,୩।୨: ରାୟଗଡ଼ାର ଗୌତମନଗରରେ ଥିବା ଏକ ତେଲ ଗୋଦାମ ଉପରେ ଟାଉନ ପୋଲିସ ସୋମବାର ଚଢ଼ାଉ କରିଛି । ଉକ୍ତ ଗୋଦାମରେ ବେଆଇନ ଭାବେ ନିମ୍ନ ମାନର ତେଲ ପ୍ୟାକିଂ କରାଯାଇ ସହରରେ ବିକ୍ରି କରାଯାଉଥିବା ପୋଲିସ ପାଖେ ଖବର…
ନିୟମଗିରି ପାହାଡ଼ରେ ଲାଗିଛି ୫ ମାଓବାଦୀ ବିରୋଧୀ ପୋଷ୍ଟର
ରାୟଗଡ଼ା ଅଫିସ,୩।୨: ରାୟଗଡ଼ା ଜିଲା ନିୟମଗିରି ପାହାଡ଼ରେ ସୋମବାର ସକାଳୁ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। କଲ୍ୟାଣସିଂହପୁର ପାର୍ସାଲିର ୨ଟି ସ୍ଥାନରେ ଲଗାଯାଇଥିବା ସମୁଦାୟ ୫ଟି ମାଓବାଦୀ ବିରୋଧୀ ପୋଷ୍ଟରରୁ ଜଣାପଡ଼ୁଛି ଏହା ଡଙ୍ଗରିଆ କନ୍ଧ ବିକାଶ ପକ୍ଷରୁ ମରାଯାଇଛି।…
ସିଏଏକୁ ସମର୍ଥନ କରି ଭାଜପାର ଶୋଭାଯାତ୍ରା
ରାୟଗଡ଼ା ଅଫିସ,୩୧।୧: ନାଗରିକ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରି ରାୟଗଡ଼ା ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରା ବାହାରି ଗଜପତି ଛକରେ ପହଞ୍ଚିଥିଲାା ପରେ ସେଠାରେ ଥିବା ଗଜପତି…
ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ
ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ…
ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍
ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ ସେମାନଙ୍କ ଉତ୍ପାଦିତ କୃଷି ଜାତ ଦ୍ରବ୍ୟକୁ ବିକ୍ରି କରିବା ନିମନ୍ତେ ବଜାର ସୃଷ୍ଟି…
ଗର୍ଭବତୀ ନାବାଳିକାର ଆତ୍ମହତ୍ୟା ଉଦ୍ୟମ
ଉମରକୋଟ,୩୦।୧(ଡି.ଏନ.ଏ.)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇ ଗର୍ଭବତୀ ହେବା ପରେ ଲୋକଲଜା ଭୟରେ ବିଷ ଖାଇ ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପରିବାର ଲୋକେ ନାବାଳିକାଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।…
ସିଏଏ, ଏନ୍ଆରସି ବିରୋଧରେ ରାୟଗଡ଼ାରେ ଭାରତବନ୍ଦ ଡାକରା
ରାୟଗଡ଼ା ଅଫିସ,୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଏନ୍ଆରସି ଏବଂ ସିଏଏ ବିରୋଧରେ ରାଷ୍ଟ୍ରବ୍ୟାପୀ ଭାରତବନ୍ଦ ଡାକରା ଦିଆଯାଇଥିବା ବେଳେ ବୁଧବାର ରାୟଗଡ଼ାରେ ଏହା ପାଳନ କରାଯାଇଛି। ଏନେଇ ସକାଳୁ ସହରର ସମସ୍ତ ଦୋକାନ ବଜାର କିଛି ସମୟ ପାଇଁ ବନ୍ଦ…
Archives


