ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ,ସ୍ଥାୟୀ କୋଠା ଦାବି: ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର,ଅଭିଭାବକ
ବିଷମକଟକ, ୧୯।୮- ରାୟଗଡା ଜିଲା ବିଷମକଟକ ବ୍ଳକ ଅନ୍ତର୍ଗତ ଦୁର୍ଗୀଠାରେ ଥିବା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକ ଏବଂ ସ୍ଥାୟୀ କୋଠା ଦାବି କରି ଛାତ୍ରୀଛାତ୍ର ଓ ଅଭିଭାବକ ରାଜରାସ୍ତାକୁ ଓହ୍ଲାଇଛନ୍ତ। ଛାତ୍ରୀଛାତ୍ର ଓ ଅଭିଭାବକ ବିଦ୍ୟାଳୟ ନୂତନ କୋଠା ସମ୍ମୁଖରେ...
ସିଆର୍ପିଏଫ୍ କ୍ୟାମ୍ପରେ ସ୍ବାଧୀନତା ଦିବସ, ରକ୍ଷାବନ୍ଧନ
ରାୟଗଡ଼ା ଅଫିସ, ୧୫।୮- ରାୟଗଡାସ୍ଥିତ ସିଆର୍ପିଏଫ୍ର ୪ର୍ଥ ବାଟାଲିୟନ କ୍ୟାମ୍ପରେ ଗୁରୁବାର ସ୍ବାଦୀନତା ଦିବସ ଓ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଛି। ୪ର୍ଥ ବାଟାଲିୟନ କମାଣ୍ଡାଣ୍ଟ ଓ୍ବାଇ.କେ ରାଜପୁତ ଜାତୀୟ ପତାକା ଉତ୍ତୋଳନ କରି ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେପକାଇଥିଲେ।...
ରାୟଗଡ଼ା ବନ ବିଭାଗ, ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ
ରାୟଗଡ଼ା ଅଫିସ, ୧୫।୮-ଜିଲା ଆଇନ ସେବା ପ୍ରାଧିକରଣ ଓ ରାୟଗଡ଼ା ବନଖଣ୍ଡର ମିଳିତ ଆନୁକୂଲ୍ୟରେ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ କରାଯାଇଛି। ସ୍ଥାନୀୟ ଅଶୋକ ନଗରଠାରୁ ତୁମ୍ବିଗୁଡ଼ା ରାସ୍ତା ପାର୍ଶ୍ୱରେ ଏହି ଚାରାରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଜିଲା ଆଇନସେବା...
ବ୍ରହ୍ମାକୁମାରୀଙ୍କ ପକ୍ଷରୁ ରକ୍ଷାବନ୍ଧନ
ରାୟଗଡ଼ା ଅଫିସ, ୧୫।୮-ରାୟଗଡ଼ାସ୍ଥିତ ପ୍ରଜାପିତା ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗୁରୁବାର ରକ୍ଷାବନ୍ଧନ ପାଳନ କରାଯାଇଛି। ପ୍ରଥମେ ଏହାର ସଞ୍ଚାଳିକା ପ୍ରାୟ ୨୫୦ ପ୍ରଜାପିତା ଭଉଣୀଭାଇଙ୍କୁ ରାଖୀ ବାନ୍ଧିଥିଲେ। ଏହାପରେ ସେମାନେ ରାୟଗଡ଼ା ଜେଲ୍ ଅନ୍ତେବାସୀଙ୍କୁ ମଧ୍ୟ ରାଖୀ ବାନ୍ଧିଥିଲେ। ସେଠାରୁ...
ଜିଲାସ୍ତରୀୟ ସ୍ବାଧୀନତା ଦିବସ
ରାୟଗଡ଼ା ଅଫିସ, ୧୫।୮- ରାୟଗଡ଼ା ସହରସ୍ଥିତ ଜିସିଡି ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା...
ନାଳରେ ପ୍ରବାହିତହେଉଛି ବର୍ଷା ଜଳ, ୩ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ
ମୁନିଗୁଡ଼ା,୧୩ା୮(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତ କୁଟୁଣିପଦର ଗ୍ରାମ ନିକଟରେ ଥିବା ନାଳରେ ବର୍ଷା ଜଳ ପ୍ରବାହିତ ହେଉଛି । ଗାଁକୁ ସଂଯୋଗ କରୁଥିବା ବ୍ରିଜଟି ଭାଙ୍ଗିଯାଇଛି । ଫଳରେ ଗିରିଲିଗୁଡା,ଲୋହରାପଦର ଓ କୁଟୁଣୀପଦର ୩ ଗ୍ରାମ ବାହ୍ୟ...
ମୁନିଗୁଡ଼ାକୁ ଏନ୍ଏସି ମାନ୍ୟତା, ସବଟ୍ରେଜେରୀ, ବାଇପାସ୍ ରାସ୍ତା ନିର୍ମାଣ ଦାବି: ଏମ୍ପିଙ୍କୁ ଦାବିପତ୍ର
ମୁନିଗୁଡ଼ା,୧୩ା୮(ଡି.ଏନ୍.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବିକାଶ ପରିଷଦ ତରଫରୁ ୩ ଦଫା ସମ୍ବଳିତ ଏକ ଦାବିପତ୍ର କୋରାକୁଟ ଏମ୍ପି ସପ୍ତଗିରି ଉଲ୍ଲାକଙ୍କୁ ପ୍ରଦାନ କରାଯାଇଛି । ମୁନିଗୁଡ଼ା ବିକାଶ ପରିଷଦ ସମ୍ପାଦକ ସୁଧାକର ମହାରଣାଙ୍କ ନେତୃତ୍ୱରେ ଅନ୍ୟ ସଦସ୍ୟମାନେ ସ୍ଥାନୀୟ...
ଲଗାଣ ବର୍ଷା ଯୋଗୁ ମୁନିଗୁଡ଼ା ବ୍ଲକର ୩ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
ରାୟଗଡ଼ା,୧୩।୮(ଡି.ଏନ୍.ଏ.): ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତର କୁଟୁଣିପଦର ଗ୍ରାମ ନାଳରେ ବର୍ଷାଜଳ ପ୍ରବାହିତ ଯୋଗୁ ୩ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗାଁକୁ ସଂଯୋଗ କରୁଥିବା ବ୍ରିଜ ଗତ ବର୍ଷାରେ ଭାଙ୍ଗି ଯାଇଥିବା...
ମଦ ପିଇବାକୁ ଟଙ୍କା ନ ଦେବାରୁ ଆକ୍ରମଣ : ମା,ଝିଅ ଗୁରୁତର
ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ...
ବିହାରୀ ମଦ ଭାଟିରେ ମାଓବାଦୀଙ୍କ ତାଣ୍ଡବ
କୋରାପୁଟ ଅଫିସ/ଜୟପୁର(ନି.ପ୍ର.), ୧୦।୮: କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ହନୁମାନ ମନ୍ଦିର ନିକଟ ତଥା ଡୁମୁରିଗୁଡା ଗଁ।ରେ ଶୁକ୍ରବାର ମାଓବାଦୀଙ୍କ ଉନ୍ମତ କାଣ୍ଡ ଭିଆଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ କିଛି ମାଓବାଦୀ ବିହାରୀ ମଦ ଭାଟିକୁ ଆସି କର୍ମଚାରୀମାନଙ୍କୁ...
ସ୍ବଭାବିକ ହେଲା ଟ୍ରେନ ଚଳାଚଳ
ମୁନିଗୁଡ଼ା,୯ା୮(ଡ଼ି.ଏନ.ଏ)- ଲଗାଣ ବର୍ଷା ଯୋଗୁ ଗତ ୬ ତାରିଖ ରାତିରେ ରାୟଗଡ଼ା ଜିଲା ଆମ୍ବାଦୋଳା ରେଳ ଷ୍ଟେଶନ ନିକଟରେ ରେଳ ଧାରଣା ଧୋଇ ହୋଇଯାଇଥିଲା ା ଯୁଦ୍ଧକାଳୀନ ଭିତ୍ତିରେ ରେଳ ଲାଇନ ମରାମତି ପରେ ଦୀର୍ଘ ୩୬ ଘଣ୍ଟା ପରେ...
ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ
ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମୁନିଗୁଡ଼ା ବ୍ଲକ। ମୁଖ୍ୟତଃ ଅମ୍ବାଦଳା, ଇଚ୍ଛାପୁର, ରଘୁବାରି ଓ...
Archives


