ରାୟଗଡା

ବିଦ୍ୟୁତ ଆଘାତରେ ଆଖି ବୁଜିଲେ ଦମ୍ପତି

ସୁନାବେଡ଼ା,୨ା୧: କୋରାପୁଟ ଜିଲା ସୁନାବେଡ଼ା ମ୍ୟୁନିସିପାଲିଟି ଅଧୀନସ୍ଥ ପୋଲିସ କ୍ୟାମ୍ପରେ ରହୁଥିବା ସୁଧାକର ବିଶ୍ୱାଳ (୫୬) ଓ ତାଙ୍କର ସ୍ତ୍ରୀ ଚଞ୍ଚଳl ବିଶ୍ୱାଳ (୫୦) ବିଦ୍ୟୁତ ସଂସ୍ପର୍ଶରେ ଆସି ଉଭୟଙ୍କର ଦୁଃଖଦ ମୃତ୍ୟୁ ହୋଇଛି। ଗୁରୁବାର ସୁଧାକର ଓଦାଲୁଗାକୁ ତାରରେ ଶୁଖାଇବା…

ବର୍ଷ ଆରମ୍ଭରୁ ଦୁର୍ଘଟଣା: ୨ ଦିନରେ ୬ ମୃତ

ରାୟଗଡ଼ା ଅଫିସ/ଜୟପୁର/ପାଣ୍ଡ୍ରିପାଣି/ସୁନାବେଡ଼ା, ୨ା୧(ନି.ପ୍ର./ଡି.ଏନ୍‌.ଏ.): ନୂଆବର୍ଷ ଆରମ୍ଭରୁ ଅବିଭକ୍ତ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ୫ଟି ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଗୁରୁତର ଓ ଆହତ ହୋଇଛନ୍ତି।…

୨୦ ଫୁଟ ତଳକୁ ଖସିଲା ଆଲୁମିନିୟମ ପାଉଡର ଲୋଡିଂ ଟ୍ୟାଙ୍କର: ଡ୍ରାଇଭର ମୃତ

ରାୟଗଡ଼ା ଅଫିସ, ୨।୧: ୩୨୬ ନଂ. ଜାତୀୟ ରାଜପଥର ଗୁମ୍ମା ଘାଟିରୁ ଗୁରୁବାର ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଖସିପଡ଼ିଛି। ଫଳରେ ଘଟଣା ସ୍ଥଳରେ ଡ୍ରାଇଭର ରାଘବେନ୍ଦ୍ର ସିଂ(୨୪)ଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍‌ପର ପୁଷ୍ପେନ୍ଦ୍ର ସିଂ ଗୁରୁତର ଆହତ…

ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ରାୟଗଡ଼ା ଅଫିସ,୨।୧: ରାୟଗଡ଼ା ଜିଲା କୁର୍ଲୀ ପଞ୍ଚାୟତର ଉତକାପାଡ଼ୁ ଗ୍ରାମ ନିକଟରେ ଟ୍ରାକ୍ଟର ବାଇକ ମୁହାଁମୁହିଁ ହେବାରୁ ଘଟଣାସ୍ଥଳରେ ବାଇକ୍‌ ଚାଳକ କଣ୍ଡାଗରୀ କାନଟୁଙ୍କ ମୃତ୍ୟୁ ଘଟିଥିବାବେଳେ ପଛରେ ବସିଥିବା ସୋନା ଉଲ୍ଲକା ଆହତ ହୋଇଛନ୍ତି। ସେ ରାୟଗଡ଼ା ଜିଲା ମୁଖ୍ୟ…

ବାଇକ୍‌କୁ ଧକ୍କା ଦେଲା କାର୍‌: ୨ ଗୁରୁତର

ରାୟଗଡ଼ା ଅଫିସ,୧।୧: ରାୟଗଡ଼ା ସହରର ସିରିଗୁଡ଼ା ନିକଟରେ ଥିବା ଜୟଗୁରୁ ମନ୍ଦିର ସମ୍ମୁଖରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ (ଓଡି୧୮ଡି ୭୭୪୭) କୋରାପୁଟ ଅଭିମୁଖେ ଯାଉଥିବା ସମୟରେ ଉକ୍ତ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ ବାଇକ୍‌ ଆରୋହୀ ବାରିଝୋଲାର…

ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି। ଘଟଣାର…

ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ଜୀବନଗଲା

ରାୟଗଡ଼ା ଅଫିସ, ୨୯।୧୨: ରାୟଗଡ଼ାର ଗଜପତି ଛକରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକରେ ଧକ୍କା ହୋଇ ବାଇକ ଚାଳକଙ୍କ ମୃତ ହୋଇଛି । ମୃତକ ଜଣକ ହେଲେ କୋଲନରାର ହାରକା ରାଜା। ନିଜ ବନ୍ଧୁଙ୍କ ସହ କୌଣସି କାମରେ ରାୟଗଡ଼ା…

ରାୟଗଡ଼ାରେ ମାଓବାଦୀଙ୍କ ଲଙ୍କାକାଣ୍ଡ: ରାସ୍ତା କାମକୁ ବିରୋଧ କରି ପୋଡ଼ିଲେ ୩ଟି ଗାଡ଼ି

ମୁନିଗୁଡା,୨୮।୧୨: ରାୟଗଡା ଜିଲାରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ରାସ୍ତା କାମକୁ ବିରୋଧ କରି ୩ଟି ଗାଡିକୁ ପୋଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁରଠାରୁ ଥୁଆପାଡ଼ି ପର୍ଯ୍ୟନ୍ତ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ ଯୋଜନାକୁ ମାଓବାଦୀ…

ରଥିବାଲିରେ ପର୍ଯ୍ୟଟକଙ୍କ ସୁରକ୍ଷା ଏବେ ବଡ଼ ପ୍ରଶ୍ନ

ପଟ୍ଟାଙ୍ଗି,୨୬ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଗାଲିଗାବଡାର ଗ୍ରାମ ନିକଟସ୍ଥ ରଥିବାଲି ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗୋଟିଏ ଦିନ ତଳେ କଳାହାଣ୍ଡିର ଜଣେ ପର୍ଯ୍ୟଟକ ଫଟୋ ଉଠାଉଥିବା ବେଳେ ଖସିପଡ଼ି ତାଙ୍କର ମୃତ୍ୟୁ…

ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ

ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା ସମୟରେ…

ନାବାଳକ କାର ଚାଳକଙ୍କୁ ୨୫ ହଜାର ଜରିମାନା

ରାୟଗଡ଼ା ଅଫିସ,୨୫ା୧୨: ମଙ୍ଗଳବାର ରାୟଗଡ଼ା ସହରର ରିଂ ରୋଡ଼ରେ ଜଣେ ନାବାଳକ କାର ଚଲାଇ ୨୫ ହଜାର ଟଙ୍କା ଜରିମାନା ଦେଇଛନ୍ତି ା ରାୟଗଡ଼ା ପୋଲିସ ଏବଂ ଆରଟିଓ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଉକ୍ତ କାରକୁ ଜବତ କରାଯିବା ସହ…

ଧାନଖଳାରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୨୪।୧୨- ରାୟଗଡ଼ା ଜିଲା ତାଡ଼ମା ପଞ୍ଚାୟତ ମାଲିପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନଙ୍କର ଧାନଖଳାରେ ୧ ଏକର ଜମିର ଧାନ ଫସଲ ମଙ୍ଗଳବାର କୌଣସି କାରଣବଶତଃ ନିଆଁ ଲାଗିଯାଇଛି। ଏନେଇ ଖବର ପାଇ ଅଗ୍ନିଶମ କର୍ମଚାରୀ ଗ୍ରାମରେ ପହଞ୍ଚି ନିଆଁକୁ ଆୟତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri