ରାୟଗଡା

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ହାଟପଦା ସାହିରେ।...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ତେଲି ସାହିର ଭୈରବ ସାହୁ(୫୦)। ତେବେ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ ଥ୍ରିସୁର ଜିଲା ଅଟନିଠାରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ଡଙ୍ଗରିଆ କନ୍ଧ...

ଷଷ୍ଠ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ, ରାୟଗଡ଼ା ଶିଶୁ ମଙ୍ଗଳ କମିଟିର ତନାଘନା

ରାୟଗଡା,୧୯।୪(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲାରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା ନଜରକୁ ଆସିଛି। ଜଣେ ୧୪ ବର୍ଷ ତଥା ଷଷ୍ଠ ଶ୍ରେଣୀର ଛାତ୍ରୀ ୬ ମାସର ଗର୍ଭବତୀ ହୋଇଛନ୍ତି। ଏହା ଜଣାପଡିବା ପରେ ଶନିବାର ଆଶା ଓ...

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍‌ରୁ ଏପରି ହୋଇଥିବା ଜଣାପଡ଼ିଛି।...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି...

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ରାଜ୍ୟର ପ୍ରମୁଖ ବିରୋଧୀଦଳ ବିଜେଡିର ସାଲିସ୍‌ ନୀତି ଯୋଗୁ ଏବେ...

ମଦ ଦୋକାନ ସ୍ଥାନାନ୍ତର ଦାବିକଲେ ମହିଳା

ରାୟଗଡ଼ା,୭।୪ (ଭାଗ୍ୟଶ୍ରୀ ମିଶ୍ର)- ରାୟଗଡ଼ା ସହରର ନ୍ୟୁକୋଲୋନୀଠାରେ ଥିବା ୨ଟି ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ପାଇଁ ଦାବିକରି ଉକ୍ତ ଅଞ୍ଚଳର ମହିଳାମାନେ ସୋମବାର ଜିଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି । ତୁରନ୍ତ ଜନବସତି ଅଞ୍ଚଳରେ ଥିବା...

ସରିଲା ବାର ଆସୋସିଏଶନ ନିର୍ବାଚନ: ରାୟଗଡ଼ାରେ ଦେବୀ, ବିଷମକଟକରେ ସନ୍ତୋଷ, କାଶୀପୁରରେ କହ୍ନେଇଲାଲ ସଭାପତି

ରାୟଗଡ଼ା/ବିଷମକଟକ/କାଶୀପୁର/ଟିକିରି,୨୯।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା): ଆସନ୍ତା ଆର୍ଥିକ ବର୍ଷ ପାଇଁ ଶନିବାର ରାଜ୍ୟର ବିଭିନ୍ନ କୋର୍ଟରେ ଆଇନଜୀବୀଙ୍କ ବାର ଆସୋସିଏଶନ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ, କାଶୀପୁର ଓ...

ରାୟଗଡ଼ା ଓକିଲ ସଂଘ ନିର୍ବାଚନ: ଦେବି ସଭାପତି, ମଙ୍ଗଳ ସମ୍ପାଦକ ଭାବେ ନିର୍ବାଚିତ

ରାୟଗଡା,୨୯।୩(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଓକିଲ ସଙ୍ଘର ନିବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସକାଳ ୮ଟାରୁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଥିଲା। ଶେଷରେ ଫଳାଫଳ ଘୋଷଣା ହୋଇ ସମୁଦାୟ ୧୦୭ ଖଣ୍ଡ ଭୋଟ ପାଇ ଦେବି ପ୍ରସାଦ ପଟ୍ଟନାୟକ ସଭାପତି ଭାବେ...

ପାଲଲହଡ଼ା ଓକିଲ ସଂଘ ନିର୍ବାଚନ: ମନୋରଞ୍ଜନ ସଭାପତି, ରଶ୍ମିରଞ୍ଜନ ସମ୍ପାଦକ

ପାଲଲହଡ଼ା,୨୯ା୩(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ଓକିଲ ସଂଘର ସାଧାରଣ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ଭାବେ ମନୋରଞ୍ଜନ ପାଳ, ଉପସଭାପତି ଭାବେ ସରୋଜ କୁମାର ମାହାନ୍ତି, ସମ୍ପାଦକ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକ ଓ ସହ ସମ୍ପାଦକ...

ରାୟଗଡା ଓକିଲ ସଂଘର ନିର୍ବାଚନ: ଚାଲିଛି ମତଦାନ

ରାୟଗଡା, ୨୯।୩(ଭାଗ୍ୟଶ୍ରୀ ମିଶ୍ର): ୨୦୨୫-୨୬ ନିର୍ବାଚନ ପାଇଁ ରାୟଗଡା ଓକିଲ ସଙ୍ଘର ନିର୍ବାଚନ ଅନୁଷ୍ଠିତ ହୋଇଛି। ଏଥିପାଇଁ ଶନିବାର ଦିନ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଏହା ସଂଧ୍ୟା ୩ଟା ପର୍ଯ୍ୟନ୍ତ ଚାଲିବ l ଏଥିରେ ୫ଟି ପଦବୀ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri