ରାୟଗଡା

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି ଦିନ ଧରି ଭୁବନେଶ୍ୱରରେ ଘରଭଡ଼ା ନେଇ ସପରିବାର ରହୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରରେ…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଲମ୍ବା ଗାଁକୁ ପ୍ରବେଶ କରି ନଳକୂପ…

ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍‌ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ

କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍‌ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ ଭଣ୍ଡୁର କରିଛି। ଘଟଣାସ୍ଥଳରୁ ରାୟଗଡ଼ା ଜିଲାର ୫ ଏବଂ କଳାହାଣ୍ଡି ଜିଲାର ୩ଜଣଙ୍କୁ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ଜଣେ ଇନ୍ଦିରା ସାହିର ବାସିନ୍ଦା ହୋଇଥିବା…

ଚୋରା ମଦ ଭାଟି ଉପରେ ଅଚାନକ ଚଢ଼ାଉ କଲା ଅବକାରୀ ବିଭାଗ: ମିଳିଲା ଏତେ ଟଙ୍କାର…

ଗୁଣପୁର, ୨।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ମାରିଗୁଡ଼ା ଗ୍ରାମରେ ଚାଲିଥିବା ଚୋରା ରନ୍ଧା ମଦ କାରବାର ଉପରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇ ୮ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନରେ ମୋଟ ୧୦ଟି ମାମଲା ରୁଜୁ କରାଯାଇଥିବା…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ ଓ ଧାର୍ମିକ ସେବା ପାଇଁ ଆମେରିକାସ୍ଥିତ ୟୁନାଇଟେଡ ଟେକ୍ନୋଲୋଜି ରିସର୍ଚ୍ଚ ୟୁନିଭରସିଟି ପକ୍ଷରୁ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ଯୋଗୁ ସିଙ୍ଗର ଖ’ ଗ୍ରାମର ଗୋଟିଏ ସାହିର ପ୍ରାୟ ୫ଟି…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ ରାଜସ୍ବ ବଙ୍ଗଳାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍କଳ ଆଲୁମିନା ୟୁନିଟ ହେଡ଼ ରବି ନାରାୟଣ…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଆନ୍ଧ୍ରର ପଶ୍ଚିମ ଗୋଦାବରୀ ଜିଲା ଭିମାବରମ୍ ଗ୍ରାମରେ ଚିଙ୍ଗୁଡି ଫ୍ୟାକ୍ଟ୍ରି ନିକଟ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା ନଦୀର ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ। ବଂଶଧାରା ଅବବାହିକା…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ କଲ୍ୟାଣସିଂହପୁର ଭୈରବୀ କଲୋନୀର ଋଣୀ କାଡ୍ରାକାଙ୍କ ଘରର ଟିଣ ଛପର ସମ୍ପୂର୍ଣ୍ଣ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?