ରାସ୍ତା କାମ କଲେ ବିଧାୟକ
ପାପଡାହାଣ୍ଡି,୨୧।୭(ଡି.ଏନ୍.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା । ଶେଷରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ନିଜ ହାତରେ କୋଡ଼ି ଧରି ମୋରମ...
ମୋଟୁର ସିଲେରୁ ନଦୀରେ ସେତୁ ନିର୍ମାଣ ପରେ ୩୩୨ ମିଟର ଆପ୍ରୋଚ ରୋଡ୍ ନିର୍ମାଣରେ ପ୍ରଶାସନର ବିଳମ୍ବ: ଗ୍ରାମବାସୀ ନିର୍ମାଣ କଲେ ରାସ୍ତା
ମାଲକାନଗିରି,୧୯।୭(ଡି.ଏନ୍.ଏ): ଗୁରୁପ୍ରିୟା ସେତୁ ପରେ ମାଲକାନଗିରି ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଅନ୍ୟ ଏକ ସ୍ବପ୍ନ ମୋଟୁର ସିଲେରୁ ନଦୀ ଉପରେ ପୋଲ ନିର୍ମାଣ ପରେ ମଧ୍ୟ କେବଳ ୩୩୨ ମିଟର ରାସ୍ତା ନିର୍ମାଣରେ ଜିଲା ପ୍ରଶାସନ ଅବହେଳା କରିବାରୁ ବାଧ୍ୟ...
ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି
ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ ପଞ୍ଚାୟତ ବେଙ୍ଗପାଣି ଗ୍ରାମରେ। ଉକ୍ତ ଗ୍ରାମର ମଙ୍ଗଳା ପାଙ୍ଗିଙ୍କ ସ୍ତ୍ରୀ ସୁରିଆଙ୍କୁ...
ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି
ମାଲକାନଗିରି, ୧୯ା୭(ଡି.ଏନ୍.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ ପୁରୁଷ ପୁରୁଷ ଧରି ପ୍ରଚଳିତ ପ୍ରଥା। ଯଦିଓ କେଉଁଠି କେଉଁଠି ଏବେ...
ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ
ପଟ୍ଟାଙ୍ଗି,୧୮ା୭(ଡି.ଏନ୍.ଏ.): ଖରା ଛୁଟି ପରେ ଜୁନ୍ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲ ବନ୍ଦ କରିଦେଉଥିଲେ ଶିକ୍ଷୟିତ୍ରୀ ଶିକ୍ଷକ। ସେମାନେ ଘରକୁ ସଅଳ...
କୋରାପୁଟ ଜିଲାରେ ୨୬୧.୫ ମି.ମି. ବର୍ଷା ରେକର୍ଡ
କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୨୬୧.୫ ମି.ମି. ବର୍ଷା ହୋଇଥିବାବେଳେ ଦଶମନ୍ତପୁର ବ୍ଲକରେ ସର୍ବାଧିକ ୫୦ମି.ମି. ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି ଜିଲାର ଜୟପୁର ବ୍ଲକରେ ୪୮.୬ ମି.ମି. ବର୍ଷା ହୋଇଥିବାବେଳେ ନନ୍ଦପୁରରେ...
ପିକ୍ଅପ୍-କାର ମୁହାଁମୁହିଁ : ପୁଅ ମୃତ, ମାଆ ଗୁରୁତର
କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ସହର ଉପକଣ୍ଠ ବାଗ୍ରାଛକଠାରେ ପିକ୍ଅପ୍ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପୁଅର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନାରୁ ପ୍ରକାଶ, ବୁଧବାର ବିଳମ୍ବିତ ରାତିରେ ଏକ ପିକ୍ଅପ୍ (ଓଆର-୧୦-୦୭୪୭) ରାୟଗଡ଼ା...
ଇନ୍ଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି,୧୮।୭(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲା ଅନ୍ତର୍ଗତ ଚିନ୍ତାପାଲ୍ଲୀ ମଣ୍ଡଳର ଭୀରାଭରମ ଗ୍ରାମର ୨ ଜଣଙ୍କୁ ମାଓବାଦୀମାନେ ପୋଲିସ ଇନ୍ଫର୍ମର ସନ୍ଦେହରେ ହତ୍ୟା କରିଛନ୍ତି। ଅନ୍ୟ ଜଣଙ୍କୁ ନିସ୍ତୁକ ମାଡ଼ ମାରିଥିବା ଜଣାପଡ଼ିଛି। ବୁଧବାର ରାତିରେ ୨୦ରୁ ଊର୍ଦ୍ଧ୍ୱ...
ହଳ କରିବା ବେଳେ ଓଲଟିଲା ଟ୍ରାକ୍ଟର, ଚାପିହୋଇ ଚାଳକ ମୃତ
ମାଥିଲି, ୧୭ା୭: ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଚାଉଳମେନ୍ଦି ପଞ୍ଚାୟତ ଅଧୀନ ମଇଲିଗୁଡା ଗ୍ରାମରେ ଜଣେ ବ୍ୟକ୍ତି ଟ୍ରାକ୍ଟର ଦ୍ୱାରା ଚାଷ ଜମିରେ ହଳ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ପଡିବାରୁ ତା’ତଳେ ଚାପି ହୋଇ...
ଓଡ଼ିଆ ସିନେମା ‘ସେଲଫିସ୍ ଦିଲ୍’ରେ ନାୟକ ସାଜିଛନ୍ତି ରାୟଗଡ଼ାର ଶ୍ରେୟାନ: ମୁନିଗୁଡ଼ାରେ ରୋଡ୍ ଶୋ’ କରି କଲେ ପ୍ରମୋଶନ
ମୁନିଗୁଡ଼ା,୧୭।୭(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାରେ ଓଡ଼ିଆ ସିନେମା ‘ସେଲ୍ଫିସ ଦିଲ୍’ର ପ୍ରମୋଶନ ବୁଧବାର କରାଯାଇଛି। ଫିଲ୍ମର ନାୟକ ଶ୍ରେୟାନ ଏବଂ ନାୟିକା ସୂର୍ଯ୍ୟମୟୀ ରୋଡ୍ ଶୋ’ କରି ଫିଲ୍ମର ପ୍ରମୋଶନ କରିଛନ୍ତି। ସ୍ଥାନୀୟ ହୋଟେଲ ସାହିନ୍ ପରିସରରୁ ସେମାନେ ବାହାରି...
ପୋଲିସ୍ ଏନ୍କାଉଣ୍ଟର: କୁଖ୍ୟାତ ଅପରାଧୀ କାବୁଲ ଆହତ
ଜୟପୁର, ୧୭।୭(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ହାତୀଶାଳ ଛକରେ ବୁଧବାର ଭୋରରେ ପୋଲିସ ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ତଥା ଗଞ୍ଜେଇ ମାଫିଆ କାବୁଲ ଖରା ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାଙ୍କୁ ଜିଲା...
ପାରିବାରିକ ଅଶାନ୍ତି: ସ୍ତ୍ରୀକୁ ଠେଙ୍ଗାରେ ପିଟି ମାରିବା ପରେ ଟାଙ୍ଗିଦେଲେ ସ୍ବାମୀ
କୋରାପୁଟ,୧୬ା୭(ସ୍ବ.ପ୍ର.): ଦମ୍ପତିଙ୍କ ଭିତରେ ପାଟିତୁଣ୍ଡ ଚାଲେ। କିନ୍ତୁ ମଙ୍ଗଳବାର ଏହି ପାରିବାରିକ ଅଶାନ୍ତି ଉଗ୍ର ରୂପ ନେଇଥିଲା। କ୍ରୋଧରେ ଉନ୍ମତ୍ତ ସ୍ବାମୀ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ମାରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ରଶି ଲଗାଇ ମୃତଦେହକୁ ଘରେ...
Archives


