ରାୟଗଡା

ଘୋଷଣାରେ ରହିଛି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ। ଆଇସିୟୁ, ଭେଣ୍ଟିଲେଟର ନ ଥିବା ଯୋଗୁ ଗୁରୁତର ରୋଗୀ ପଡ଼ୋଶୀ ଜିଲା ଏବଂ ଆନ୍ଧ୍ରପ୍ରଦେଶ ଉପରେ ନିର୍ଭର କରୁଛନ୍ତି। ବିଭିନ୍ନ ରୋଗର ପରୀକ୍ଷା ପାଇଁ ମେଶିନ ରହିଥିଲେ ମଧ୍ୟ ସେଗୁଡ଼ିକ…

ପୋଲିସ ଲାଠିମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା

ରାୟଗଡ଼ା ଅଫିସ,୨୬ା୧୨: ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଇଥିବା ଜଣେ ଯୁବକ ପୋଲିସ ଲାଠିମାଡ଼ରେ ଆହତ ହୋଇଛନ୍ତି। ସେ ହେଲେ ରାୟଗଡ଼ା ଥାନା ଅଧୀନ ତଳ ସାଙ୍କେସ ଗ୍ରାମର ପୀତାମ୍ବର ହିମିରିକାଙ୍କ ପୁଅ ରାହୁଲ ହିମିରିକା(୧୮)। ରାହୁଲ ଏବଂ ଭାଇ କିଷାନ…

କୋଟିପତି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗୁଣପୁର,୨୪।୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଉଦ୍ଧବ ପାଢୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା। ଗୁରୁବାର ତାଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ ଏବଂ ବ୍ରହ୍ମପୁରସ୍ଥିତ ନିଜ ଘରେ ଭିଲିଲାନ୍ସ ଚଢାଉ…

ଆସିଛି ୫ଶହ, କିଣା ହୋଇଛି ୧୧ଶହ କୁଇଣ୍ଟାଲ ଧାନ

ବିଷମକଟକ, ୧୯।୧୨: ରାୟଗଡ଼ା ଜିଲା ବିଷମକଟକ ବ୍ଲକ ହାଟମୁନିଗୁଡ଼ା ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଉଛି। ଶୁକ୍ରବାର ମଣ୍ଡିକୁ ମାତ୍ର ୫ଶହ କୁଇଣ୍ଟାଲ ଧାନ ଆସିଥିବାବେଳେ ୧୧ଶହ କୁଇଣ୍ଟାଲ ଧାନ କିଣାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହାଛଡ଼ା ଧାନ ବିକିବାକୁ ଆସୁଥିବା ଚାଷୀଙ୍କ…

ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟକରି ସ୍ବାମୀ ଗିରଫ

ରାୟଗଡ଼ା ଅଫିସ,୧୬ା୧୨: ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ପୋଷ୍ଟକରି ସ୍ବାମୀ ଗିରଫ ହୋଇଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଥାନା ପୋଲିସ ସୋମବାର ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳର ଗୋବିନ୍ଦ ରାଓ(୪୧)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଗୋବିନ୍ଦ ୨୦୧୦ରେ ରାୟଗଡ଼ା…

ରତ୍ନପଥର ଚୋରା ଚାଲାଣ ଘଟଣା: ୨ ଗିରଫ

ରାୟଗଡ଼ା ଅଫିସ,୧୦ା୧୨: ରତ୍ନପଥର ଚୋରାଚାଲାଣ ଘଟଣାରେ ରାୟଗଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବୌଦ୍ଧ ଜିଲା ସୁଧାସାହିର ସରକାରୀ ଶିକ୍ଷକ ରାଧାମୋହନ ମାହାନା (୫୩) ଓ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକର ସୁବାସ ରତ୍ନାଲୁ (୪୫) ବୋଲି…

ପୃଥକ୍‌ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ମୁନିଗୁଡ଼ା/ଟିକିରି,୭ା୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲାରେ ପୃଥକ୍‌ ଦୁର୍ଘଟଣାରେ ସୋମବାର ୪ଜଣଙ୍କ ମୃତ୍ୟୁ ଘଟିଛି। ମୁନିଗୁଡ଼ା ଥାନା ଅଧୀନ ଦେଓକୁଗୁଲି ଛକରେ ସୋମବାର ଦୁଇ ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଉଭୟ ପାର୍ଶ୍ୱରୁ ୨ ବାଇକ୍‌ ଦ୍ରୁତଗତିରେ ଯିବା…

ରାୟଗଡ଼ାରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ

ରାୟଗଡ଼ା ଅଫିସ,୭ା୧୨-ଓଡ଼ିଶା କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌(ସ୍ପେଶାଲ୍‌ ଟାସ୍କ ଫୋର୍ସ) ସୋମବାର ରାୟଗଡ଼ା ଜିଲାରୁ ବିପୁଳ ପରିମାଣର ମୂଲ୍ୟବାନ୍‌ ରତ୍ନପଥର ଜବତ କରିଛି। ରାୟଗଡ଼ା ସହରସ୍ଥିତ ଜଗନ୍ନାଥ କମ୍ପ୍ଲ୍ଲେକ୍ସର ଏକ ଘରେ ରତ୍ନପଥର ଗଚ୍ଛିତ ଥିବା ଏବଂ ବାହାର ରାଜ୍ୟକୁ ଚାଲାଣ କରିବାକୁ ଯୋଜନା…

ଚାଷୀଙ୍କୁ ମିଳୁନି ଟୋକନ, ଖଳାରେ ପଡିଛି ଧାନ

ଗୁଣପୁର,୬ା୧୨(ଡି.ଏନ୍‌.ଏ.): ଚାଷୀଙ୍କ ଏବେ ବିଷମ ସ୍ଥିତି। ବର୍ଷ ତମାମ ଜମିରେ ଖଟି ଧାନ ସଂଗ୍ରହ କରିଥିବାବେଳେ ଏବେ ତାହାକୁ ବିକ୍ରି କରିବାକୁ ନେଇ ଦେଖାଦଇଛି ଜଟିଳ ପରିସ୍ଥିତି। ଯୋଗାଣ ବିଭାଗ ଏବଂ ରାଜସ୍ବ ବିଭାଗ ମଧ୍ୟରେ ଛନ୍ଦି ହୋଇ ପଡିଥିବା ଚାଷୀ…

ମୁଣ୍ଡିଗୁଡ଼ା-ଆମ୍ବଗାଁ ରାସ୍ତା ମରଣଯନ୍ତା

ଡାବୁଗାଁ,୨୦ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡା ଗ୍ରାମ ଛକରୁ ଆମ୍ବଗାଁ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା। ଦୈନିକ ହଜାର ହଜାର ଗାଡ଼ି ଏହି ରାସ୍ତା ଦେଇ ଯାତାୟାତ କରୁଛି। ଯାତ୍ରୀମାନଙ୍କ ଧନଜୀବନ ନଷ୍ଟ ହେବାର ଆଶଙ୍କା ରହିଥିବା…

୫ ଲକ୍ଷ ଟଙ୍କାର ମୋବାଇଲ ଚୋରି କରିନେଲେ ଦୁର୍ବୃତ୍ତ

ମୁନିଗୁଡ଼ା,୧୯ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ରୋଡ୍‌ ହନୁମାନ ବଜାରରେ ବୁଧବାର ରାତିରେ ଗୋଟିଏ ମୋବାଇଲ ଦୋକାନ ଉପର ଟିଣ ଭାଙ୍ଗି ପ୍ରାୟ ୫ ଲକ୍ଷ ଟଙ୍କାର ମୋବାଇଲ ଚୋରି ହୋଇଥିବା ଜଣାପଡ଼ିଛି । ବିଭିନ୍ନ ନାମୀଦାମୀ କମ୍ପାନୀର ମୋବାଇଲ…

ବସ୍ ଓଲଟି ୨ ମୃତ:ଚାପିହୋଇ ରହିଛନ୍ତି ଅନେକ ଯାତ୍ରୀ

ବିଷମକଟକ,୧୬ା୧୧: କୋରାପୁଟ ଜିଲା ଲକ୍ଷ୍ମୀପୁରରୁ କଟକ ଯାଉଥତ୍ବା ଫର୍ଚୁନର ବସ୍ ସୋମବାର ରାତି ପ୍ରାୟ ୧୦.୩୦ରେ ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ହଜାରିଡାଙ୍ଗ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡ଼ିଛି ବସ୍ତଳେ ଚାପିହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତୁ୍ୟ ହୋଇଛି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?