କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର
ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ ଥିବା ଏହି ପାହାଡ଼ ଓ ଆଖପାଖରେ ସୁସ୍ଥ ବାତାବରଣ ପାଇଁ ଏହି ଅଭିଯାନ...
ମାଓବାଦୀ ନେତା ନବୀନ ସଂଗଠନରୁ ବହିଷ୍କୃତ
ମାଲକାନଗିରି,୭।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଆତଙ୍କ ଖେଳାଉଥିବା ଗାଳିକୋଣ୍ଡା ମାଓବାଦୀ ସଂଗଠନର ସମ୍ପାଦକ ନବୀନଙ୍କୁ ସଂଗଠନରୁ ବହିଷ୍କାର କରାଯାଇଥିବା ଆନ୍ଧ୍ର ଓ ଓଡ଼ିଶା ସ୍ବତନ୍ତ୍ର ବୋର୍ଡ ଜୋନାଲ କମିଟିର ମୁଖ୍ୟ ଗଣେଶ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି। ନବୀନ...
କାର୍ ଧକ୍କାରେ ପ୍ରାଣ ହରାଇଲେ ବାଇକ୍ ଚାଳକ
ପାପଡାହାଣ୍ଡି/ମଇଦଲପୁର, ୬।୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଡୁମରିପଦର ନିକଟରେ ଶନିବାର ସକାଳୁ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମଇଦଲପୁର ଗ୍ରାମର ଖୀତେଶ ପାଞ୍ଜିଆ। ପ୍ରକାଶ ଯେ, ଖୀତିଶ ବାଇକ...
ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ
ମାଲକାନଗିରି,୬ା୭(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏସ୍ଟିଏଫ୍ ଓ ଡିଏଫ୍ ଯବାନମାନେ...
ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି
ମାଲକାନଗିରି,୬ା୭(ଡି.ଏନ୍.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ ଶିକ୍ଷକଙ୍କ ଖାମଖିଆଲ ତଥା ଅର୍ଥଲୋଭ ଜିଲାର ଶିକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି...
ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି
ମାଲକାନଗିରି,୬ା୭(ଡି.ଏନ୍.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଲଗାଣ ବର୍ଷାରେ କେନ୍ଦ୍ର ମଧ୍ୟରେ ପାଣି ପଶି ଯିବାରୁ ସେହି...
ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ
ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ ହୋଇଥିଲା। ସେହି ରାସ୍ତା ଦେଇ ଯାନବାହନ ଚଳାଚଳ ହେଉଥିଲା। ମାତ୍ର...
ସୀମାନ୍ତ କୋଟିଆରେ ଘୋଷଯାତ୍ରା
ପଟ୍ଟାଙ୍ଗି,୫।୭(ଡି.ଏନ୍.ଏ.): ସାରା ରାଜ୍ୟରେ ଯେଉଁଦିନ ରଥଯାତ୍ରା ହୁଏ, ତାହା ପରଦିନ ପଟ୍ଟାଙ୍ଗି ବ୍ଲକ ସୀମାନ୍ତ କୋଟିଆ ପଞ୍ଚାୟତରେ ଗଡ଼େ ଶ୍ରୀଜୀଉଙ୍କ ରଥ। ୨୦୦୨ ମେ’ ୧ରେ ଗଜପତି ମହାରାଜାଙ୍କ ଦ୍ୱାରା ଏଠାରେ ମନ୍ଦିର ପ୍ରତିଷ୍ଠା ହେବା ପରଠାରୁ ଦୀର୍ଘ ବର୍ଷ...
ପରିବେଶ ସୁରକ୍ଷା, ବୃକ୍ଷ ରୋପଣ ପାଇଁ ଶପଥ ନେଲେ ଛାତ୍ରୀଛାତ୍ର
ମାଲକାନଗିରି, ୫।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଶୁକ୍ରବାର ଛାତ୍ରୀଛାତ୍ର, ଅଧ୍ୟାପକ, ଅଧ୍ୟାପିକା, ଏନସିସି କ୍ୟାଡେଟ, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା, ବନ ବିଭାଗ କର୍ମଚାରୀ ପ୍ରମୁଖ ବୃକ୍ଷ ରୋପଣ ଓ ପରିବେଶକୁ ଗୁରୁତ୍ୱ ଦେଇ...
କୋରାପୁଟ : ଶ୍ରୀଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତି
କୋରାପୁଟ,୫ା୭(ସ୍ବ.ପ୍ର.): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅବସରରେ ବଳଭଦ୍ରଙ୍କ ରଥକୁ ଛାଡ଼ି ମା’ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଅଧା ବାଟରେ ଅଟକି ରହିଥିଲା। ଶୁକ୍ରବାର ପୂର୍ବାହ୍ନରେ ଏହି ଦୁଇ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା। ମଧ୍ୟାହ୍ନ...
ସବୁଜ ସୁନ୍ଦର କୋରାପୁଟ ପାଇଁ ପରିବାର ପିଛା ୨ ଚାରା ବାଣ୍ଟୁଛି ବନ ବିଭାଗ
ସେମିଳିଗୁଡ଼ା,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରଥମ ପଦକ୍ଷେପ ଭାବେ ପ୍ରତି ପରିବାରକୁ ମାଗଣାରେ ୨ଟି ଲେଖାଏଁ ଚାରା ବଣ୍ଟାଯାଉଛି। କୋରାପୁଟ ବନ ବିଭାଗ ସେମିଳିଗୁଡ଼ାରେ ଏଭଳି ଅଭିନବ ଉପାୟରେ ଚାରା ବାଣ୍ଟୁଛି। ସେମିଳିଗୁଡ଼ା ସ୍ଥିତ ଭେଣ୍ଡିଂଜୋନ୍ର...
ଆକର୍ଷଣ ସାଜିଲା ଖବରକାଗଜ ନିର୍ମିତ କୁନିରଥ
ଜୟପୁର,୪ା୭(ଡି.ଏନ୍.ଏ.): ଜୟପୁର ସହରର କେବିଏସ୍ଡି ରାସ୍ତାଦେଇ ତିନି ଠାକୁର ପହଣ୍ଡିରେ ମନ୍ଦିରରୁ ରଥପଡ଼ିଆ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ସେହି ରାସ୍ତାରେ ପୁରୁଣା ଖବରକାଗଜରେ ନିର୍ମିତ ଏକ କୁନିରଥ ସମସ୍ତଙ୍କୁ ଆକୃଷ୍ଟ କରିଛି। ୮ବର୍ଷର ସହସ୍ରାଂଶୁ ପୂଜାରୀ ଏହା ତିଆରି କରିଛନ୍ତି।...
Archives


