ରାୟଗଡା

ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା

ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ ସଭ୍ୟ ଥିଲେ ମଧ୍ୟ ଜିଲା ପରିିଷଦ ଅଧ୍ୟକ୍ଷ ପଦ ହାତେଇବା ଏକ ପୋଖତ ରାଜନୀତିର…

ସଂଖ୍ୟା ବଳରେ ଅଧ୍ୟକ୍ଷ ଦୌଡ଼ରେ କଂଗ୍ରେସ ଆଗୁଆ

ରାୟଗଡ଼ା ଅଫିସ,୧୮ ।୨ ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ବୁଧବାର ନିର୍ବାଚନ। ଏହା ପୂର୍ବରୁ ୩ ରାଜନୈତିକ ଦଳ ଭିତରୁ କଂଗ୍ରେସ ନିଜ ରଣନୀତି ସ୍ପଷ୍ଟ କରିସାରିଛି। କଂଗ୍ରେସ ପାଖରେ ସର୍ବାଧିକ ସଦସ୍ୟ ଥିବାରୁ ଦଳ ଅଧ୍ୟକ୍ଷ ପଦ…

ଜିଲାପାଳଙ୍କ ଅଚାନକ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ଯକ୍ଷ୍ମା ରୋଗୀଙ୍କୁ ଖୁଆଇଲେ ଔଷଧ

ମୁନିଗୁଡ଼ା,୧୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ଅଚାନକ ମେଡିକାଲରେ ପହଞ୍ଚି ଡ. ସଞ୍ଜୟ କୁମାରଙ୍କୁ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିଥିଲେ।…

ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା

ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ ସନ୍ଦିହାନ…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ବାନାଇ ଜାକକା। ସ୍ତ୍ରୀଙ୍କ ମୃତ୍ୟୁ ପରେ…

ଶ୍ରାଦ୍ଧ ବାର୍ଷିକୀ ଭୋଜି ବେଳେ ଅଘଟଣ : ଗ୍ୟାସ୍‌ ପାଇପ ଚୁଲାରୁ ଖସି ଅଗ୍ନିକାଣ୍ଡ, ୪ ଗୁରୁତର

ରାୟଗଡା ଅଫିସ,୧୧।୨: ରାୟଗଡ଼ାର ଡିଏଫଓ କଲୋନୀରେ ଏକ ଭୋଜି ଚାଲୁଥିବା ବେଳେ ମଙ୍ଗଳବାର ଗ୍ୟାସ ପାଇପ୍‌ ଚୁଲାରୁ ଖସି ଅଘଟଣ ଘଟିଛି। ଏଥିରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ସେମାନେ ହେଲେ କଳାବତୀ ମଡଙ୍ଗି, ସୁକାନ୍ତି ମିନିଆକା, ଲକ୍ଷ୍ମୀ ଙ୍କଡଗାରୀ,…

ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ

ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ  ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ସୋମବାର ପ୍ରଦାନ କରିଛି। ଭାରତୀୟ ମଜଦୂର ସଂଘର ଜିଲା…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ

ରାୟଗଡ଼ା ଅଫିସ,୯।୨: ଘରୁ ଉଠାଇ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ା ଏପରି ଏକ ଘଟଣା ଘଟିଛି ରାୟଗଡ଼ା ଅଞ୍ଚଳରେ। ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିଶାଳ ପ୍ରଧାନ। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟରେ…

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି ସୁରକ୍ଷା…

ସୁଇସାଇଡ୍‌ ନୋଟ୍‌ ଲେଖି ଦୁଇ ଛାତ୍ରୀ ନିଖୋଜ

ରାୟଗଡ଼ା ଅଫିସ,୬।୨: ରାୟଗଡ଼ା ସହରର ନିଉ କଲୋନୀସ୍ଥିତ ଏକ ସ୍କୁଲରେ ପଢୁଥିବା ଦୁଇ ଛାତ୍ରୀ ଗୁରୁବାର ଭୋର୍‌ରୁ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି। ଅଭିଭାବକଙ୍କୁ ରୁମ୍‌ରେ ତାଲା ପକାଇ ଉଭୟ ଛାତ୍ରୀ ଏକ ସଙ୍ଗେ ନିଜ ନିଜ ଘରୁ ନିଖୋଜ ହୋଇଯାଇଛନ୍ତି। ଏହା…

ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ

ଟିକିରି,୫ା୨(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା ଏମିତି…

ରାୟଗଡ଼ା ଜିଲା ମତ୍ସ୍ୟ କାର୍ଯ୍ୟାଳୟ: କର୍ମଚାରୀ ଅଭାବ, ସଫଳ ହେଉନି ଯୋଜନା

ରାୟଗଡ଼ା ଅଫିସ, ୪।୨- ରାଜ୍ୟ ସରକାର ମତ୍ସ୍ୟଚାଷୀଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ମତ୍ସ୍ୟ ପୋଖରୀ ଯୋଜନା, ମତ୍ସ୍ୟଜୀବୀ ପରିବାରର ପିଲାଙ୍କ ପାଇଁ ମେଧାବୃତ୍ତି ବ୍ୟବସ୍ଥା କରାଯାଇଛି। ଚାଷୀମାନେ ଯେପରି ସୁବିଧାରେ ସରକାରୀ ସହାୟତା ପାଇପାରିବେ, ସେଥିପାଇଁ ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri