ସପ୍ତାହେ ହେଲା ଏଟିଏମ୍ରେ ଟଙ୍କା ନାହିଁ: ଗ୍ରାହକଙ୍କୁ ଲୁଟୁଛନ୍ତି କିଓସ୍କ ବ୍ୟାଙ୍କ ସେବା କେନ୍ଦ୍ର
କାଶୀନଗର,୨୫।୬(ଡି.ଏନ୍.ଏ.)- କାଶୀନଗର ଏନ୍ଏସି ଅଞ୍ଚଳରେ ଗ୍ରାହକ ଉପଯୁକ୍ତ ଏଟିଏମ୍ ସେବା ପାଉ ନ ଥିବା ଅଭିଯୋଗ ହୋଇଛି। ଏଠାରେ ଷ୍ଟେଟ୍ବ୍ୟାଙ୍କର ୨ଟି ଏଟିଏମ୍, ଆନ୍ଧ୍ରବ୍ୟାଙ୍କର ଗୋଟିଏ ଓ ଏଚ୍ଡିଏଫ୍ସି ବ୍ୟାଙ୍କ୍ର ଏଟିଏମ୍ ରହିଥିଲେ ମଧ୍ୟ ବ୍ୟାଙ୍କ ପକ୍ଷରୁ ଟଙ୍କା ମହଜୁଦ...
୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ
ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ। ଏ ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ଚଢାଉ କରି ଏକ ନମ୍ବର...
ମଉଳି ଗଲା ପିତାମାତାଙ୍କ ସ୍ବପ୍ନ: ପାଠପଢା ବୟସରେ ଦିବ୍ୟାଙ୍ଗ ହୋଇଗଲେ ପୁଅ
ନବରଙ୍ଗପୁର,୨୪।୬(ବି.ପ୍ର.)- ପୁଅ ପାଠ ପଢି ମଣିଷ ହେବ। ବାର୍ଦ୍ଧକ୍ୟ ବୟସରେ ସହାୟକ ହେବ। ଏଭଳି ଆଶା ରଖିଥିଲେ ମାଆ, ବାପା । କିନ୍ତୁ ସବୁ ଆଶା ମଉଳି ଗଲା। ହଠାତ କୌଣସି ରୋଗରେ ଆକ୍ରାନ୍ତ ହୋଇ ପୁଅର ଗୋଡ ଅଚଳ...
ଲଗାଣ ବର୍ଷା ଯୋଗୁ ବାହ୍ୟଜଗତରୁ ୨ ପଞ୍ଚାୟତ ବିଚ୍ଛିନ୍ନ
ମାଲକାନଗିରି,୨୩ା୬ (ସ୍ବ.ପ୍ର.)- ମାଲକାନଗିରି ଜିଲାରେ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ମାଥିଲି ବ୍ଲକର ୨ଟି ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଥିବା ଜଣାପଡିଛି। ବର୍ଷା ଯୋଗୁ ମହୁପଦର ନିକଟରେ ଥିବା ଡାଇଭର୍ସନ ରୋଡ ଧୋଇ...
ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ
ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର ଏପରି ଦୁଃଖଦ ଘଟଣା ଘଟିଛି। ମୃତ ଯବାନ ଜଣକ ହେଲେ ଚିନ୍ତୁ...
ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା
ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ ଦେଇଛନ୍ତି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲ୍ଲୀ ପଞ୍ଚାୟତର ନନ୍ଦ ବସ୍ତିର...
୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା
ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ ମୋଟ ୧୧୧ଟି ପଞ୍ଚାୟତ ଥିବା ବେଳେ ଏକତୃତୀୟାଂଶ ପଞ୍ଚାୟତକୁ ବାଦ୍ ଦେଲେ ଅନ୍ୟ...
ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର
ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ...
ଜୀବନରେ ଯୋଗର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ
ଝରିଗାଁ,୨୧।୬(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦରମହକୁମାସ୍ଥିତ ୧୫ ତମ ବାଟାଲିଅନ୍ ବିଏସ୍ଏଫ୍ କ୍ୟାମ୍ପରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଝରିଗାଁ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ଗ୍ରାମର ଯୁବ ଗୋଷ୍ଠୀ ଏବଂ ବିଏସ୍ଏଫ୍ ଯବାନ୍ମାନେ ଏକତ୍ରିତ...
ସାପ କାମୁଡାରେ ମା’, ଝିଅ ମୃତ
ପାପଡାହାଣ୍ଡି, ୨୧।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ଗ୍ରାମ କନାରୀ ଛୁଆଁରେ ସାପ କାମୁଡାରେ ଶୁକ୍ରବାର ମା’, ଝିଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ବୁଦେଇ ଜାନୀ ଓ ଝିଅ ଅସ୍ତୁ (୧୨)। ମା’ଝିଅ ଗୁରୁବାର ରାତିରେ...
ବିଏସ୍ଏଫ୍ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ
ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍ଏଫ୍ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ ଜନସାଧାରଣ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଥିଲେ। ଚିତ୍ରକୋଣ୍ଡାର ଅନୁଭବୀ ଦୈନିକ ଅଭ୍ୟାସର...
ପାଇଖାନା ନିର୍ମାଣ ଅର୍ଥ ଆଣିବାକୁ ଯାଇଥିଲେ : ଦିବ୍ୟାଙ୍ଗଙ୍କୁ ଧକ୍କା ମାରିଲେ ବିଡିଓ
ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଧରି...
Archives


