ରାୟଗଡା

୨୮୨ ସ୍ବାବ୍‌ ନେଗେଟିଭ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ନ ବ୍ୟାପିବା ପାଇଁ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲାରେ କରୋନାର ସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଏଯାବତ୍‌ ଜିଲାରୁ ୮ଟି ପର୍ଯ୍ୟାୟରେ ୫୬ ଜଣ ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବାଥରୁମ୍‌ରେ ଫିନାଇଲ ପିଇ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର…

ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ

ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ ମଣ୍ଡିଗୁଡ଼ିକ ହେଲା ରାମନାଗୁଡ଼ା ବ୍ଲକ ଗୁମୁଡ଼ା, ବିଷମକଟକ ବ୍ଲକ ଗଜମହଲ, ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି,…

ରାସ୍ତା ଖୋଳି ସୀମା ଅବରୋଧ

ଗୁଣପୁର,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ ରାସ୍ତା…

ସାଇକେଲ୍‌ରେ ନୟାଗଡ଼ ଯିବା ସମୟରେ ୮ ଶ୍ରମିକ ଉଦ୍ଧାର, କ୍ୱାରାଣ୍ଟାଇନ୍‌ରେ ରଖିଲା ସ୍ବାସ୍ଥ୍ୟ ବିଭାଗ

ରାୟଗଡ଼ା ଅଫିସ,୨୩ା୪: ଗୁରୁବାର ଭୋର୍‌ ସମୟରେ ୮ ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି। ଏହି ଶ୍ରମିକମାନେ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋରାପୁଟ ଜିଲା ଦାମନଯୋଡ଼ି ଅଞ୍ଚଳରେ ଶ୍ରମିକ ଭାବେ ଦୀର୍ଘଦିନ ହେଲା କାମ କରି…

ଦୁଇ ମାସରେ ୧୦ମୃତ୍ୟୁ, ଅନେକ ଲୋକ ଆକ୍ରାନ୍ତ: ଡେଙ୍ଗୁ ସନ୍ଦେହ

ମୁନିଗୁଡା,୨୧।୪: କରୋନା ବା କୋଭିଡ-୧୯କୁ ନେଇ ସାରା ରାଜ୍ୟରେ ଏବେ ଆତଙ୍କ ଖେଳିଯାଇ ଥିବା ବେଳେ ରାୟଗଡା ଜିଲା ମୁନିଗୁଡାରେ ଅଜଣା ରୋଗରେ ଲୋକଙ୍କ ମୃତ୍ୟୁ ହେଉଥିବା ଖବର ସାମ୍ନାକୁ ଆସିଛି। ଯାହା ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।…

ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା ଯୋଗୁ ରାୟଗଡ଼ା ମୋଟର୍ସ ୱାର୍କର୍ସ ୟୁନିୟନ ଅଧୀନରେ ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଛୋଟବଡ଼ ଗାଡ଼ି…

୨ ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୨୦ା୪: କରୋନା ମୁକାବିଲା ପାଇଁ ଭାରତ ସରକାର ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି। ମାତ୍ର ଯେଉଁ ଜିଲାରେ କରୋନା ରୋଗୀ ଚି଼ହ୍ନଟ ହୋଇନାହାନ୍ତି ସେହି ସ୍ଥାନରେ ୨୦ତାରିଖ ପରଠାରୁ କୋହଳ ହୋଇପାରେ ବୋଲି ଜଣାପଡ଼ିବା ପରେ ରାୟଗଡ଼ା…

ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରା ମଧ୍ୟ ଏହି ରୋଗର କୌଣସି ପ୍ରତିକାର ନ…

ମାସ୍କ, ସାନିଟାଇଜର୍‌ ଦେଇ ସଚେତନ କଲେ ଯବାନ

ଚନ୍ଦ୍ରପୁର,୧୫ା୪: ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ ଡାଙ୍ଗସୋରଡ଼ାସ୍ଥିତ ସିଆର୍‌ପିଏଫ୍‌ ୮ମ ବାଟାଲିୟନ୍‌ ପକ୍ଷରୁ ବିଭିନ୍ନ ଗ୍ରାମରେ କରୋନାରୁ ସୁରକ୍ଷା ପାଇଁ ସଚେତନ କରିବା ସହ ୨୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ, ସାନିଟାଇଜର୍‌, ଡେଟଲ୍‌, ସାବୁନ୍‌ ଓ ସର୍ଫ ପ୍ରଦାନ କରାଯାଇଛି। ଯବାନମାନେ…

୧୧୫ ପରିବାରକୁ ଖାଦ୍ୟ ସାମଗ୍ରୀ ଦେଲେ ପ୍ରଧାନଶିକ୍ଷକ

ପାପଡାହାଣ୍ଡି,୧୪ା୪(ଡି.ଏନ.ଏ.)- ଲକ୍‌ଡାଉନର ସମୟରେ ଅସହାୟମାନଙ୍କ ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଜଣେ ପ୍ରଧାନ ଶିକ୍ଷକ। ଗ୍ରାମରେ ରହୁଥିବା ଲୋକେ ଯେପରି ଭୋକ ଉପବାସରେ ନ ରହିବେ ସେ ନେଇ ଧନସୁଲି, ଝାଡ଼କୁସମି,ଚନ୍ଦ୍ରପୁର ନୂଆକୋଟ ଗ୍ରାମର ୧୧୫ ପରିବାରକୁ ମଙ୍ଗଳବାର ଖାଦ୍ୟ ସାମଗ୍ରୀ…

ରାୟଗଡ଼ାରେ ଲୋକାର୍ପିତ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ରାୟଗଡ଼ା ଅଫିସ,୧୩ା୪: ରାୟଗଡ଼ା ଜିଲାର ଜେକେପୁର ଠାରେ ସୋମବାର ୧୦୦ ଶଯ୍ୟା ବିଶିଷ୍ଟ ଜିଲାସ୍ତରୀୟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ ହୋଇଛି। ସ୍ଥାନୀୟ ଇଏସ୍‌ଆଇ ହସ୍ପିଟାଲ୍‌ରେ ଏହି ସ୍ବତନ୍ତ୍ର ଚିକିତ୍ସାଳୟ କରାଯାଇଛି। ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ଏହାକୁ କରୋନା ସଂକ୍ରମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?