ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ
ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…
ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର
ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର କାମୁଡ଼ାରେ ୨ ନାବାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ସିଲିମି ଗ୍ରାମର…
ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ
ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ କୃଷ୍ନ ମାଝିଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ପ୍ରଦାନ କରିଛନ୍ତି । ଏଥିସହ ୨୦…
ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…
ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ ସେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି । ରାଜ୍ ପ୍ରସାଦ ଦାୟିତ୍ୱ ସମ୍ଭାଳିବା…
ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ
ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ ଆକ୍ରମଣ କରିଛି।ଏଥିରେ ସେ ଗୁରୁତ ହୋଇ ବିଶାଖାପାଟଣାକୁ ସ୍ଥାନାନ୍ତର ହୋଇଛନ୍ତି। ସୂଚନା ଅନୁସାରେ,…
ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…
ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର…
ଦୁଇ ଆଇପିଏସ୍ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍ପି
ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍ପି ସ୍ବାତି ଏସ୍. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି । ସେହିପରି ରାଜ ପ୍ରସାଦ (ଆଇପିଏସ୍)ଙ୍କୁ ରାୟଗଡ଼ା ଏସ୍ପି ଭାବେ ବଦଳି ହୋଇଛି। ରାୟଗଡ଼ା…
ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର
ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ ପିଟଲା ସାହି ଓ ରେଲି ସାହି ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଥିଲା। ଏହି ଘଟଣାରେ…
୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…
ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍ସା ଓ ମାରପିଟ ଏବଂ ପରେ ଥାନାରେ ମାରପିଟ ଭଳି ଘଟଣା ଘଟିଛି। ଶୁକ୍ରବାର…
ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…
ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ କାର୍ଯ୍ୟାଳୟ ମୁଖ୍ୟ ରାସ୍ତା ପାର୍ଶ୍ୱ ଏକ ଗାଈଗୋଠ ଉପରେ ବଜ୍ରପାତ ପଡିଥିଲା। ଫଳରେ…
ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍
କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼ ଆସିଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ପ୍ରସାଦ ତ୍ରିପାଠୀଙ୍କ ଜିଲୁଣ୍ଡାସ୍ଥିତ ଘରେ ଭିଜିଲାନ୍ସ…
୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ
ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍ ଅଞ୍ଚଳ ବହୁମୁଖୀ ସମବାୟ ସମିତି (LAMPCS)ର ପରିଚାଳନା ନିଦ୍ଦେଶକ ତାରିଣୀ ପ୍ରସାଦ ତ୍ରିପାଠୀଙ୍କୁ ଗିରଫ କରିଛି। ତ୍ରିପାଠୀଙ୍କ…

