ମହିଳାଙ୍କୁ ସ୍ବାବଲମ୍ବୀ ଲାଗି ସାପ୍ତାହିକ ହାଟ ଉଦ୍ଘାଟନ କଲେ ଜିଲାପାଳ
ମୁନିଗୁଡ଼ା,୨୬।୨(ଡି.ଏନ୍.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ମୁନିଖୋଲ ଗ୍ରାମପଞ୍ଚାୟତର ସ୍ବାବଲମ୍ବୀ ସାପ୍ତାହିକ ହାଟ ବୁଧବାର ଉଦ୍ଘାଟନ ହୋଇଛି। ଅଞ୍ଚଳର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଓଏଲ୍ଏମ୍ ଓ ଓଆରଏମ୍ଏସ୍ର ମିଳିତ ଆନୁକୂଲ୍ୟରେ ଏବଂ ପଞ୍ଚାୟତ ସମିତି ସହାୟତାରେ ଏହା ଉଦ୍ଘାଟିତ…
ନାଳ ନିକଟରୁ କଙ୍କାଳ ଉଦ୍ଧାର
ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍ ଟିମ୍ ସହ ସନ୍ଧାନୀ କୁକୁର ଲଗାଇ ଏହାର ତଦନ୍ତ କରାଯିବ ବୋଲି ଏସ୍ପି ଶର୍ବଣା ବିବେକ ଏମ୍…
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା
ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ ଦେବା ପରେ ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ କରି…
ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ
ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି ଓ ପଦୋନ୍ନତିରେ ସାମ୍ବିଧାନିକ ମୌଳିକ ଅଧିକାର ନୁହେଁ ବୋଲି ରାୟ ପ୍ରକାଶ ପାଇଛି।…
ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା
ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ ସଭ୍ୟ ଥିଲେ ମଧ୍ୟ ଜିଲା ପରିିଷଦ ଅଧ୍ୟକ୍ଷ ପଦ ହାତେଇବା ଏକ ପୋଖତ ରାଜନୀତିର…
ସଂଖ୍ୟା ବଳରେ ଅଧ୍ୟକ୍ଷ ଦୌଡ଼ରେ କଂଗ୍ରେସ ଆଗୁଆ
ରାୟଗଡ଼ା ଅଫିସ,୧୮ ।୨ ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ବୁଧବାର ନିର୍ବାଚନ। ଏହା ପୂର୍ବରୁ ୩ ରାଜନୈତିକ ଦଳ ଭିତରୁ କଂଗ୍ରେସ ନିଜ ରଣନୀତି ସ୍ପଷ୍ଟ କରିସାରିଛି। କଂଗ୍ରେସ ପାଖରେ ସର୍ବାଧିକ ସଦସ୍ୟ ଥିବାରୁ ଦଳ ଅଧ୍ୟକ୍ଷ ପଦ…
ଜିଲାପାଳଙ୍କ ଅଚାନକ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ଯକ୍ଷ୍ମା ରୋଗୀଙ୍କୁ ଖୁଆଇଲେ ଔଷଧ
ମୁନିଗୁଡ଼ା,୧୭।୨(ଡି.ଏନ୍.ଏ.): ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ଅଚାନକ ମେଡିକାଲରେ ପହଞ୍ଚି ଡ. ସଞ୍ଜୟ କୁମାରଙ୍କୁ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ବିଭାଗ ବୁଲି ଦେଖିଥିଲେ।…
ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା
ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ ସନ୍ଦିହାନ…
ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ବାନାଇ ଜାକକା। ସ୍ତ୍ରୀଙ୍କ ମୃତ୍ୟୁ ପରେ…
ଶ୍ରାଦ୍ଧ ବାର୍ଷିକୀ ଭୋଜି ବେଳେ ଅଘଟଣ : ଗ୍ୟାସ୍ ପାଇପ ଚୁଲାରୁ ଖସି ଅଗ୍ନିକାଣ୍ଡ, ୪ ଗୁରୁତର
ରାୟଗଡା ଅଫିସ,୧୧।୨: ରାୟଗଡ଼ାର ଡିଏଫଓ କଲୋନୀରେ ଏକ ଭୋଜି ଚାଲୁଥିବା ବେଳେ ମଙ୍ଗଳବାର ଗ୍ୟାସ ପାଇପ୍ ଚୁଲାରୁ ଖସି ଅଘଟଣ ଘଟିଛି। ଏଥିରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ସେମାନେ ହେଲେ କଳାବତୀ ମଡଙ୍ଗି, ସୁକାନ୍ତି ମିନିଆକା, ଲକ୍ଷ୍ମୀ ଙ୍କଡଗାରୀ,…
ମୁଖ୍ୟମନ୍ତ୍ରୀଙ୍କୁ ୫ ଦଫା ଦାବିପତ୍ର ପ୍ରଦାନକଲା ଆଶାସାଥୀ ସଂଘ
ରାୟଗଡ଼ା ଅଫିସ,୧୦।୨: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ରାଜ୍ୟ ଆଶାସାଥୀ ସଂଘର ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ଜିଲା ଆଶାସାଥୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଜିଲାପାଳଙ୍କ ଜରିଆରେ ସୋମବାର ପ୍ରଦାନ କରିଛି। ଭାରତୀୟ ମଜଦୂର ସଂଘର ଜିଲା…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ
ରାୟଗଡ଼ା ଅଫିସ,୯।୨: ଘରୁ ଉଠାଇ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ା ଏପରି ଏକ ଘଟଣା ଘଟିଛି ରାୟଗଡ଼ା ଅଞ୍ଚଳରେ। ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିଶାଳ ପ୍ରଧାନ। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟରେ…

