ରାୟଗଡା

ବାଲି ଉଠାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ରାୟଗଡ଼ା ଅଫିସ,୬।୧୦: ନାଗାବଳୀ ନଦୀରୁ ବାଲି ଉଠାଣକୁ ନେଇ ରବିବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କତାପେଟା ଟ୍ରାକ୍ଟର ମାଲିକମାନେ ନାଗାବଳୀ ନଦୀର ମାଲିଙ୍ଗା ତୁଠରୁ ବାଲି ଉଠାଉଥିବା ବେଳେ ଗ୍ରାମବାସୀ ଏହାର ତୀବ୍ର ବିରୋଧ କରିଥିଲେ। ଫଳରେ ଦୁଇ…

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି ନିର୍ବାପକ ସଂଶୋଧିତ ନିୟମ ୨୦୧୯ ଅନୁସାରେ ସବୁ ସରକାରୀ, ସରକାରୀ ଅଧିକୃତ ବ୍ୟବସାୟିକ…

ବସ୍ତି ଉଚ୍ଛେଦକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର

ରାୟଗଡ଼ା,୪।୧୦: ବସ୍ତି ଉଚ୍ଛେଦକୁ ବିରୋଧ କରି ରାୟଗଡ଼ା ଜିଲା ଝୁପୁଡ଼ି ବସ୍ତିବାସିନ୍ଦା ଶୁକ୍ରବାର ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏ ନେଇ ଏକ ବିରାଟ ଶୋଭାଯାତ୍ରା କୋରାପୁଟ ଛକରୁ ବାହାରି ବ୍ଲକ ଅଫିସ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ବସ୍ତିବାସିନ୍ଦାଙ୍କୁ…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…

ଜୁନାଗଡ଼- ଭୁବନେଶର ଏକ୍ସପ୍ରେସ ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ:ଅନଶନରେ ବସିଲେ ଯୁବ ବିକାଶ ପରିଷଦ ସଦସ୍ୟ

ରାୟଗଡ଼ା ଅଫିସ ,୨୯।୯- ଜୁନାଗଡ଼-ଭୁବନେଶ୍ୱର ଏକ୍ସପ୍ରେସର ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ କରାଯାଇଛି ା ଏହାର ପ୍ରତିବାଦରେ ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ରାୟଗଡ଼ା ଷ୍ଟେଶନ ପରିସରରେ ରବିବାର ୧୨ ଘଣ୍ଟିଆ ଅନଶନ କରାଯାଇଛି ା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ…

ନଦୀରେ ଭାସିଗଲେ ୨ ବୃଦ୍ଧା ଭଉଣୀ

ଦଶମନ୍ତପୁର,୨୯ା୯(ଡି.ଏନ୍‌.ଏ.):ଦୁଇଦିନ ତଳେ ଡଙ୍ଗରରୁ ବାଉଁଶ କରଡ଼ି ସଂଗ୍ରହ କରିବାକୁ ଯାଇଥିବା ୨ ଜଣ ବୃଦ୍ଧା ଭଉଣୀ ନଦୀ ପାର ହେବା ବେଳେ ଭାସିଯାଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଗିର୍ଲିଗୁମ୍ମା ପଞ୍ଚାୟତ ତାଳଗୁଡ଼ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ରବିବାର…

ସେକ୍ସ ର଼୍ୟାକେଟ ଠାବ: ଦମ୍ପତିଙ୍କ ସହ ୨ ଯୁବକ ଗିରଫ,୨ ଯୁବତୀ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୯- ରାୟଗଡ଼ା ପୋଲିସ ସୋମବାର ସ୍ଥାନୀୟ ଗାୟତ୍ରୀ ନଗର ୪ର୍ଥ ଲାଇନରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ଠାବ କରିଛି। ଘର ମାଲିକଙ୍କ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଘର ମାଲିକ ବାରଣାସି ରାଜେସ (୪୮)…

କ୍ରିକେଟ ବେଟିଂ ବେଳେ ଚଢ଼ାଉ: ୫ ଗିରଫ

ରାୟଗଡ଼ା ଅଫିସ,୨୧।୯- ରାୟଗଡ଼ା ସହରରେ ଶୁକ୍ରବାର ରାତିରେ ଅନ୍‌ଲାଇନ୍‌ କ୍ରିକେଟ୍‌ ବେଟିଂ ଚାଲିଥିବାବେଳେ ପୋଲିସ ଚଢାଉ କରି ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଥିବା ରାୟଗଡ଼ା ଥାନାଧିକାରୀ ନୀହାର ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।…

ଜିଲା ପରିଷଦ ଅଧ୍ୟକ୍ଷ ପଦ ଫେରିପାଇଲେ ପୁରୁଷୋତ୍ତମ

ରାୟଗଡ଼ା ଅଫିସ ,୧୯ା୯- ରାୟଗଡ଼ା ଜିଲା ଦୌରାଜଜ୍‌ଙ୍କ ଦ୍ୱାରା ଅସିଦ୍ଧ ଘୋଷଣା ହୋଇଥିବା ଜିଲାପରିଷଦ ଅଧ୍ୟକ୍ଷ ପଦକୁ ଗୁରୁବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୁଷୋତ୍ତମ ଗମାଙ୍ଗ ପୁଣି ଫେରି ପାଇଛନ୍ତିି। ଦୀର୍ଘ ୧୦ ମାସ ପରେ ନିଜ କାର୍ଯ୍ୟାଳୟକୁ ଫେରି କାର୍ଯ୍ୟ ଆରମ୍ଭ…

ଭୂତକୋଠି ପାଲଟିଛି ଡାକବଙ୍ଗଳା

ମୁନିଗୁଡ଼ା,୧୮।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ରାଜ୍ୟ ରାଜପଥ ପାର୍ଶ୍ୱରେ ଥିବା ବହୁ ପୁରାତନ ଗେଷ୍ଟ୍‌ ହାଉସ୍‌ ତଥା ଡାକବଙ୍ଗଳା ଭୂତକୋଠି ପାଲଟିଛି। ୩/୪ ଏକର ପରିମିତ ଜାଗାରେ ଥିବା ଏହି ସରକାରୀ ଡାକବଙ୍ଗଳାରେ ଉଚ୍ଚ ପଦାଧିକାରୀମାନେ…

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…

ରେଳ ଟ୍ରାକ୍‌ରେ ଫସିଲା ଟ୍ରେଲର : ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ମୁଡ଼ିଗୁଡ଼ା,୧୩।୯(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ଏକ ଟ୍ରେଲରର ବ୍ରେକ୍‌ ଫେଲ ହୋଇଯିବାରୁ ରେଳ ଲାଇନ ଉପରେ ଫସିରହିଛି। ଫଳରେ ମୁନିଗୁଡା ରାୟଗଡ଼ା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଟ୍ରେଲରଟି ବିଶାଖାପାଟଣାରୁ ଆଲୁମିନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri