ରାୟଗଡା

ବେତାର ନାଟକ ବିଭାଗ: ଶିଶୁ କଳାକାର ଅନୁଷ୍କା ମନୋନୀତ

ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଉମରକୋଟସ୍ଥିତ ଶିଶୁ ବିଦ୍ୟାମନ୍ଦିରର ତୃତୀୟ ଶ୍ରେଣୀର ସାଇ ଅନୁଷ୍କା ମହାରଣା ଆକାଶବାଣୀ ଜୟପୁର ଦ୍ୱାରା ଆୟୋଜିତ ବେତାର ନାଟକ ବିଭାଗ ପାଇଁ ବି ଗ୍ରେଡ୍‌ ଶିଶୁ କଳାକାର ଭାବେ ମନୋନୀତ ହୋଇଛନ୍ତି। ଜିଲାର ଅଗ୍ରଣୀ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚାଉଁରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ହରି ଗୌଡ଼(୫୦), ହାରାମଣି(୪୫), ପଦ୍ମା ଗୌଡ଼(୬୫) ଏବଂ ସନାଇ ଗୌଡ଼(୧୬) । ସୂଚନାଯେଗ୍ୟ, ଜଙ୍ଗଲରେ…

ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍‌ଟକ୍‌ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ

ମାଲକାନଗିରି,୨୬।୬(ସ୍ବ.ପ୍ର.): ସରକାରୀ ଡାକ୍ତରଖାନାରେ ନିୟୋଜିତ ଡାକ୍ତର ତଥା ନର୍ସମାନଙ୍କର ରୋଗୀଙ୍କୁ ଅବହେଳାର ଅନେକ ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ଶିଶୁମାନେ ଏଥିରୁ ବାଦ୍‌ ପଡ଼ୁନାହାନ୍ତି। ଏଭଳି ଏକ ଘଟଣାକ୍ରମରେ ମାଲକାନଗିରି ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା କକ୍ଷ(ଏସ୍‌ଏନ୍‌ସିୟୁ)ରେ…

ଫାଇଲ୍‌ ଆସୁଛି ହେଲେ ଚେୟାର୍‌ ଖାଲି

କାଶୀନଗର, ୨୬ା୬(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକ୍‌ କାର୍ଯ୍ୟାଳୟରେ ଏବେ କର୍ମଚାରୀ ଅଭାବ ଦେଖାଦେଇଛି। ବିଭିନ୍ନ ପଦବୀରେ କେହି ଅଧିକାରୀ ନାହାନ୍ତି। ଫାଇଲ୍‌ ପରେ ଫାଇଲ୍‌ ଆସୁଛି। କିନ୍ତୁ ଚେୟାର୍‌ ଖାଲି ଥିବାରୁ ଅଫିସ୍‌ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ଖୋଦ୍‌ ବିଡିଓ ନିଜ…

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି କରୁଥିବା ଏକ ମେଣ୍ଟେନାନ୍ସ ଇଞ୍ଜିନ୍‌ ଧକ୍କା ଦେବା ଯୋଗୁ ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଛି।…

ସପ୍ତାହେ ହେଲା ଏଟିଏମ୍‌ରେ ଟଙ୍କା ନାହିଁ: ଗ୍ରାହକଙ୍କୁ ଲୁଟୁଛନ୍ତି କିଓସ୍କ ବ୍ୟାଙ୍କ ସେବା କେନ୍ଦ୍ର

କାଶୀନଗର,୨୫।୬(ଡି.ଏନ୍‌.ଏ.)- କାଶୀନଗର ଏନ୍‌ଏସି ଅଞ୍ଚଳରେ ଗ୍ରାହକ ଉପଯୁକ୍ତ ଏଟିଏମ୍‌ ସେବା ପାଉ ନ ଥିବା ଅଭିଯୋଗ ହୋଇଛି। ଏଠାରେ ଷ୍ଟେଟ୍‌ବ୍ୟାଙ୍କର ୨ଟି ଏଟିଏମ୍‌, ଆନ୍ଧ୍ରବ୍ୟାଙ୍କର ଗୋଟିଏ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍‌ର ଏଟିଏମ୍‌ ରହିଥିଲେ ମଧ୍ୟ ବ୍ୟାଙ୍କ ପକ୍ଷରୁ ଟଙ୍କା ମହଜୁଦ ରଖାଯାଉ…

୮୭ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର,୨୪ା୬(ବି.ପ୍ର)- ପୋଲିସକୁ ଚକମା ଦେବା ପାଇଁ ଗଞ୍ଜେଇ ଚାଲାଣ କାରୀ ଏକ ଅଭିନବ ଉପାୟ ବାଛି ନେଇଥିଲେ। ପରିବା ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ। ଏ ସମ୍ପର୍କରେ ଖବର ପାଇ ନବରଙ୍ଗପୁର ପୋଲିସ ଚଢାଉ କରି ଏକ ନମ୍ବର ବିହିନ…

ମଉଳି ଗଲା ପିତାମାତାଙ୍କ ସ୍ବପ୍ନ: ପାଠପଢା ବୟସରେ ଦିବ୍ୟାଙ୍ଗ ହୋଇଗଲେ ପୁଅ

ନବରଙ୍ଗପୁର,୨୪।୬(ବି.ପ୍ର.)- ପୁଅ ପାଠ ପଢି ମଣିଷ ହେବ। ବାର୍ଦ୍ଧକ୍ୟ ବୟସରେ ସହାୟକ ହେବ। ଏଭଳି ଆଶା ରଖିଥିଲେ ମାଆ, ବାପା । କିନ୍ତୁ ସବୁ ଆଶା ମଉଳି ଗଲା। ହଠାତ କୌଣସି ରୋଗରେ ଆକ୍ରାନ୍ତ ହୋଇ ପୁଅର ଗୋଡ ଅଚଳ ହୋଇ…

ଲଗାଣ ବର୍ଷା ଯୋଗୁ ବାହ୍ୟଜଗତରୁ ୨ ପଞ୍ଚାୟତ ବିଚ୍ଛିନ୍ନ

ମାଲକାନଗିରି,୨୩ା୬ (ସ୍ବ.ପ୍ର.)- ମାଲକାନଗିରି ଜିଲାରେ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ମାଥିଲି ବ୍ଲକର ୨ଟି ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଥିବା ଜଣାପଡିଛି। ବର୍ଷା ଯୋଗୁ ମହୁପଦର ନିକଟରେ ଥିବା ଡାଇଭର୍ସନ ରୋଡ ଧୋଇ ହୋଇଯିବାରୁ…

ଯବାନଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି, ୨୩ା୬ (ସ୍ବ.ପ୍ର.)-ସୀମାନ୍ତରେ ପୁଣି ଲାଲବାହିନୀ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସେମାନେ ଜଣେ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ମିରତୁରରେ ରବିବାର ଏପରି ଦୁଃଖଦ ଘଟଣା ଘଟିଛି। ମୃତ ଯବାନ ଜଣକ ହେଲେ ଚିନ୍ତୁ କଡକି।…

ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା

ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ ଦେଇଛନ୍ତି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲ୍ଲୀ ପଞ୍ଚାୟତର ନନ୍ଦ ବସ୍ତିର କୃଷ୍ଣ…

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ ମୋଟ ୧୧୧ଟି ପଞ୍ଚାୟତ ଥିବା ବେଳେ ଏକତୃତୀୟାଂଶ ପଞ୍ଚାୟତକୁ ବାଦ୍‌ ଦେଲେ ଅନ୍ୟ ସବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri