ରାୟଗଡା

ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର

ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ ନକୁଳ…

ଜୀବନରେ ଯୋଗର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ 

ଝରିଗାଁ,୨୧।୬(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦରମହକୁମାସ୍ଥିତ ୧୫ ତମ ବାଟାଲିଅନ୍‌ ବିଏସ୍‌ଏଫ୍‌ କ୍ୟାମ୍ପରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଝରିଗାଁ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ଗ୍ରାମର ଯୁବ ଗୋଷ୍ଠୀ ଏବଂ ବିଏସ୍‌ଏଫ୍‌ ଯବାନ୍‌ମାନେ ଏକତ୍ରିତ ହୋଇ…

ସାପ କାମୁଡାରେ ମା’, ଝିଅ ମୃତ

ପାପଡାହାଣ୍ଡି, ୨୧।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ଗ୍ରାମ କନାରୀ ଛୁଆଁରେ ସାପ କାମୁଡାରେ ଶୁକ୍ରବାର ମା’, ଝିଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ବୁଦେଇ ଜାନୀ ଓ ଝିଅ ଅସ୍ତୁ (୧୨)। ମା’ଝିଅ ଗୁରୁବାର ରାତିରେ ଶୋଇଥିବା…

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ ଜନସାଧାରଣ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଥିଲେ। ଚିତ୍ରକୋଣ୍ଡାର ଅନୁଭବୀ ଦୈନିକ ଅଭ୍ୟାସର ଯୋଗ…

ପାଇଖାନା ନିର୍ମାଣ ଅର୍ଥ ଆଣିବାକୁ ଯାଇଥିଲେ : ଦିବ୍ୟାଙ୍ଗଙ୍କୁ ଧକ୍କା ମାରିଲେ ବିଡିଓ

ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଧରି ପୀଡ଼ିତ…

ଦୁଇ ଆଦିବାସୀ ଗାଁ ବାସିନ୍ଦାଙ୍କ ବିପଦପୂର୍ଣ୍ଣ ଯାତ୍ରା: ତାରକୁ ଧରି ନଦୀ ପାର ହେବାକୁ ପଡ଼େ

ପାରଳାଖେମୁଣ୍ଡି, ୨୧।୬ (ସ୍ବ.ପ୍ର.)- ବର୍ଷାଦିନ ଆସିଲେ ପେକେଟ୍‌ ଓ ଲିମର୍ସିଂ ଗାଁର ଲୋକଙ୍କ ମନରେ ଡର ପଶେ। ଏହି ଦୁଇଟି ଗାଁ ମଝିରେ ରହିଛି ପାରଜୀ ନଦୀ। ବର୍ଷାଦିନେ ପାଣି ଭର୍ତ୍ତି ଥିଲେ ନଦୀ ପାରହେବାର ଏକମାତ୍ର ମାଧ୍ୟମ ହେଉଛି ତାର…

ଟ୍ରକକୁ ଧକ୍କା ଦେଲା କାର: ଜଣେ ମୃତ, ଗୋଟିଏ ପରିବାରର ୫ ଆହତ

ରାୟଗଡା ଅଫିସ୍‌, ୨୦।୬- ରାୟଗଡା ସହରର ସିରିଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ପରିବାରର ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ମାନସ ରଞ୍ଜନ ଦାଶ(୪୦)। ଆହତ ହୋଇଥିବା ଟି.ଲକ୍ଷ୍ମୀନାରାୟଣ, ତାଙ୍କ…

କସ୍ତୁରିନଗର ଛାତ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ: ତ୍ରିକୋଣୀୟ ପ୍ରେମ ଲାଗି କରାଯାଇଥିଲା ହତ୍ୟା

ରାୟଗଡା ଅଫିସ୍‌, ୨୦।୬- ଗତ ୧୬ ତାରିଖ ଘଟିଥିବା ଛାତ୍ର ମହାଦେବ ସୁରେଶ କୁମାର ହତ୍ୟା ଘଟଣା ଉପରୁ ପୋଲିସ ପରଦା ହଟାଇଛ। ଏହି ଘଟଣାରେ ୩ଜଣ ନାବାଳକଙ୍କ ସମେତ ନିରଞ୍ଜନ ବିଡିକା ଓ ପି.ପଓ୍ବନ କଲ୍ୟାଣ ୨ ଜଣ ଯୁବକଙ୍କୁ…

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର ବିକାଶରେ ବାଧକ ସାଜିଛି ରାସ୍ତା। ଜଙ୍ଗଲ ମୂଳକରେ ଭଗବାନ ଭରସାରେ ଜୀବନ ବିତାଉଛନ୍ତି…

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର ଦୋରାଗୁଡା…

ଗ୍ରାମସଭାରେ ନାଲ୍‌କୋକୁ ମିଳିତ ବିରୋଧ

ପଟ୍ଟାଙ୍ଗି,୧୯ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍‌ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ ନେତାଙ୍କଠାରୁ ଆରମ୍ଭ କରି ବିପକ୍ଷବାଦୀ ଓ ପଞ୍ଚାୟତ ବାସିନ୍ଦା ନାଲ୍‌କୋକୁ ବିରୋଧ କରିଛନ୍ତି।…

ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା

ଗୁଣପୁର,୧୮ା୬(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏହି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନେ ଏପରି କାର୍ଯ୍ୟ ଆଉ କରିବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri