ଦାଦନ ଖଟିବାକୁ ଯାଉଥିବା ୮ନାବାଳକ ଷ୍ଟେଶନରୁ ଉଦ୍ଧାର
ରାୟଗଡା ଅଫିସ୍, ୧୮ା୬- ଦାଦନ ଖଟିବାକୁ ଯାଉଥିବା ବେଳେ ମଙ୍ଗଳବାର ୮ଜଣ ନାବାଳକ ଉଦ୍ଧାର ହୋଇଛନ୍ତି । ଚାଇଲ୍ଡ ଲାଇନ୍ ସଦସ୍ୟ ଏମ୍.କ୍ରିଷ୍ଣାରାଓ, ଲକ୍ଷ୍ମଣ ଶବର, ରଣଜିତ ମାଝୀ ଏବଂ ରାକ୍ଷୀ ପ୍ରଧାନ ଷ୍ଟେଶନ୍ରେ ଚେକଆଉଟ ପାଇଁ ଯାଇଥିଲେ । ଏହି…
ହେଲ୍ମେଟ ଚେକ୍ ଆଳରେ ଜୟପୁର ପୋଲିସର ଦବଙ୍ଗଗିରି: ଭିଡିଓ ଭାଇରାଲ
ଜୟପୁର, ୧୮।୬(ନି.ପ୍ର.): କୋରାପୁଟ ଜିଲା ଜୟପୁର ୨୦ ନମ୍ବର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ମଙ୍ଗଳବାର ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ହେଲ୍ମେଟ ଚେକ ଆଳରେ ପୋଲିସ ବାଇକ୍ଆରୋହୀଙ୍କୁ କିପରି ନିସ୍ତୁକ ମାଡ଼ ମାରୁଛନ୍ତି ତାହା ସମ୍ମୁଖକୁ ଆସିଛି। ଏଥିରେ…
ଓଲଟି ପଡ଼ିଲା ଛେଳି, ମେଣ୍ଢା ବୋଝେଇ ପିକ୍ଅପ : ୪୫ରୁ ଊର୍ଦ୍ଧ୍ୱ ମୃତ
ପଟାଙ୍ଗି,୧୭ା୬(ଡି.ଏନ୍.ଏ.) : କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ଅଧିନସ୍ଥ ତେଲରାଇ ଗ୍ରାମ ଛକ ନିକଟରେ ଜାତୀୟ ରାଜପଥ ଉପରେ ଏପି ୩୧ ଟିଏଚ୍ ୪୭୬୫ ନଂ ବିଶିଷ୍ଟ ଏକ ପିକ୍ଅପ ଛତିଶଗଡ଼ରୁ ଛେଳି ଓ ମେଣ୍ଢା ବୋଝେଇ କରି…
ବଜ୍ରପାତ ନେଲା ୨ ଜୀବନ
ପାପଡ଼ାହାଣ୍ଡି, ୧୭।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚେରଚେଟା ପଞ୍ଚାୟତ ବରଦେଇ ଗ୍ରାମରେ ରବିବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗ୍ରାମର ବିଷମ ନାୟକ ଓ ମହେନ୍ଦ୍ର ଭତରା। ସୋମବାର ସେମାନଙ୍କ ମୃତଦେହ ଜମିରୁ ଉଦ୍ଧାର କରାଯାଇଛି।…
ବାଉଁଶ ତିଆରି ନନ୍ଦରେ ବସୁଛି କୂଅ
ମୁନିଗୁଡ଼ା,୧୭ା୬ : ପାନୀୟ ଜଳ ସମସ୍ୟା ନେଇ ଚିନ୍ତାରେ ରହୁଥିଲେ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ସିନ୍ଧିପଙ୍ଗା ଗ୍ରାମବାସୀ। ଗାଁ ନିକଟରେ କୌଣସି ନଦୀ, ନାଳ କିମ୍ବା ପୋଖରୀ ନ ଥିବାରୁ ପାଣି ପାଇଁ ସେମାନେ ପଥର କିମ୍ବା ସିମେଣ୍ଟ ନନ୍ଦ…
ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ
ମାଲକାନଗିରି,୧୭ା୬(ଡି.ଏନ.ଏ.)- ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ ଅସମ୍ଭବ।…
ମାଓପ୍ରବଣ ଅଞ୍ଚଳରେ ଯୋଗ ଅଭ୍ୟାସ କଲେ ବିଏସ୍ଏଫ୍ ଯବାନ
ମାଲକାନଗିରି,୧୬।୬: ଓଡ଼ିଶାର ମାଲକାନଗିରି ଜିଲାରେ ଥିବା ମାଓପ୍ରବଣ ଅଞ୍ଚଳରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍ଏଫ୍)ର ଯବାନମାନେ ରବିବାର ଯୋଗ ଅଭ୍ୟାସ କରିଥିବା ଦେଖାଯାଇଛି। ଆସନ୍ତ ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଏମାନେ ନିଜକୁ ସୁସ୍ଥ ରଖିବାକୁ ଯୋଗ…
ବିଏସ୍ଏଫ୍ ଅପରେଶନ : ଧରାପଡ଼ିଲେ କ୍ୟାଡର ମାଓବାଦୀ
ମାଲକାନଗିରି,୧୬ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବିଏସ୍ଏଫ୍ଙ୍କ ଅପରେଶନରେ ଧରାପଡ଼ିଛନ୍ତି କ୍ୟାଡର ମାଓବାଦୀ ଚନ୍ଦ୍ର ସିସା ଓରଫ ଚନ୍ଦନ। ଆନ୍ଧ୍ର-ଓଡ଼ିଶା ଜୋନାଲ ବର୍ଡର କମିଟିର ସେ ସଦସ୍ୟ ଥିଲେ। ତାଙ୍କ ନାଁରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ…
୪ ଶିକାରୀ ଅଟକ, ୨ ବନ୍ଧୁକ ଜବତ
ଝରିଗାଁ,୧୪ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଭଇରାଘୁମର ଜଙ୍ଗଲକୁ ଚଢ଼େଇ ଶିକାର କରିବା ନେଇ ଆସିଥିବା କୁହୁଡି ଗ୍ରାମର ୪ ଜଣଙ୍କୁ ଝରିଗାଁ ବନାଞ୍ଚଳ କାର୍ଯ୍ୟାଳୟରେ ଅଟକ ରଖିବା ସହ ସେମାନଙ୍କ ନିକଟରୁ ଦୁଇ ଦେଶୀ ପୁରୁଣା…
ମୁନିଗୁଡ଼ା ରେଳ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନ ଯୋଗୁ ହଜିଥିବା ଜିନିଷ ଫେରିପାଇଲେ କରନ୍
ମୁନିଗୁଡ଼ା,୧୩।୬(ଡି.ଏନ୍.ଏ.): ରାୟଗଡ଼ା ଜିଲାର ପୂର୍ବତଟ ରେଳପଥ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ମୁନିଗୁଡ଼ା ରେଳ ସୁରକ୍ଷା ବଳ କର୍ମଚାରୀଙ୍କ ଉନ୍ନତ ସେବା ଲାଗି ଜନୈକ ଯାତ୍ରୀ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ସୂଚନାନୁଯାୟୀ, ବିହାରର ମୁଙ୍ଗେର ଜିଲା ଅନ୍ତର୍ଗତ କାଥାନା ଗ୍ରାମର କରନ୍…
ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର
ପାପଡ଼ାହାଣ୍ଡି,୧୩।୬(ଡି.ଏନ୍.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର ବାରିରେ ସାପ କାତି ଦେଖି ସାପ ଥିବା ସନ୍ଦେହରେ ପାପଡ଼ାହାଣ୍ଡିର ସାପ ଧରାଳିଙ୍କୁ…
ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା
ଜୟପୁର,୧୨ା୬(ଡି.ଏନ୍.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି ନଗର ଭାଜପା। ସହରର ଭୂମିହୀନ ଲୋକଙ୍କୁ ସରକାରୀ ଜମି ଦିଆଯିବା ପାଇଁ ଡ୍ରୋନ ସର୍ଭେ…
Archives


