ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ
କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି ଓ ସାନ ଭାଇ ଉଦ୍ଧବଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଲଳିତ ରାଗିଯାଇ ଏକ…
ବିଭିନ୍ନ ଘଟଣାର ନ୍ୟାୟ ଦାବିରେ ଧାରଣା: ପୋଲିସ ପଦକ୍ଷେପ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ସିପିଆଇ
ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ ପ୍ରତୀକ ପୂର୍ବାହ୍ନ ୧୦ଟାରୁ ୧୨ଟା ଯାଏ ଧାରଣା ଦେଇଛି ଜିଲା ସିପିଆଇ। ଜୟପୁର…
ଓଲଟିଲା ବସ୍, ବର୍ତ୍ତିଲେ ୨୦ ଯାତ୍ରୀ: ଡ୍ରାଇଭର, କଣ୍ଡକ୍ଟରଙ୍କ ସମେତ ୪ ଆହତ
ପଟ୍ଟାଙ୍ଗି,୭ା୬(ଡି.ଏନ୍.ଏ.): ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ତେଲରାଇ ଛକ ନିକଟରେ ଶୁକ୍ରବାର ଏକ ବସ୍ ଓଲଟିପଡ଼ିଛି। ଏଥିରେ କଣ୍ଟକ୍ଟରଙ୍କ ସମେତ ୪ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ବର୍ତ୍ତିଯାଇଛନ୍ତି। ଡ୍ରାଇଭର ଓ କଣ୍ଡକ୍ଟର ଏବେ କୋରାପୁଟରେ ଚିକିତ୍ସିତ ହେଉଛନ୍ତି। ସୂଚନା…
ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା
ପଟ୍ଟାଙ୍ଗି,୭।୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…
ସିଲେରୁ ନଦୀରେ ଡଙ୍ଗା ବୁଡି ନିଖୋଜ ଘଟଣା: ୪ ଦିନ ପରେ ୨ ମହିଳାଙ୍କ ମୃତଦେହ ଉଦ୍ଧାର
ମାଲକାନରି, ୬ା୬ (ସ୍ବ.ପ୍ର.)- ସିଲେରୁ ନଦୀରେ ଡଙ୍ଗାବୁଡି ନିଖୋଜ ଥିବା ୨ ମହିଳାଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଫଳରେ ଗତ ୪ ଦିନ ଧରି ଏନେଇ ଲାଗି ରହିଥିବା ଅନିଶ୍ଚିତତା ଦୂର ହୋଇଛି। ଖବରରୁ ଜଣାପଡିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା…
ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ
ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ ଅଭିଯୋଗ…
ବିଷାକ୍ତ ଭୋଗ ଖାଇ ଏମ୍ଭି-୨୫ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
କୋରକୋଣ୍ଡା/ମାଲକାନଗିରି,୬।୬(ଡି.ଏନ୍.ଏ./ସ୍ବ.ପ୍ର.): ମାଲକାନଗିରି ଜିଲା ଏମ୍ଭି-୨୫ ଗ୍ରାମରେ ବିଷାକ୍ତ ଭୋଗ ଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପାଗଳ କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀରରେ ପ୍ରସ୍ତୁତ ଭୋଗ ଖାଇବା ଦ୍ୱାରା ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ଲୋକେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ…
ବଜ୍ରପାତ ନେଲା ଜୀବନ
ପାଣ୍ଡ୍ରିପାଣି,୬।୬(ଡି.ଏନ୍.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪) ଓ…
ଚିକିତ୍ସା ଅବହେଳାରୁ ଦେଢ଼ ବର୍ଷର ଶିଶୁର ଗଲା ଜୀବନ
କୋରୁକୋଣ୍ଡା,୬।୬(ଡି.ଏନ.ଏ): ମାଲକାନଗିରି ଜିଲାର ଖଇରପୁଟ ବ୍ଲକର ସଦର ମହକୁମାରେ ଚିକିତ୍ସା ଅବହେଳାରୁ ଜଣେ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର ଉକ୍ତ ଗଁାର ଦେଢ଼ ବର୍ଷ ଶିଶୁଟିର ଦେହ ଖରାପ ହେବାରୁ ପରିବାର ଲୋକେ ତାଙ୍କୁ ଗୋଷ୍ଠୀ…
ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା
ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ ରହିଛି। ଏହି ଘାଟି ରାସ୍ତା ଗୁମ୍ମା ବ୍ଲକ ସଦର ସହ ଭୁବନୀ, ସେରଙ୍ଗ ଦେଇ…
ବିଲ୍ଟ କାଗଜକଳରେ ଉତ୍ତେଜନା: ଠିକା ଶ୍ରମିକଙ୍କୁ କାରଖାନାରେ ପୂରାଇଦେଲେନି
ଜୟପୁର,୫ା୬(ଡି.ଏନ୍.ଏ.): ଜୟପୁର ଗାଗନାପୁର ସ୍ଥିତ ବିଲ୍ଟ ସେୱା କାଗଜକଳରେ ପୁଣି ଅଶାନ୍ତି ଦେଖାଦେଇଛି। ବୁଧବାର ପୂର୍ବାହ୍ନରୁ ଠିକା ଶ୍ରମିକ କାରଖାନାକୁ ଯିବାବେଳେ ସୁରକ୍ଷାବଳ ସେମାନଙ୍କୁ ପ୍ରବେଶ କରାଇ ଦେଇନାହାନ୍ତି। ଠିକା ଶ୍ରମିକ କାର୍ଯ୍ୟରେ ଯୋଗ ନଦେବା ପାଇଁ କାଗଜକଳ କର୍ତ୍ତୃପକ୍ଷ ମନା…
ମୁନିଗୁଡା: ପରସ୍ପରକୁ ଆଲିଙ୍ଗନ କରି ‘ଇଦ୍ ମୁବାରକ’ ଜଣାଇଲେ ମୁସଲମାନ ଭାଇ
ମୁନିଗୁଡ଼ା,୫।୬(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ମୁସ୍ଲିମ୍ ସଂପ୍ରଦାୟର ଲୋକଙ୍କ ପକ୍ଷରୁ ଇଦ୍ ପର୍ବ ମହା ଆଡ଼ମ୍ବର ସହ ପାଳିତ ହୋଇଛି। ମୁନିଗୁଡ଼ା ମୁସଲିମ୍ ସଂଘର ସଭାପତି ଏମ୍ଡି ଆୟୁବ ଓ ଶେଖ୍ ହବିବ୍ଙ୍କ ମିଳିତ ସଂଯୋଜନାରେ ମସ୍ଜିଦ ପରିସରରେ ସମସ୍ତ ମୁସଲମାନ…
Archives


