ରାୟଗଡା

ରାସ୍ତା ନାହିଁ, ନଦୀପାଣିରେ ପଶି ଡାକ୍ତରଖାନା ଗଲେ ଗର୍ଭବତୀ

ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ା ଜିଲାରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଗ୍ରାମରେ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଶନିବାର ଚଲାଇ ଚଲାଇ ୩ କିଲୋମିଟର ନେବା ପରେ ଝାବତୀ ନଦୀ ପାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ହଷ୍ଟେଲରେ ଲାଗିଲା ନିଆଁ: ଜଳିଗଲା ଛାତ୍ରୀଛାତ୍ରଙ୍କ ବିଭିନ୍ନ ସାମଗ୍ରୀ

ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ାର ସାଇପ୍ରିୟା ନଗରରେ ଥବା ଅନ୍ବେଷା ଛାତ୍ରୀଛାତ୍ର ହଷ୍ଟେଲରେ ଶର୍ଟସର୍କିଟ୍‌ରୁ ନିଆଁ ଲାଗିଯାଇଛି। ଉକ୍ତ ହଷ୍ଟେଲର ଏକ ଗୋଦାମ ଘରେ ଥିବା ଗଦି, ପିଲାଙ୍କ ଚୌକି, ଆସବାବପତ୍ର, ଅନ୍ୟାନ୍ୟ ଦରକାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇଯାଇଛି। ଖବର…

ଭିଜିଲାନ୍ସ ଜାଲରେ ଏଆରଆଇ

ନବରଙ୍ଗପୁର,୧୯।୧୨(ବି.ପ୍ର.)-ନବରଙ୍ଗପୁର ଜିଲା କୋଡିଙ୍ଗା ତହସିଲ ଅଧୀନ ବଡଆମ୍ବଡା ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନିରିକ୍ଷକ(ଏଆରଆଇ) ହରିବନ୍ଧୁ ରନ୍ଧାରୀ ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତିି । କୋଷାଗୁମୁଡା ବ୍ଲକ ଅଞ୍ଚଳା ଗାଁର ଘାସିରାମ ହରିଜନଙ୍କ…

ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘର ଅନଶନ

ରାୟଗଡ଼ା ଅଫିସ,୧୯।୧୨: ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଂଘ ପକ୍ଷରୁ ୧୦ଟି ଦାବି ନେଇ ରାୟଗଡ଼ା ଡିଭିଜନ ସମ୍ମୁଖରେ ଅନଶନ ପୂର୍ବାହ୍ନ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଚାଲିଛି। ଗ୍ରାମୀଣ ଡାକସେବକ ସଂଘ (ଜିଡିଏସ)ସପ୍ତମ ବେତନ କମିଶନ କମଲେଶ ଚନ୍ଦ୍ରା ରିପୋର୍ଟ ୨୦୧୮…

୧୦ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୮।୧୨: ରାୟଗଡ଼ା ଜିଲା ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ୧୦ ଦଫା ଦାବିରେ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଡିଏଲ୍‌ସି ନିଜେ ଡିଏଲ୍‌ଓଙ୍କ ଦାୟିତ୍ୱରେ ଥିବା ବେଳେ ନୂତନ ଡିଏଲ୍‌ଓ ନିଯୁକ୍ତି, ଶ୍ରମିକଙ୍କ ନୂତନ ପଞ୍ଜୀକରଣ, ଶିକ୍ଷାଗତ…

୨ ସୁନା ଚେନ ଲୁଟେରା, ୨ ଗ୍ରାହକ ଗିରଫ

ରାୟଗଡ଼ା ଅଫିସ,୧୭।୧୨: ଗତ କିଛିଦିନ ହେଲା ରାୟଗଡ଼ାରେ ସୁନା ଚେନ ଲୁଟେରାଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ା ଗତ ୧୭ରେ ରାୟଗଡ଼ା ବ୍ୟାଙ୍କ କଲୋନୀ ୨ୟ ଲାଇନରେ ରହୁଥିବା ମାଙ୍ଗାୟାମା (୭୦) ନିଜ ଘର ବାହାରେ ପ୍ରାତଃ ଭ୍ରମଣ କରୁଥିବାବେଳେ ବାଇକରେ…

ଛେଳିଆ ମାଝି ହତ୍ୟାକାଣ୍ଡ ଘଟଣା: ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍‌ ସୋମଶେଖର ଜେନା ସୋମବାର ମାମଲାର ବିଚାର କରି ଏହି ରାୟ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ,…

ଅବ୍ୟବସ୍ଥାରେ ଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ: ୧୨ ଶିକ୍ଷକ ବଦଳରେ ଅଛନ୍ତି ୬

ଚନ୍ଦ୍ରପୁର, ୧୭।୧୨ (ଡି.ଏନ୍‌.ଏ.) – ଗୁଣାତ୍ମକ ଶିକ୍ଷା ପାଇଁ ଅନେକ ସରକାରୀ ଯୋଜନା ରହିଛି। ସେଗୁଡିକର ଫାଇଦା କିନ୍ତୁ ସବୁଠି ମିଳୁନି। କେଉଁଠି ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି ତ କେଉଁଠି ଜରାଜୀର୍ଣ୍ଣ ଶ୍ରେଣୀଗୃହରେ ବିପଦସଙ୍କୁଳଭାବେ ପାଠପଢା ହେଉଛି। ଏଥିସହ ସ୍କୁଲରେ…

ଆଦିବାସୀ ମହାସଂଘ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୫।୧୨: ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀଙ୍କ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ଦାବିରେ ରବିବାର ଆଦିବାସୀ ମହାସଂଘ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାଗୀରଥି ହତ୍ୟାକାଣ୍ଡକୁ ୯ ବର୍ଷ ବିତି ଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି…

ଅଟୋ ଓଲଟି ବୃଦ୍ଧାଙ୍କ ଜୀବନ ଗଲା

ରାୟଗଡ଼ା ଅଫିସ,୧୪।୧୨: ରାୟଗଡ଼ା ଜିଲା ସେସକାଲ ଥାନା ଅଧିନସ୍ଥ ଗ୍ରାମର ବାଇସିଂ ଘାଟିରେ ଏକ ଓଟୋ ଓଲଟି ଜଣେ ବୃଦ୍ଧାଙ୍କ ଜୀବନ ଚାଲିଯାଇଛି। ସୂଚନାଯୋଗ୍ୟ, କାଶୀପୁର ବ୍ଲକର ଉପରକମ୍ପର ଗ୍ରାମର ମଙ୍ଗଳା ଖୋସଲା (୬୦) ଏବଂ ତାଙ୍କ ସମ୍ପର୍କୀୟମାନେ ଶୁକ୍ରବାର ଏକ…

ଦୃଷ୍ଟି ଆଢୁଆଳରେ ‘ହାଲୁଆ ଜଳ ପ୍ରପାତ’

ରାୟଗଡ଼ା ଅଫିସ , ୧୨ା୧୨-ରାୟଗଡ଼ା ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର। ସେଥିମଧ୍ୟରୁ ଅନେକ ଲୋକଲୋଚନକୁ ଆସିପାରୁନାହିଁ। ପର୍ଯ୍ୟଟନସ୍ଥଳୀର ଉନ୍ନତି ନେଇ ସରକାର ଲକ୍ଷ ଲକ୍ଷ ଟଙ୍କା ବ୍ୟୟ କରୁଛନ୍ତି। ହେଲେ ସେଥିରେ କିଛି ସୁଧାର ଆସୁନାହିଁ। ରାୟଗଡ଼ା ବ୍ଲକ…

ସିଆରପିଏଫ୍‌ ଆଇଜିଙ୍କ ମୁନିଗୁଡ଼ା ଗସ୍ତ: ମାଓବାଦୀ ଅପରେଶନର କଲେ ସମୀକ୍ଷା

ମୁନିଗୁଡ଼ା,୧୨।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିକଟସ୍ଥ ଝିଲିଗୁଡ଼ାଠାରେ ଥିବା ୮ମ ବାଟାଲିୟନ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ପରିଦର୍ଶନରେ ଆସି ମାଓବାଦୀ ଅପରେଶନର ସମୀକ୍ଷା କରିଛନ୍ତି ଆଇଜି ଏସ୍‌ କେ ମହାନ୍ତି । ପ୍ରଥମ ଥର ପାଇଁ ନୂତନ ଭାବେ ଓଡ଼ିଶା ସେକ୍ଟର ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?