ପୌର ଉପାଧ୍ୟକ୍ଷାଙ୍କ ଅନାସ୍ଥା ଭୋଟିଂ ପାଇଁ ଜାରି ହେଲା ନୋଟିସ, ଅକ୍ଟୋବର ୯…
ରାୟଗଡ଼ା,୨୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଘଟଣାରେ ଆସନ୍ତା ଅକ୍ଟୋବର ୯ ତାରିଖରେ ଭୋଟିଂ ପାଇଁ ସୋମବାର ନୋଟିସ ଜାରି ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ପୌର ପରିଷଦରେ ଥିବା…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାଶୀପୁର ଫରେଷ୍ଟ ରେଞ୍ଜର ଗିରଫ
ଜୟପୁର,୨୦।୯(ପବନ ପାଣିଗ୍ରାହୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ରାୟଗଡ଼ା ବନଖଣ୍ଡ ଅନ୍ତର୍ଗତ କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଶୁକ୍ରବାର ସକାଳେ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ବେଳେ…
ଗଞ୍ଜେଇ ଚାଲାଣରେ ସୁନ୍ଦରୀ ଯୁବତୀ: ଷ୍ଟେଶନରୁ ମାଡ଼ିବସିଲା ପୋଲିସ…
ମୁନିଗୁଡ଼ା,୧୯।୯ (ନନ୍ଦ କିଶୋର ପଟ୍ଟନାୟକ): ଟ୍ରେନ୍ ଯୋଗେ କେରଳକୁ ଗଞ୍ଜେଇ ଚାଲାଣ ବେଳେ ମୁନିଗୁଡ଼ା ପୋଲିସ ରେଳ ଷ୍ଟେଶନ ପରିସରରୁ ୨୧କେଜି ୧୫୦ଗ୍ରାମ ଗଞ୍ଜେଇ ଜବତ କରଛି। ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଜଣେ ଯୁବତୀଙ୍କ ସହ ୨ ଜଣ ଆନ୍ତଃରାଜ୍ୟ…
ସକାଳୁ ସକାଳୁ ଫରେଷ୍ଟ ରେଞ୍ଜରଙ୍କୁ ମାଡ଼ିବସିଲା ଭିଜିଲାନ୍ସ
ରାୟଗଡ଼ା,୧୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛୁ ଭିଜିଲାନ୍ସ ଟିମ। ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ସାହୁ ଦୁର୍ନୀତି କରିବା…
ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର
କଲ୍ୟାଣିସିଂହପୁର, ୧୭।୯( ଦୀପକ କୁମାର ପରିଡ଼ା ): ମହୁମାଛି ଆକ୍ରମାଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ଗୁରୁତର ଅବସ୍ଥାରେ ରାୟଗଡା ଜିଲା କଲ୍ୟାଣସିଂହପୁର ଗୋଷ୍ଠୀ…
ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା: ଧରାପଡ଼ିଲେ ହତ୍ୟାକାରୀ ନାବାଳକ
ଟିକିରି,୧୫।୯ (ପ୍ରଫୁଲ୍ଲ କୁମାର ବେହେରା): ଗୁଣି ସନ୍ଦେହ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡା ଥାନା ଅଧୀନ ଏକାଡେଲି କରଳ ଗାଁ ଛକ ନିକଟରେ ଜଣେ ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା କରାଯାଇଥିଲା। ପଡୋଶୀ କୋରାପୁଟ…
ଯାତ୍ରା ଦେଖି ଫେରିବାବେଳେ ଅଟୋଚାଳକଙ୍କୁ ହତ୍ୟା
ଟିକିରି,୧୩ା୯(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାର ଦୋରାଗୁଡ଼ା ଥାନା ଅନ୍ତର୍ଗତ ଡି. କରଳ ଗାଁ ନିକଟରେ ଶୁକ୍ରବାର ରାତିରେ ଜଣେ ଅଟୋଚାଳକଙ୍କୁ ହତ୍ୟା କରାଯାଇଛି। ରାତିରେ ସେ ତିକିରିଠାରେ ହେଉଥିବା ବାଲିଯାତ୍ରା ଦେଖି ଫେରୁଥିବା ସମୟରେ ତାଙ୍କ ବେକକୁ ଧାରୁଆ ଅସ୍ତ୍ର…
ସିଲେଇ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡି ପାଉଁଶ
ଜେ କେ ପୁର,୧୩।୯(ରାଜେଶ ବିଶ୍ବାଳ): ରାଜ୍ୟ ରାଜପଥ ନିକଟସ୍ଥ ଜେ କେ ପୁର କମ୍ପାନୀ ରୋଡରେ ଶୁକ୍ରବାର ରେମିନିଟ୍ରେ ସାଇ କ୍ଲିନିକ ନିକଟସ୍ଥ ଏକ ଟେଲରିଂ ସାମଗ୍ରୀ ବିକ୍ରୟ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦୋକାନ ମାଲିକ ଏମ. ଗୌରୀଶଙ୍କର ରାଓଙ୍କ…
ରାୟଗଡ଼ା ରାଜନୀତିରେ ନୂଆ ଟୁଇଷ୍ଟ୍, ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଲେ ୧୯ କାଉନସିଲର
ରାୟଗଡ଼ା,୧୨ା୯(ଆଶିଷ ରଞ୍ଜନ ପଣ୍ଡା): ପୂର୍ବତନ ରାଜ୍ୟସଭା ଏମ୍ପି ଏନ୍ ଭାସ୍କର ରାଓ ଏବଂ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା ବିଜେଡି ଛାଡ଼ିବା ପରେ ବର୍ତ୍ତମାନ ରାୟଗଡ଼ା ଜିଲା ବିଜେଡିରେ ଘନେଇଛି ବିବାଦ। ଫଳସ୍ବରୂପ ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ…
ଝୁଲନ୍ତା ଅବସ୍ଥାରେ ମିଳିଲା ନାଏବ ସରପଞ୍ଚଙ୍କ ମୃତଦେହ, ମାମୁଙ୍କୁ ଫୋନ୍ କରି ଭାଣିଜୀ କହିଲା…
ଗୁଣୁପୁର,୧୨ା୯(ପ୍ରଦୀପ ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଡମ୍ବସରା ପଞ୍ଚାୟତର ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ନାଏବ ସରପଞ୍ଚ ଜଣକ ହେଲେ ରଞ୍ଜିତା ତ୍ରିପାଠୀ। ସେ ନିଜ ଘର ପଦ୍ମପୁର ବ୍ଲକ ପେରୁପାଙ୍ଗ ଗାଁରେ ରହିଥିବା ବେଳେ ଗୁଣପୁର…
ଆପ୍ ଡାଉନଲୋଡ୍ ପରେ ଆକାଉଣ୍ଟରୁ ୧.୯୨ ଲକ୍ଷ ଗାଏବ
ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ଉପରକୋଡ଼ିଙ୍ଗା ଗ୍ରାମର ଜଣେ ମହିଳା ସାଇବର ଠକେଇ ଶିକାର ହୋଇଥିବା ଅଭିଯୋଗ ହୋଇଛି। ରାଜୁ ସାହୁଙ୍କ ସ୍ତ୍ରୀ ସୁନେମି ସାହୁଙ୍କ ମୋବାଇଲରେ ଏକ ହ୍ୟାକିଂ ଆପ୍ ଡାଉନଲୋଡ଼ ହୋଇ ତାଙ୍କ…
ରାୟଗଡ଼ାରେ ସରଗରମ ରାଜନୀତି: ପ୍ରମିଳାଙ୍କ ରିପୋର୍ଟରେ ଜିଲା ସଭାପତି ଭାବେ ଥିଲା ହିମିରିକାଙ୍କ ନାମ, କେଉଁ ଉଦ୍ଦେଶ୍ୟରେ…
ରାୟଗଡ଼ା,୧୦।୯(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ବିଜେ ସଭାପତି ଘୋଷଣା ପରେ ରାଜ୍ୟସଭା ପୂର୍ବତନ ଏମ୍ପି ଏନ.ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ଦଳର ବରିଷ୍ଠ ନେତା ବାନାଗା ତିରୁପତି…
Archives


