ରାୟଗଡା

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଗଞ୍ଜାମ ଓ…

ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରାକ୍ଟର, ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ

ରାୟଗଡା,୨୦।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁନିସିଂ ଛକ ନିଟରେ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବିହାରର ହୋଇଥିବା ବେଳେ ତାଙ୍କ ପରିଚୟ ମିଳିପାରିନି। ବୁଧବାର ସକାଳେ ଜେକେପୁରରେ ଥିବା…

କାଳବୈଶାଖୀରେ ଉଡ଼ିଗଲା ଛପର, ପଡ଼ୋଶୀ ଘରେ ଆଶ୍ରୟ ନେଲେ ପରିବାର

କଲ୍ୟାଣସିଂହପୁର ,୧୯।୫ (ଦୀପକ କୁମାର ପରିଡା): କାଳବୈଶାଖୀର ପ୍ରଭାବରେ କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀନଗର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରମିଳା ନାୟକଙ୍କ ଘରର ଛପର ସମ୍ପୂର୍ଣ୍ଣ ଭାବେ ଉଡ଼ିଯାଇଥିବାରୁ ସେମାନଙ୍କ ପରିବାର ପଡ଼ୋଶୀ ଘରେ ଆଶ୍ରୟ…

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା ଜବତ କରିଥିବା ସୂଚନା ମିଳିଛି । ବେଆଇନ ଭାବେ ଗଛକାଟି ଜଙ୍ଗଲରେ କେହି…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ପିସି ଆକ୍ଟ, ୧୯୮୮ର ଧାରା ୧୩(୨) ସହ ୧୩(୧)(ଇ) ଅନୁଯାୟୀ ଆୟ ବର୍ହିଭୂତ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ କରିବାରେ ପୋଲିସ ସକ୍ଷମ ହୋଇଛି । ଏ ନେଇ ପୋଲିସ ପକ୍ଷରୁ ରବିବାର…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସମିତି( ଓ ଆର୍‌ଏମ୍‌ଏ୍‌ଏସ) ଏବଂ କୃଷକ ଉତ୍ପାଦକ…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ ହାତୀ ପଲ ଗାଁରେ ପ୍ରବେଶ କରି ବ୍ୟାପକ ଉପଦ୍ରବ ଚଳାଇଛନ୍ତି। ହାତୀମାନେ ଗାଁର…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୬ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ ହୋଇଥିଲା। ରାୟଗଡ଼ା ପୋଲିସ ଶନିବାର ନିଜର ହ୍ବାଟ୍‌ସାପ୍‌ ମାଧ୍ୟମରେ ଗଣମାଧ୍ୟମକୁ ସୂଚନା ପ୍ରଦାନ…

ଅଟୋ-ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଗୁଣପୁର,୧୫ା୫(ସୁଜାତା ପାଢ଼ୀ): କୋରାପୁଟ-ରାୟଗଡ଼ା ସୀମାନ୍ତ ୩୨୬ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ରାୟଗଡ଼ା ଜିଲାର କୁଟୁଲୀ ଅଞ୍ଚଳରେ ବାଇକ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣା ପରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର ସୂଚନା ମୁତାବକ, ୩ ବର୍ଷ ହେଲା ମନ୍ଦିରର ହୁଣ୍ଡି ଖୋଲା ଯାଇ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?