ଯୁବକଙ୍କୁ ହତ୍ୟା
ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି।...
ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ
ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)- ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା।...
ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ
ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। କର୍ମଚାରୀଙ୍କ ପିଲାମାନେ ଏବେ ସ୍କୁଲରେ ନାମଲେଖା କିମ୍ବା ରିଆଡମିଶନ...
ଜଙ୍ଗଲରେ ନିଆଁ
ମାଲକାନଗିରି, ୨୧ା୪ (ସ୍ବ.ପ୍ର.)- ମାଲକାନଗିରି ଜିଲା ବନବିଭାଗର ବିଭିନ୍ନ ସ୍ଥାନରେ ଥିବା ଜଙ୍ଗଲରେ ନିଆଁ ଲାଗିଛି। ବିଭାଗର ୬ଟି ରେଞ୍ଜ୍ର କର୍ମଚାରୀମାନେ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି। ନିଆଁ ଯୋଗୁ ଜଙ୍ଗଲର ନାହିଁ ନ ଥିବା କ୍ଷତି ଘଟିଛି। ଏ ନେଇ...
କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ
ମାଲକାନଗିରି,୨୦।୪ (ଡି.ଏନ୍.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ...
୩ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍, ବୁଦୁରା ମାଡକାମି ଓ ବାମନ୍ ମାଣ୍ଡାବି। ବସ୍ତର ରେଞ୍ଜ ଡି.ଆଇ.ଜି. ବିବେକାନନ୍ଦ ସିହ୍ନାଙ୍କ ସୂଚନା ଅନୁଯାୟୀ ...
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ପାପଡାହାଣ୍ଡି,୧୯।୪(ଡ.ିଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ଅପରାହ୍ନରେ ବିଦ୍ୟୁତ ଖୁଣ୍ଟରେ ଚଢି ତାର ମରାମତି ସମୟରେ ବିଦ୍ୟୁତ ଆଘାତରେ ମନ କାତିଙ୍କ ମୃତ୍ୟୁ ହୋଇଥିଲା । କିନ୍ତୁ ତୁରନ୍ତ ବିଦ୍ୟୁତ ବିଭାଗର କୌଣସି...
ନାଲକୋ ହିଲ୍ଟପ୍ରେ ଛାଇଗଲା କୁଆପଥର
ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି। ପଞ୍ଚପଟ୍ଟମାଳି ଖଣିର ହିଲଟପ ଅଞ୍ଚଳରେ ପ୍ରାୟ ୨ ଇଞ୍ଚର କୁଆପଥର ବର୍ଷା ହୋଇଥିଲା।...
ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ
ଦଶମନ୍ତପୁର,୧୯।୪(ଡି.ଏନ୍.ଏ.): ଆବାସ ଯୋଜନାରେ ଦୁର୍ନୀତିର ଗନ୍ତାଘର ସାଜିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ। କେଉଁଠି ପୁନାଦିରେ କାମ ରହି ମଧ୍ୟ ଶେଷ ବିଲ୍ ଉଠାଯାଇ ଥିବାବେଳେ ଅନ୍ୟ କେଉଁଠି ଗୃହ ସଂପୂର୍ଣ୍ଣ ହୋଇ ନଥିଲେ ହେଁ କାର୍ଯ୍ୟାଳୟରେ ଫଟୋ ଦେଖାଇ...
ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର
ନନ୍ଦପୁର,୧୯।୪(ଡି.ଏନ୍.ଏ.): ନନ୍ଦପୁର ବ୍ଲକ ଘାଗ ଗ୍ରାମ ନିକଟରେ ଏକ ପଥର କ୍ୱାରି ସହ କ୍ରସର ଚାଲୁଥିବା ଯୋଗୁଁ ବିଭିନ୍ନ ସମସ୍ୟା ଉପୁଜୁଥିବା ସ୍ଥାନୀୟ ଗ୍ରାମବାସୀ ଗତ ରବିବାର ନନ୍ଦପୁର ଥାନାରେ ଏତଲା ଦେଇଛନ୍ତି। ପ୍ରତିଦିନ ବ୍ଲାଷ୍ଟିଂ ଯୋଗୁଁ ଘର ଭିତ୍ତି...
ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା
କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ ସାଙ୍ଗକୁ ଯୁବକଙ୍କ ବାଦ୍ୟ ଗାଁଦାଣ୍ଡ ପ୍ରକମ୍ପିତ କରୁଛି। ଗୁରୁବାର ଜିଲାର କୋରାପୁଟ ବ୍ଲକର...
କୃଷିଭିତ୍ତିକ ପର୍ବ ବିହନ ଛିନା
ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ ବିଭିନ୍ନ ଗ୍ରାମରେ ଭିନ୍ନ ଭିନ୍ନ ଭାବରେ ତିଥି ବାର ଦେଖି ପୂଜାରୀଙ୍କ...
Archives


