ବିପଦ ଆଶଙ୍କା: ଟ୍ରେନ ଯାଉଛି, ଲେଭଲ କ୍ରସିଂ ଗେଟ ପଡୁନି
କାଶୀନଗର, ୧୮।୪(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ଏନଏସିର ପଟେଲରୋଡରେ ଏକ ଲେଭଲ କ୍ରସିଂ ରହିଛି। ଏହି ଲେଭଲ କ୍ରସିଂ ଦେଇ ଦିନକୁ ୭ଥର ଟ୍ରେନ ଯିବା ଆସିବା କରେ। ଦ୍ରୁତଗାମୀ ରାଜ୍ୟରାଣୀ ଏକ୍ସପ୍ରେସ ସହ ପୁରୀ-ଗୁଣୁପୁର, ବିଶାଖାପାଟଣା- ଗୁଣୁପୁର ପାସେଞ୍ଜର ଏହି...
ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ
ବୈପାରୀଗୁଡ଼ା,୧୮।୪(ଡି.ଏନ୍.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ...
ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର
କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି।...
ସୌଭାଗ୍ୟ ଯୋଜନାରେ ଜଣକ ଘରକୁ ହୋଇନି ବିଦ୍ୟୁତ ସଂଯୋଗ
ପାପଡାହାଣ୍ଡି, ୧୮।୪,(ଡି.ଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡ଼ା ପଞ୍ଚାୟତ ବିସମପଦର ଗ୍ରାମବାସୀ ସମସ୍ୟା ଭିତରେ ଗତି କରୁଛନ୍ତି। ରାସ୍ତା ନ ଥିବାରୁ ବର୍ଷା ଦିନେ ଗାଁକୁ ଆମ୍ବୁଲାନ୍ସ ଆସି ପାରେନି। ଏବେ ଖରା ଦିନେ ଗାଁରେ ଉତ୍କଟ ହେଲାଣି...
କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଯୁବକଙ୍କ ବାପା ଝରିଗାଁ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଯୁବକ...
ଶ୍ରାଦ୍ଧ ଦିବସରେ ଅସମ୍ମାନ: ବିଜୁଙ୍କ ପ୍ରତିମୂର୍ତ୍ତିରେ ପଡିଲାନି ଫୁଲମାଳ
ଗୁଣପୁର,୧୭।୪(ଡି.ଏନ୍.ଏ.)-ରାୟଗଡା ଜିଲା ଗୁଣପୁର ବିଜେଡିରେ ଥିବା ମତଭେଦ ଯୋଗୁ ଶ୍ରାଦ୍ଧ ଦିବସରେ ପ୍ରବାଦ ପୁରୁଷଙ୍କ ପ୍ରତି ଅସମ୍ମାନ ହେଲାଭଳି ଘଟଣା ଦେଖିବାକୁ ମିଳିଛି। ବୁଧବାର ନୂତନ ବସ୍ଷ୍ଟାଣ୍ଡସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ବିଜେଡିର କେହି ନେତା ଓ କର୍ମୀ ଫୁଲମାଳଟିଏ...
ଚର୍ଚ୍ଚରେ ଭଙ୍ଗାରୁଜା ଘଟଣା: ୭ ଜଣ ନିର୍ଦ୍ଦୋଷରେ ଖଲାସ
ଗୁଣପୁର,୧୭।୪(ଡି.ଏନ୍.ଏ.):ରାୟଗଡା ଜିଲା ରାମନାଗୁଡା ବ୍ଲକ ସୁଲୁଡିସ୍ଥିତ କାଥୋଲିକ ଚର୍ଚ୍ଚରେ ୨୦୦୮ ଅଗଷ୍ଟ ୨୫ରେ ପ୍ରାୟ ୫୦ରୁ ୬୦ ଜଣ ଲୋକ ପଶି ଜିନିଷ ପତ୍ର ଭଙ୍ଗାରୁଜା କରିବା ସହ ଏକ ବାଇକ୍ ପୋଡି ଦେଇଥିଲେ। ଏହି ଘଟଣା ଗୁଣପୁର ଏଡିଜେଙ୍କ...
ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ
ମାଲକାନଗିରି,୧୭।୪(ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ ଅଣ୍ଡ୍ରାହାଲ, ପଣସପୁଟ, ଜଡାମ୍ବ, ଗାଜଲମାମୁଡି ଓ ଯନ୍ତ୍ରୀ ଗ୍ରାମର ପ୍ରାୟ ୧୦ ହଜାରରୁ...
ବଢୁଛି ତାପମାତ୍ରା, ଘରୁ ବାହାରି ପାରୁନାହାନ୍ତି ଲୋକେ
ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ଗଜପତି ଜିଲା ଏକ ଜଙ୍ଗଲ ପରିବେଷ୍ଟିତ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଗ୍ରୀଷ୍ମତାତି ଦିନକୁ ଦିନ ବଢ଼ୁଛି। ଗ୍ରାମାଞ୍ଚଳ ଏବଂ ସହରଞ୍ଚଳରେ କଂକ୍ରିଟ ରୋଡମାନ ବୃଦ୍ଧି ପାଉଥିବାରୁ ଏହା ତାପମାତ୍ରା ବୃଦ୍ଧିର ପ୍ରମୁଖ ଏକ କାରଣ...
ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ
ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳ ସୁଦ୍ଧା ଏହି ହାତୀଗୁଡିକ ଆନ୍ଧ୍ରର ବସନ୍ଧରା ଏବଂ ଓଡିଶାର...
ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ
ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ ଅଞ୍ଚଳ ହୋଇଥିବାରୁ ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ତେବେ...
ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ
ଦଶମନ୍ତପୁର,୧୭ା୪(ଡି.ଏନ୍.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ ଲଣ୍ଡା ପଡ଼ିଆକୁ ସବୁଜିମାରେ ଭରିଦେଇଛନ୍ତି ଜଣେ ଦିବ୍ୟାଙ୍ଗ ବୃଦ୍ଧ। ସେଇ ଗୋଟିଏ ଏକର...
Archives


