ରାୟଗଡା

ବୁଦାମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଗୁଣପୁର,୨୨।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଡ଼ାରୀ ଏନ୍‌ଏସି ହାଇସ୍କୁଲ ପରିସରର ବୁଦାମୂଳରୁ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି। ସେଠାରେ କେହି ଜଣେ ନବଜାତକଙ୍କୁ ଛାଡି ଚାଲି ଯାଇଥିବା ବେଳେ ଶିଶୁର କାନ୍ଦଶୁଣି ଉକ୍ତ ସାହିର ପାଣ୍ଡବ ସାହୁ ନାମକ ବ୍ୟକ୍ତି…

ପୋଡାଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ

ମୁନିଗୁଡ଼ା, ୨୧।୧୧(ଡି.ଏନ୍‌.ଏ.)- ଅପରେଶେନ ଗ୍ରୀନ ଡାଇମଣ୍ଡର ଦିତୀୟ ଦିନରେ ରାୟଗଡ଼ାର ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁରରେ ୫୬ ଏକର ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ପୋଡାଯାଇଛି। ବୁଧବାର ମଧ୍ୟ ୨୬ ଏକର ଜମିର ଗଞ୍ଜେଇ…

ଶିକୁଳିବନ୍ଧା ଜୀବନ କାଟୁଛନ୍ତି ୨ ମହିଳା

କୁନ୍ଦୁରା,୧୯।୧୧(ଡି.ଏନ୍‌.ଏ.)କୁନ୍ଦୁରା ବ୍ଲକ ଚେଣ୍ଡିଆ ଝିଲିଗାଁର ପଦ୍ମା ପରଜା (୨୬) ଓ ବଡ଼ ଝିଲିଗଁାର ରାଧା ପରଜା (୨୮)। ଏହି ୨ ମହିଳା ମାନସିକ ଭାବେ ଅସୁସ୍ଥ ଥାଇ ଗତ ୩/୪ ବର୍ଷ ହେବ ଶିକୁଳିବନ୍ଧା ଜୀବନ କାଟୁଛନ୍ତି। ପଦ୍ମା ୪ ବର୍ଷ…

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ…

ରାୟଗଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ମୁନିଗୁଡା,୧୪।୧୧: ରାୟଗଡ଼ା କଳାହାଣ୍ଡି ସୀମା ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କାର୍କାମାର୍କା ଜଙ୍ଗଲରେ ବୁଧବାର ବିଳମ୍ବିତ ରାତିରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ମିଳିତ ସର୍ଚ୍ଚ ଅପରେଶନ କରାଯାଇଛି। ଏହି ସର୍ଚ୍ଚ ଅପରେଶନରେ ଉକ୍ତ ଜଙ୍ଗଲରୁ ମାଓବାଦୀଙ୍କ ଏକ କ୍ୟାମ୍ପ ଠାବ…

ଡଙ୍ଗାଭସା ହେଲା କାଳ: ନାଗାବଳୀ ନଦୀରେ ଭାସିଯାଇ ଛାତ୍ର ମୃତ

ରାୟଗଡ଼ା ଅଫିସ, ୧୨।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ଡଙ୍ଗା ଭସାଇବାକୁ ଯାଇ ନଦୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ମୃତକ ହେଲେ ୟୁଜିଏମ୍‌ଆଇଟିର ଡିପ୍ଲୋମା ଛାତ୍ର ସୁମନ ବେହେରା। ତାଙ୍କ…

ମୁନିଗୁଡ଼ା ଅଞ୍ଚଳରେ ମାଓବାଦୀ ପୋଷ୍ଟର, ବ୍ୟାନର: ଲୋକେ ଭୟଭୀତ

ମୁନିଗୁଡା,୧୦।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ତଥା ଅମ୍ବାଦଳା ଥାନା ଅନ୍ତର୍ଗତ ବିଜାବଣ୍ଡଳି ଗ୍ରାମ ଛକ ନିକଟରେ ରବିବାର ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ବ୍ୟାନର ଓ ପୋଷ୍ଟରଟି ବଂଶଧାର ଘୁମୁସୁରା ନାଗାବଳି ଡିଭିଜନ କମିଟି ସିପିଆଇ(ମାଓବାଦୀ…

ଜାଲ୍‌ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍‌ନୋଟ କାରବାର କରୁଥିଲେ। ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ କୌଣସି ସୂତ୍ରରୁ ଖବର ପାଇ…

ବିଭିନ୍ନ ସମସ୍ୟା ନେଇ ଡଙ୍ଗରିଆ ଆଦିବାସୀଙ୍କ ଗଣ ବିକ୍ଷୋଭ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୁନିଗୁଡ଼ା,୮।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଲୋକଙ୍କ ମୌଳିକ ଅଧିକାର ନେଇ ଡଙ୍ଗରିଆ ଆଦିବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ମୁନିଗୁଡ଼ା ବିଡିଓଙ୍କୁ ଏକ…

ଦୁଇ ମାସର ଝିଅକୁ ଧରି ଆତ୍ମସମର୍ପଣ କଲେ ମହିଳା ମାଓବାଦୀ

ରାୟଗଡ଼ା ଅଫିସ, ୭।୧୧: ଦୁଇମାସର ଶିଶୁ କନ୍ୟାକୁ ଧରି ଜଣେ ମହିଳା ମାଓବାଦୀ ଗୁରୁବାର ରାୟଗଡ଼ା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ହେଲା ପାର୍ବତୀ ଓରଫ୍‌ ରିଙ୍କି(୨୭)। ଛତିଶଗଡ଼ର ବିଜାପୁର ଜିଲା ମାର୍ଥୁ ଥାନା ଅଧୀନ ଓ୍ବାଚମ ଗାଁରେ…

ବାଲ୍ୟ ବିବାହ

ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି। ପୋଲିସ ପ୍ରଶାସନ ବି ଏପରି ଅପରାଧ ବନ୍ଦ ପାଇଁ ତତ୍ପର। ହେଲେ ଏବେ ବି…

ଆମ୍ବୁଲାନ୍ସ ଚକା ଖରାପ ଯୋଗୁ ଅଧଘଣ୍ଟା ବିଳମ୍ବରେ ଡାକ୍ତରଖାନାରେ ପହଞ୍ଚିଲେ ରୋଗୀ

ମୁନିଗୁଡ଼ା,୩।୧୧(ଡି.ଏନ.ଏ.): ୧୦୮ ଆମ୍ବୁଲାନ୍ସକୁ ନେଇ ରାୟଗଡା ଜିଲାରେ ଅନେକ ଥର ଅବ୍ୟବସ୍ଥା ଦେଖା ଦେଇଥିବା ବେଳେ ରବିବାର ପୁଣି ଏକ ଚିତ୍ର ସାମ୍ନାକୁ ଆସିଛି । ଜିଲାର ମୁନିଗୁଡ଼ା ବ୍ଲକ ମଧୁମୁଣ୍ଡା ଗ୍ରାମର ଲୋଟି ସାରକା (୩୫) ଅନେକ ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?