ରାୟଗଡା

ମୁନିଗୁଡାରେ ଲାଗିଲା ମାଓବାଦୀ ପୋଷ୍ଟର, ବ୍ୟାନର୍‌

ମୁନିଗୁଡା,୧୬।୧୦(ଡି.ଏନ.ଏ.):ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକ ନିକଟରେ ବୁଧବାର କିଛି ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ମାଓବାଦୀ ବ୍ୟାନର ଓ ପୋଷ୍ଟରଗୁଡିକ ସରକାରୀ ଫାଶିବାଦୀ ସମାଧାନ ଦମନ ବିରୋଧରେ ଲାଗିଛି। ଅକ୍ଟୋବର ୨୫କୁ ଓଡିଶା…

ପେଟପାଟଣାରେ ବନ୍ଧା ପଡ଼ିଛି ପାରା ଅଲିମ୍ପିକର ସ୍ବପ୍ନ: ଶ୍ରମିକ ସାଜିଛନ୍ତି ଅନ୍ତର୍ଜାତୀୟ କରାଟେକା

ରାୟଗଡ଼ା ଅଫିସ,୧୫।୧୦ପିଲା ବୟସରେ ମା’ ଚାଲିଗଲେ। ପୋଲିଓ ଯୋଗୁ ଡାହାଣ ଗୋଡ଼ ତାଙ୍କୁ ଦିବ୍ୟାଙ୍ଗ ସଜେଇଦେଲା। ପେଟ ପାଇଁ ଚା’ ଦୋକାନରେ କାମ କରୁଥିଲେ ସେ। ଜୀବନ ଜୀବିକାର ଏଭଳି ସଂଘର୍ଷ ଭିତରେ ସେ କରାଟେକା ହେବାର ସ୍ବପ୍ନ ଦେଖିଥିଲେ। ପାଖରେ…

ଚୁଲିରୁ ନିଆଁଲାଗି ନାବାଳିକା ଗୁରୁତର

ମୁନିଗୁଡ଼ା,୧୪।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ମା’ ପଞ୍ଚାୟତକୁ ଚାଉଳ ଆଣିବାକୁ ଯାଇଥିଲେ। ଏହି ସମୟରେ ଘରେ ରୋଷଇ କରୁଥିବା ବେଳେ ହଠାତ୍‌ ଚୁଲିରୁ ନିଆଁ ଲାଗିଯିବାରୁ ଜଣେ ନାବାଳିକା ଗୁରୁତର…

କାର୍‌କୁ ପଛରୁ ପିଟିଲା ଟ୍ରକ୍‌ : ୪ ଗୁରୁତର

ରାୟଗଡ଼ା ଅଫିସ,୧୩।୧୦: ରାୟଗଡ଼ା ଜିଲା ସିରିଗୁଡ଼ା ଛକର କୋଟଲାଗୁଡ଼ାଠାରେ ଏକ ଟ୍ରକ କାର୍‌କୁ ପଛପଟୁ ଧକ୍କା ଦେବାରୁ ୪ ଜଣ ଗୁରୁତର ହୋଇଛନ୍ତି l ସେମାନେ ହେଲେ କାଳିମଣି ନାୟକ, ପ୍ରଭୁଦାନ ନାୟକ, ସୁଶୀଳା ନାୟକ, ସଦାମଣି ନାୟକ। ସଦାମଣି ଅସୁସ୍ଥ…

ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ ପଦ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି ା ଆହତମାନେ ହେଲେ ଶିବାନୀ ରଇତ, ବିନୋତୀ ଗମାଙ୍ଗ,…

କୂଅଖୋଳା ନାଁରେ ଦୁର୍ନୀତି

ଦଶମନ୍ତପୁର,,୧୨।୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଦେଓଖୋଡକ ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଷୀଙ୍କ ଜମିରେ ୩ଟି କୂଅ ଖୋଳାଯାଇଥିଲା। ଗ୍ରାମର ପୋଇଲି ମୁଦୁଲି ଯୋଡ଼ିଗଛ ନିକଟରେ ଥିବା ୬୦ ସେଣ୍ଟ ଜମିରେ ଚାଷ ପାଇଁ କୂଅ ଖୋଳିବାକୁ ପଞ୍ଚାୟତ କାର୍ଯ୍ୟାଳୟରୁ ଆବେଦନ କରି…

୫-ଟି ସଚିବଙ୍କ ରାୟଗଡ଼ା ଗସ୍ତ: ରୋଗୀଙ୍କ ସମସ୍ୟା ପଚାରି ବୁଝିଲେ, ଡାଇଲୋସିସ୍‌ ୱାର୍ଡ କାନ୍ଥ ନଷ୍ଟ ନେଇ ବିରକ୍ତି

ରାୟଗଡ଼ା ଅଫିସ ,୧୦ା୯- ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ରାୟଗଡ଼ା ଗସ୍ତ କରିଛନ୍ତିି । ସେ କଳାହାଣ୍ଡିରୁ ଏକ ହେଲିକେପ୍ଟର ଯୋଗେ ଆସି ରାୟଗଡ଼ାର ଡ଼ିସିଡ଼ି ଖେଳପଡ଼ିଆରେ ଓହ୍ଲାଇଥିଲେ। ତାଙ୍କ ସହ ଜାତୀୟ ଗ୍ରାମୀଣ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ…

ସରକାରୀ ଜାଗାରେ ଦୋକାନ ନିର୍ମାଣ : ତାଲା ପକାଇଲେ ଲୋକେ

ରାୟଗଡ଼ା ଅଫିସ,୧୦।୧୦ : ରାୟଗଡ଼ା ସହରର କପିଳାସ ରୋଡ୍‌ର ଷ୍ଟାଇଲ ବଜାର ନିକଟରେ କିଛିଦିନ ହେବ ବେଆଇନ ଭାବେ ସରକାରୀ ଜାଗାରେ ପ୍ରାୟ ୮୦ ଲକ୍ଷ ବ୍ୟୟରେ ଏକ ଦୋକାନ ଗୃହ ନିର୍ମାଣ କରାଯାଇଛି। ଗୁରୁବାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଚାଲିଥିବା…

ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଥିଲେ । ଅଭିଯୁକ୍ତ ଏହି ଗ୍ରାମର କିଛି…

ରାୟଗଡ଼ାରେ ରାବଣପୋଡ଼ି

ରାୟଗଡା ଅଫିସ, ୯।୧୦: ବିଜୟା ଦଶମୀ ଅବସରରେ ମଙ୍ଗଳବାର ରାୟଗଡା ଜିଲାର ବିଭିନ୍ନ ପୂଜାମଣ୍ଡପ ପକ୍ଷରୁ ରାବଣପୋଡ଼ି ଅନୁଷ୍ଠିତ ହୋଇଥିଲା। ସେହିପରି ରାୟଗଡ଼ା ସହରସ୍ଥିତ ବ୍ରାହ୍ମଣ ସାହିରେ ଶାରଦୀୟ ଦୁର୍ଗା ପୂଜା କମିଟି ପକ୍ଷରୁ ରାବଣପୋଡ଼ି କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଏମ୍‌ପି…

ବ୍ରାହ୍ମଣ ସାହିରେ ମା’ଙ୍କୁ ଆବାହନ

ରାୟଗଡା ଅଫିସ, ୮।୧୦: ରାୟଗଡା ସହରରେ ବିଜୟା ଦଶମୀ ପୂଜା ପାରମ୍ପରିକ ରୀତିନୀତିରେ ଚାଲିଛି। ରାୟଗଡା ବ୍ରାହ୍ମଣ ସାହିରେ ଅତି ଆଡ଼ମ୍ବରରେ ଦଶହରା ପୂଜା ଚାଲିଛି। ସକାଳୁ ପ୍ରଥମେ ମଙ୍ଗଳ ଆଳତି ପରେ ଦ୍ୱାରପୂଜା ସହ ହୋମ ଯଜ୍ଞ କରାଯାଇଛି। ପୂଣ୍ଣାହୂତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?